• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ

Proprietor Abhimanyu Maharana by Proprietor Abhimanyu Maharana
September 7, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ
Share on FacebookShare on TwitterWhatsapp

ବାଲିଗୁଡା (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ୧୧ ନଂ ୱାର୍ଡର ଗଲିଆଡଙ୍ଗର ପାହାଡ଼ ଉପର ଜଙ୍ଗଲରୁ ଝୁଲନ୍ତା ମୃତଦେହ ରବିବାର ବାଲିଗୁଡା ପୋଲିସ ଠାବ କରିଥିଲା l ପୋଲିସ ତଦନ୍ତ ପରେ ମୃତକଙ୍କ ପରିଚୟ ଚିହ୍ନଟ ହୋଇଛି। ମୃତକ ହେଲେ ରବୀନ୍ଦ୍ର ବେହେରା (୪୩) ।

ତାଙ୍କ ଘର ଟିକାବାଲି ଥାନା ଅଧୀନ ପକାରୀ ଗ୍ରାମରେ ଏବଂ ସେ ଲୋକନାଥ ବେହେରାଙ୍କ ପୁଅ ବୋଲି ଜଣାପଡ଼ିଛି । ପୋଲିସ ପକ୍ଷରୁ ଆବଶ୍ୟକ ଯାଞ୍ଚ ଓ ପରିଚୟ ନିଶ୍ଚିତ କରାଯିବା ପରେ ମୃତଦେହର ପୋଷ୍ଟମର୍ଟମ୍ ପରୀକ୍ଷା କରାଯାଇଥିଲା । ପୋଷ୍ଟମର୍ଟମ୍ ପରେ ଆଇନଗତ ପ୍ରକ୍ରିୟା ଅନୁସାରେ ମୃତଦେହକୁ ତାଙ୍କ ପରିବାର ସଦସ୍ୟଙ୍କ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

October 25, 2026
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ସ୍ମୃତି ସଭା

October 24, 2026
IPAF Bhubaneswar 2026 Celebrates India’s Rich Cultural Heritage Through Classical, Folk and Inclusive Performances

ଆଇପିଏଏଫ୍ ଭୁବନେଶ୍ୱର ୨୦୨୬ ଶାସ୍ତ୍ରୀୟ, ଲୋକ କଳା ଓ ସମାବେଶୀ ପ୍ରଦର୍ଶନ ଜରିଆରେ ଭାରତର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ପାଳନ କରୁଛି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

October 25, 2026
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ସ୍ମୃତି ସଭା

ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ସ୍ମୃତି ସଭା

October 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version