• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଗୁରୁ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 6, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଗୁରୁ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ
Share on FacebookShare on TwitterWhatsapp

ଶିକ୍ଷକ ସେବା ନିବୃତ ହୋଇଥାନ୍ତି, କିନ୍ତୁ ଅବସର ନଥାଏ’

ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ନୟାଗଡ଼ ଜିଲ୍ଲା ସଦରବ୍ଲକ ଓ ନଗରପାଳିକା ଆନୁକୁଲ୍ୟରେ ଆଜି ଅବସରପ୍ରାପ୍ତ ଶିକ୍ଷକଙ୍କୁ ନେଇ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପଠାଣି ସାମନ୍ତ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଆବାହକତ୍ୱରେ ଆୟୋଜିତ କାର‌୍ୟ୍ୟକ୍ରମରେ ଅନୁଷ୍ଠିତ ଏହି କାର‌୍ୟ୍ୟକ୍ରମରେ ୬ ଶହରୁ ଉର୍ଦ୍ଧ୍ୱ ଅବସରପ୍ରାପ୍ତ ଶିକ୍ଷକ ଓ ଅବସରପ୍ରାପ୍ତ ଅଧ୍ୟାପକ ଯୋଗ ଦେଇଥିଲେ। ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା,

ଜିଲ୍ଲା ପରିଷଦ କ୍ଷୀରୋଦ ମହାପାତ୍ର, ସୁବାଷ ଚନ୍ଦ୍ର କହଁର, ସରୋଜ ରଣସିଂ ଏବଂ ଅନେକ ନିର୍ବାଚିତ ଜନପ୍ରତିନିଧି ଗୁରୁଙ୍କୁ ଉତ୍ତରୀୟ ଫୁଲ, ଚନ୍ଦନ ଦେଇ ସମ୍ବର୍ନ୍ଧିତ କରିଥିଲେ । ଅତିଥିଭାବେ ଯୋଗ ଦେଇ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏହି କାର‌୍ୟ୍ୟକ୍ରମ ଅନନ୍ୟ ବୋଲି ମତ ରଖିଥିଲେ। ଏହା ନୟାଗଡ଼ରେ ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି କରିବ ବୋଲି କହିଥିଲେ । ସମାଜ ପ୍ରତି ଗୁରୁଙ୍କ ଅବଦାନ ଅତୁଳନୀୟ ବୋଲି କହିଥିଲେ। ଅନ୍ୟତମ ଅତିଥି ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ ଗୁରୁଦିବସ ଉପରେ ମାର୍ମିକ ବକ୍ତବ୍ୟ ରଖିଥିଲେ।

ନୟାଗଡ଼ ବିଧାୟକ ତାଙ୍କ ବକ୍ତବ୍ୟରେ ଯିଏ ଆମକୁ କିଛି ଦେଇଛନ୍ତି ସମାଜକୁ କିଛି ଦେଇଛନ୍ତି, ସେମାନେ ଚିର ନମସ୍ୟ ବୋଲି କହିଥିଲେ। ଦେଶରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟବସାୟରେ ପରିଣତ ହୋଇଛି । ଏହା ବନ୍ଦ ହେବା ଆବଶ୍ୟକ ବୋଲି କହିଥିଲେ । ଭୋଟ ଦେବାକୁ ଯାଉଥିବା ଛାତ୍ରମାନେ ଶିକ୍ଷା ପାଇଁ ସରକାର କରିଥିବା ବଜେଟକୁ ପଢ଼ିବା ଆବଶ୍ୟକ ବୋଲି କହିଥିଲେ । କୈାଣସି ଶିକ୍ଷକ ତାର ଛାତ୍ରକୁ ଦୁର୍ନିତୀ ଓ ଭ୍ରଷ୍ଟାଚାରୀ ହେବାକୁ ଶିକ୍ଷା ଦେଇନାହାନ୍ତି କିନ୍ତୁ ଶିକ୍ଷିତମାନେ ଏସବୁ କହିବାର ସମ୍ଭାବନା ରଖିଥାନ୍ତି।

ଛାତ୍ର ଭିତରେ କିଭଳି ଅହଂକାର ରହିବ ନାହିଁ, ତାହାକୁ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି କହିଥିଲେ। ଶିକ୍ଷକମାନେ ସେବାରୁ ନିବୃତ ହୋଇଥାନ୍ତି, କିନ୍ତୁ ସେମାନଙ୍କର ଅବସର ନଥାଏ। ଶିକ୍ଷାଦାନ ଓ ଶିକ୍ଷା ବିକ୍ରି ମଧ୍ୟରେ ଅନେକ ପ୍ରଭେଦ ଅଛି। ଶିକ୍ଷାକୁ କିଣୁଥିବା ବ୍ୟକ୍ତି ନିଶ୍ଚିତ ଅମାପ ସମ୍ପତ୍ତି ଠୁଳ କରିବାକୁ ଆଶା ରଖିଥାନ୍ତି । କାଉନସିଲର ରୁଦ୍ରପ୍ରସନ୍ନ ରଥ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଗୁରୁ ଦିବସ ପାଳନ କଲା ରୋଟାରୀ କ୍ଳବ୍ 

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଗୁରୁ ଦିବସ ପାଳନ କଲା ରୋଟାରୀ କ୍ଳବ୍ 

September 6, 2026
ଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଗୁରୁ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ

ଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଗୁରୁ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ

September 6, 2026
ଇଟାମାଟି ଗିଭି ବ୍ଲଡ଼ ସେଭ୍ ଲାଇଫ ତରଫରୁ ଗୁରୁ ଦିବସ ପାଳନ

ଇଟାମାଟି ଗିଭି ବ୍ଲଡ଼ ସେଭ୍ ଲାଇଫ ତରଫରୁ ଗୁରୁ ଦିବସ ପାଳନ

September 6, 2026
ନୟାଗଡ଼ ଜିଲ୍ଲା କାରାଗାରରେ ସ୍ଵାବଲମ୍ବନ ଭିତ୍ତିକ ଦକ୍ଷତା କାର୍ଯକ୍ରମର ଉଦ୍ ଘାଟନ 

ନୟାଗଡ଼ ଜିଲ୍ଲା କାରାଗାରରେ ସ୍ଵାବଲମ୍ବନ ଭିତ୍ତିକ ଦକ୍ଷତା କାର୍ଯକ୍ରମର ଉଦ୍ ଘାଟନ 

September 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଗୁରୁ ଦିବସ ପାଳନ କଲା ରୋଟାରୀ କ୍ଳବ୍ 

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଗୁରୁ ଦିବସ ପାଳନ କଲା ରୋଟାରୀ କ୍ଳବ୍ 

September 6, 2026
ଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଗୁରୁ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ

ଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଗୁରୁ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ

September 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version