• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 5, 2026
in ଓଡ଼ିଶା, ଗଜପତି, ହୋମ୍
0
ଜିଲ୍ଲାସ୍ତରୀୟ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ, ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ, ଜିଲ୍ଲାପରିଷଦ ସଭାପତି ଶ୍ରୀଯୁକ୍ତ ଜି.ତିରୁପତି ରାଓ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନିଦ୍ର ହୋନନାଗା,

ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଏମ. ପ୍ରକାଶ ରାଓ,ଉପନିର୍ଦ୍ଦେଶକ ଉଦ୍ୟାନ ବିଭାଗ ଶ୍ରୀ ଦୁଷ୍ମନ୍ତ ବେହେରା,ପ୍ରକଳ୍ପ ନିର୍ଦ୍ଦେଶକ, ଜଳଛାୟା ଶ୍ରୀ ଶିବଚରଣ ସେଠୀ,ଅତିରିକ୍ତ ମତ୍ସ୍ୟ ଅଧିକାରୀ ଶ୍ରୀ ନିରୋଦ ଚନ୍ଦ୍ର ନାୟକ ଓ ବରିଷ୍ଠ ବୈଜ୍ଞାନିକ କେଭିକେ ଆର. ଉଦୟଗିରି ଡ଼.ସଂଗ୍ରାମ ପରମଗୁରୁ ପ୍ରମୁଖ ମଞ୍ଚାସିନ ଥିଲେ।ଜିଲ୍ଲାର କୃଷକଙ୍କ ଆୟ ବୃଦ୍ଧି ଓ କୃଷି କ୍ଷେତ୍ରକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀ କୃଷକ ସାହାୟତା ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନା କେନ୍ଦ୍ର ସରକାରଙ୍କ ପିଏମ-କିଷାନ ଯୋଜନା ସହିତ ସମନ୍ୱୟରେ କାର୍ଯ୍ୟ କରୁଛି ।

ଜିଲ୍ଲାର ଚାଷୀମାନଙ୍କୁ ଆୟ ସହାୟତା ଛୋଟ ଏବଂ ନାମମାତ୍ର କୃଷକଙ୍କୁ ସିଧାସଳଖ ଆର୍ଥିକ ସହାୟତା ଯୋଗାଇବା ,ସେହିପରି ପୋଷଣ ସୁରକ୍ଷା ଯୋଜନାରେ କୃଷକ ପରିବାରରେ ଖାଦ୍ୟ ଓ ମୂଳ ଆବଶ୍ୟକତା ପୂରଣ କରିବା, କୃଷିର ଉନ୍ନତି ନିମନ୍ତେ ଉନ୍ନତ ବିହନ, ସାର, ଓ ଭଲ କୃଷି ପ୍ରକ୍ରିୟାରେ ପୁଞ୍ଜିନିବେଶକୁ ପ୍ରୋତ୍ସାହନ ଦେବା । ସେହିପରି ସାମାଜିକ ସୁରକ୍ଷା ଭୂମିହୀନ କୃଷିକ ମାନଙ୍କୁ ଓ ଆର୍ଥିକ ସହାୟତା ରାଶି ପ୍ରଦାନ ଓ ଦାରିଦ୍ରତା ହ୍ରାସ କରିବା ଗ୍ରାମୀଣ ଅଞ୍ଚଳରେ ଦୁର୍ବଳ କୃଷକମାନଙ୍କୁ ଆର୍ଥିକ ଲାଭ ଦେଇ ଉନ୍ନ‌ତ କରିବାର ଲକ୍ଷ ରହିଅଛି ।

ଜିଲ୍ଲାର କୃଷକ ମାନଙ୍କୁ ପିଏମ୍ କିଷାନ୍ ଯୋଜନା ଅନୁସାରେ କୃଷକମାନଙ୍କୁ ବର୍ଷକୁ ୬ ହଜାର ଟଙ୍କା ଦିଆଯାଉଛି । ସେହିପରି ରାଜ୍ୟରେ ସିଏମ କିଷାନ୍ ସହାୟତା ଦ୍ବାରା ଛୋଟ ଏବଂ ନାମମାତ୍ର କୃଷକଙ୍କୁ ୪ ହଜାର ଟଙ୍କା ପ୍ରତିବର୍ଷ ସହାୟତା ରାଶି ପ୍ରଦାନ କରାଯାଉଛି। ଏହି ସହାୟତା ରାଶି କୃଷକମାନଙ୍କୁ Direct Benefit Transfer (DBT) ମାଧ୍ୟମରେ ବ୍ୟାଙ୍କ ଖାତାକୁ ସିଧସଳଖ ସହାୟତା ରାଶି ପ୍ରଦାନ କରାଯାଇଛି। ସିଏମ କିଷାନ ଯୋଜନାରେ ହସ୍ତାନ୍ତର ହେଉଥିବା ଏହି ସହାୟତା ରାଶି ଚାଷୀ ମାନଙ୍କୁ ଅତ୍ୟାବଶ୍ୟକୀୟ କୃଷି ସମାଗ୍ରୀ ଯଥା ବିହନ, ସାର, କୀଟନାଶକ ଇତ୍ୟାଦି ଆବଶ୍ୟକତା ଅନୁଯାୟୀ କିଣିବାରେ ନିଶ୍ଚିତ ରୂପେ ସହାୟତା କରିବ।

ସେହିପରି ଗଜପତି ଜିଲ୍ଲାରେ-୨୦୨୬ ରବି ସିଏମ କିଷାନ୍ ଯୋଜନାରୁ ୪୭,୨୪୩ ଜଣ କୃଷକଙ୍କୁ ସମୁଦାୟ ୯ କୋଟି ୫୩ ଲକ୍ଷ ୫୧ ହଜାର ୫ ଶହ ଟଙ୍କା ସହାୟତା ରାଶି ଜିଲ୍ଲାର ଚାଷୀଙ୍କୁ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ରବିନ୍ଦ୍ର କୁମାର ଆଧେକ, ଅତିରିକ୍ତ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ସୁରଜ କୁମାର ପାତ୍ର ସମେତ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ , କୃଷକ ଭାଇ ଭଉଣୀ ଓ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲା କୃଷୀ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ପ୍ରିୟଦର୍ଶିନୀ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାସ୍ତରୀୟ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

September 5, 2026
ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟ ରେ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ପାଳିତ

ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟ ରେ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ପାଳିତ

September 5, 2026
ପ୍ରଧାନ ଶିକ୍ଷକ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

September 5, 2026
ସିଏମ କିଶାନ ଯୋଜନା ର ୫ମ କିସ୍ତି ପ୍ରଦାନ

ସିଏମ କିଶାନ ଯୋଜନା ର ୫ମ କିସ୍ତି ପ୍ରଦାନ

September 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାସ୍ତରୀୟ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

September 5, 2026
ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟ ରେ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ପାଳିତ

ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟ ରେ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ପାଳିତ

September 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version