• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁରୁ ଦିବସ ଉପଲକ୍ଷେ ଗୁରୂ ବନ୍ଦନା : ମାଲକାନଗିରି ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟରେ ଅନୁଷ୍ଠିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
September 6, 2026
in ଓଡ଼ିଶା, ମାଲକାନଗିରି, ହୋମ୍
0
ଗୁରୁ ଦିବସ ଉପଲକ୍ଷେ ଗୁରୂ ବନ୍ଦନା : ମାଲକାନଗିରି ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟରେ ଅନୁଷ୍ଠିତ ହୋଇଯାଇଛି
Share on FacebookShare on TwitterWhatsapp

ମାଲକାନଗିରି (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ମାଲକାନଗିରି ସଦରସ୍ଥିତ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟରେ ଗୁରୁ ଦିବସ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସରେ ଗୁରୁ ଶିଷ୍ୟ ପରମ୍ପରାର ଅପୂର୍ବ ନିଦର୍ଶନ ହେଉଛି ଗୁରୁଦିବସ। ଗୁରୁଙ୍କୁ ସମ୍ମାନ ଓ କୃତଜ୍ଞତା ଜଣାଇବାର ଦିନ। ଏହି ସଂମ୍ପର୍କ ଓ ପରମ୍ପରା କେତେ ଯେ ପରିବ୍ୟାପ୍ତ ତାହା ଆକଳନ କରିବା କଷ୍ଟକର।

ଗୁରୁ ବ୍ରହ୍ମା ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର ll
ଗୁରୁ ସାକ୍ଷାତ ପରମ ବ୍ରହ୍ମ, ତସ୍ମୈଶ୍ରୀ ଗୁରବେ ନମଃ ll

ଆଜି ଏହି ପରମ୍ପରାର ଏକ ଝଲକ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟରେ ଦେଖିବାକୁ ମିଳିଛି। ଦ୍ୱାଦଶ ଓ ନର୍ସିଂ ପଢୁଥିବା ସମସ୍ତ ଛାତ୍ର ଛାତ୍ରୀ ମାନେ ନିଜ ନିଜ ଗୁରୁ ମାନଙ୍କୁ ପୂଜା କରିବା ସହ ଆର୍ଶୀବାଦ କାମନା କରିଥିଲେ। ତାହାସହ କିଛି ନାଟକ ଓ ସଙ୍ଗୀତ ମାଧ୍ଯମରେ ଗୁରୁ ଶିଷ୍ୟ ପରମ୍ପରାର ଏକ ଅପୂର୍ବ ସମ୍ପର୍କକୁ ପ୍ରକାଶିତ କରିଥିଲେ।

ଏହି ଇନଷ୍ଟିଚ୍ୟୁଟର ସମ୍ପାଦକ ତଥା ଅଧ୍ୟକ୍ଷ ଡଃ ଶିବ ନାରାୟଣ ପାତ୍ର ତାଙ୍କ ବକ୍ତବ୍ୟ ମାଧ୍ଯମରେ କହିଥିଲେ ଯେ “ଅଜ୍ଞାନ ରୂପକ ଅନ୍ଧକାରକୁ ଶିକ୍ଷା ମାଧ୍ଯମରେ ଦୁର କରି ଆଲୋକ ଓ ସଠିକ୍ ରାସ୍ତା ଯିଏ ଦେଖାଇଥାନ୍ତି ସେ ହେଉଛନ୍ତି ଗୁରୁ। ମା’ ବାପାଙ୍କ ପରେ ଗୁରୁ ହିଁ ଆମର ମାର୍ଗଦର୍ଶକ ସାଜନ୍ତି। ଆମକୁ ଅନେକ ଶିକ୍ଷା ଦିଅନ୍ତି ଆଉ ବେଳେବେଳେ ଶୃଙ୍ଖଳିତ କରିବା ପାଇଁ କଠୋର ଅନୁଶାସନରେ ଯିଏ ରଖନ୍ତି ସେ ହେଉଛନ୍ତି ଗୁରୁ। କେବଳ ପାଠପଢିବା କ୍ଷେତ୍ରରେ ନୁହେଁ, ଗୀତ, ନାଚ ହେଉ ଅବା ଖେଳକୁଦ ପରି ସମସ୍ତ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ଗୁରୁ ହିଁ ମୁଖ୍ଯ ଭୂମିକା ଗ୍ରହଣ କରିଥାନ୍ତି ।

ଶିଷ୍ୟର ଚରିତ୍ର ଗଠନ ହେଉ କିମ୍ବା ତାକୁ ଭଲ ମଣିଷ ରୂପେ ଗଢ଼ି ତୋଳିବାରେ ଗୁରୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ଗୁରୁଙ୍କୁ ସମ୍ମାନ ଦେବା ସହ ତାଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ହୋଇ ଆଗକୁ ବଢ଼ିବା ପାଇଁ କହିଥିଲେ। ସେମିତି ଭାଇସ ପ୍ରିନ୍ସିପାଲ ପି କିଶୋର କୁମାର ତାଙ୍କ ବକ୍ତବ୍ୟରେ ଛାତ୍ର ଛାତ୍ରୀ ମାନେ କିପରି ଭଲ ମଣିଷ ହେବେ ଓ ସେହି ଚରିତ୍ର ଗଠନର ମୁଖ୍ୟ ଭୂମିକା ନିର୍ବାହ କରୁଥିବା ସେହି ଗୁରୂ ମାନଙ୍କୁ ତୁମ ମାନଙ୍କ ସମ୍ମାନ ହିଁ ତାଙ୍କ ପୁରସ୍କାର ବୋଲି କହିଥିଲେ।ଆଜି ହେଉଛି ପବିତ୍ର ଗୁରୁ ଦିବସ।

ଆଜି ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ । ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣଙ୍କ ଜନ୍ମ ଦିବସ ଅବସରରେ ତାଙ୍କ ସ୍ମୃତିରେ ସମଗ୍ର ଭାରତରେ ଆଜିର ଦିନ (୫ ସେପ୍ଟେମ୍ବର) ରେ ଗୁରୁ ଦିବସ ରୂପେ ପାଳନ କରାଯାଏ। ଗୁରୁ ଦିବସର ଇତିହାସ ବିଷୟରେ ଛାତ୍ର ଛାତ୍ରୀ ମାନଙ୍କୁ ଅବଗତ କରିଥିଲେ। ଏହା କେବେ ଓ କାହିଁକି ସାମ୍ବିଧାନିକ ଭାବରେ ଆରମ୍ଭ ହୋଇଥିଲା ତାହା ଜଣାଇଥିଲେ। ଛାତ୍ର-ଛାତ୍ରୀମାନଙ୍କୁ ଏକ ଆଦର୍ଶ ନାଗରିକ ରୂପେ ତିଆରି କରିବାରେ ଶିକ୍ଷକଙ୍କର ମହତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ।

ଯେତେବେଳେ ଡା. ସର୍ବପଲ୍ଲୀ ରାଧାକ୍ରିଷ୍ଣ ଜନ୍ମଦିନ ପାଳନ କରିବା ପାଇଁ ତାଙ୍କ ସାଙ୍ଗମାନେ ଆୟୋଜନ କରିବା ପାଇଁ କହିଥିଲେ ସେହି ସମୟରେ ସର୍ବପଲ୍ଲୀ ରାଧାକ୍ରିଷ୍ଣ କହିଥିଲେ ତୁମେ ସବୁ ମୋ ଜନ୍ମଦିନ ପାଳନ କରିବା ପାଇଁ ଚାହୁଁଛ ଏହା ସବୁଠାରୁ ଖୁସିର କଥା କିନ୍ତୁ ଏହି ଦିନକୁ ଯଦି ଆମେମାନେ ଶିକ୍ଷା କ୍ଷେତ୍ରରେ ଯୋଗଦାନ, ସମର୍ପଣ ଏବଂ ଶିକ୍ଷକମାନଙ୍କ ପରିଶ୍ରମକୁ ସମ୍ମାନିତ କରି ତାଙ୍କ ଉଦ୍ଦେଶ୍ୟରେ ପାଳନ କରିବା ତେବେ ମୁଁ ଆହୁରି ଖୁସି ହେବି ।

ତାଙ୍କର ଏହି ଇଛାକୁ ଧ୍ୟାନରେ ରଖି ୧୯୬୨ ମସିହାରୁ ସେପ୍ଟେମ୍ବର ମାସ ୫ ତାରିଖ ଦିନ ସମଗ୍ର ଭାରତ ବର୍ଷରେ ଶିକ୍ଷକ ଦିବସ ପାଳନ କରାଯାଇଥାଏ । ଏହିପରି ସମସ୍ତ ଗୁରୁମାନେ ଆଜି ଭଳି ପଵିତ୍ର ଦିବସରେ ନିଜ ନିଜ ବକ୍ତବ୍ୟ ମାଧ୍ଯମରେ ପିଲା ମାନଂକୁ ଗୁରୁ ଶିଷ୍ୟ ସମ୍ପର୍କ ବିଷୟରେ ଅନୁପ୍ରାଣିତ କରିଥିଲେ। ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବନ୍ଧ ଓ ନାଚ ପ୍ରତିଯୋଗିତା ସହ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ମଧ୍ୟରେ କିଛି ପ୍ରତିଯୋଗୀତା କରାଯାଇ ପୁରସ୍କୃତ କରଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଦର୍ଶ ଶିଶୁ ନିକେତନ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଉତ୍ସଵ ଧୁମ୍ ଧାମରେ ପାଳିତ

ଆଦର୍ଶ ଶିଶୁ ନିକେତନ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଉତ୍ସଵ ଧୁମ୍ ଧାମରେ ପାଳିତ

September 6, 2026
ଗୁରୁ ସାକ୍ଷାତ ପରଂବ୍ରହ୍ମ କାର୍ଯ୍ୟକ୍ରମ ରେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାବିତ ସମ୍ବର୍ଦ୍ଧିତ

ଗୁରୁ ସାକ୍ଷାତ ପରଂବ୍ରହ୍ମ କାର୍ଯ୍ୟକ୍ରମ ରେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାବିତ ସମ୍ବର୍ଦ୍ଧିତ

September 6, 2026
ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

September 6, 2026
୧୦ ପରିବାରର ୩୭ ଜଣ ସଦସ୍ୟ ସ୍ଵଧର୍ମ କୁ ପରାବର୍ତ୍ତନ

୧୦ ପରିବାରର ୩୭ ଜଣ ସଦସ୍ୟ ସ୍ଵଧର୍ମ କୁ ପରାବର୍ତ୍ତନ

September 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଦର୍ଶ ଶିଶୁ ନିକେତନ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଉତ୍ସଵ ଧୁମ୍ ଧାମରେ ପାଳିତ

ଆଦର୍ଶ ଶିଶୁ ନିକେତନ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଉତ୍ସଵ ଧୁମ୍ ଧାମରେ ପାଳିତ

September 6, 2026
ଗୁରୁ ସାକ୍ଷାତ ପରଂବ୍ରହ୍ମ କାର୍ଯ୍ୟକ୍ରମ ରେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାବିତ ସମ୍ବର୍ଦ୍ଧିତ

ଗୁରୁ ସାକ୍ଷାତ ପରଂବ୍ରହ୍ମ କାର୍ଯ୍ୟକ୍ରମ ରେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାବିତ ସମ୍ବର୍ଦ୍ଧିତ

September 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version