• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

Proprietor Abhimanyu Maharana by Proprietor Abhimanyu Maharana
September 9, 2026
in ଓଡ଼ିଶା, କଟକ, ଖୋର୍ଦ୍ଧା, ହୋମ୍
0
54th National Convention of Company Secretaries concludes in Bhubaneswar
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ୭ ସେପ୍ଟେମ୍ବର ୨୦୨୬ରେ ଐତିହାସିକ ସହର ଭୁବନେଶ୍ୱରଠାରେ ଉଦ୍‌ଯାପିତ ହୋଇଯାଇଛି । ଏଥିସହିତ ବ୍ୟାପକ ବିମର୍ଷ, ନବୋନ୍ମେଷୀ ଚିନ୍ତାଧାରା ଏବଂ ରଣନୈତିକ ନେଟୱର୍କିଂ ଉପରେ ଚାଲିଥିବା ତିନିଦିନ ବ୍ୟାପୀ କାର୍ଯ୍ୟକ୍ରମ ସମାପ୍ତ ହୋଇଛି ।

“ନେକ୍ସଟ୍‌ଜେନ୍‌ ସିଏସ୍‌- କାଟାଲିଷ୍ଟ ଅଫ୍‌ ଗ୍ରୋଥ୍‌ ଆଣ୍ଡ୍‌ ଗାର୍ଡିଆନ୍‌ ଅଫ୍‌ ଗଭର୍ଣ୍ଣାନ୍ସ” ଶୀର୍ଷକ ବିଷୟ ଉପରେ ଆୟୋଜିତ ଚଳିତ ବର୍ଷର ସମ୍ମିଳନୀ ପରବର୍ତ୍ତୀ ପିଢି (ନେକ୍ସଟ୍‌ଜେନ୍‌) କମ୍ପାନୀ ସେକ୍ରେଟାରିଜ୍‌ ନିମନ୍ତେ ଏକ ନିର୍ଣ୍ଣାୟକ ରୋଡମ୍ୟାପ୍‌ ସ୍ଥାପନ କରିବା ନିମନ୍ତେ ଆଲୋଚନା ସମ୍ମୁଖ ଭାଗକୁ ଆଣିଥିଲା ।

ସ୍ଥିତପ୍ରଜ୍ଞ ବୃତ୍ତିଧାରୀ, ଶିଳ୍ପ ଜଗତର ପ୍ରତିଷ୍ଠିତ ବ୍ୟକ୍ତିଗଣ, ନିୟାମକ ଏବଂ ସମଗ୍ର ଦେଶରୁ ନୀତି ବିଶାରଦମାନେ ନିମ୍ନଲିଖିତ ଅଧିବେଶନଗୁଡିକ ଜରିଆରେ ପ୍ରଯୁକ୍ତିବିଦ୍ୟାର ସମନ୍ୱୟ, ଦୀର୍ଘସ୍ଥାୟିତା, ବଜାର ସ୍ଥାନାନ୍ତରଣ ଏବଂ ବୋର୍ଡରୁମ୍‌ ନୈତିକତା ଆଦି ବିଷୟ ଉପରେ ଆଲୋଚନା କରିବାକୁ ଏକତ୍ରିତ ହୋଇଥିଲେ ।

ଉକ୍ତ ବିଷୟଗୁଡିକ ହେଉଛି :
– ରେଗ୍‌ଟେକ୍‌ ରିଭୋଲୁ୍ୟସନ: ଡିଜିଟାଲାଇଜେସନ୍‌ ସହିତ ଅନୁପାଳନକୁ ମେଳ ଖୁଆଇବା
– ବିଶ୍ୱାସ ଓ ସ୍ୱଚ୍ଛତା ସୃଷ୍ଟି: ଦୀର୍ଘସ୍ଥାୟିତାରେ ବିଶ୍ୱସ୍ତରୀୟ ସମନ୍ୱୟକୁ ଆଗେଇନେବା
– ଶାସନ ପରିଚାଳନାର ଉପସ୍ଥିତିକୁ ସମ୍ପ୍ରସାରିତ କରିବା: ଷ୍ଟାର୍ଟଅପ୍‌ସମୂହ, ଏମଏସ୍‌ଏମ୍‌ଇ ଏବଂ ଏନ୍‌ପିଓଗୁଡିକ ନିମନ୍ତେ ସିଏସ୍‌
– ଫୁ୍ୟଚର ପ୍ରୁଫିଂ ଦି ପ୍ରଫେସନ୍‌: ଇଣ୍ଡିଆ ଅ ୨୦୪୭ ନିମନ୍ତେ ସ୍କିଲ୍‌ ଷ୍ଟାକ୍‌
– ପୁଞ୍ଜି ବଜାର ପରିବ୍ୟବସ୍ଥା: ନୈତିକତା ଓ ସ୍ୱଚ୍ଛତାକୁ ସୁଦୃଢ କରିବା
– ବୋର୍ଡରୁମ୍‌ ଡାଇନାମିକ୍ସ: କାଳଜୟୀ ନୀତିସମୂହ ଏବଂ ଭବିଷ୍ୟତ ନିମନ୍ତେ ପ୍ରସ୍ତୁତି
– ଗ୍ରୀନ୍‌ ହୋରାଜନ୍ସ: କାର୍ବନ ବଜାରସମୂହର ପରିଚାଳନା, ନବସୃଜନକୁ ଆଗେଇନେବା
– ତୃଣମୂଳ ସ୍ତରର ଶାସନ: ସମାବେଶୀ ଅଭିବୃଦ୍ଧିକୁ ସକ୍ଷମ କରିବା

ଆଇସିଏସ୍‌ଆଇ ମଧ୍ୟ ଏହି ଅବସରରେ ଏକ ସ୍ୱତନ୍ତ୍ର ଅଧିବେଶନ ଜରିଆରେ ୨୦୨୩-୨୦୨୬ ଅବଧିରେ ଏହାର ପ୍ରମୁଖ ସଂରଚନାଗତ ଉଲ୍ଲେଖନୀୟ ସଫଳତା ଏବଂ ନିୟାମକ ବ୍ୟବସ୍ଥାର ପ୍ରଗତି ସମ୍ପର୍କରେ ଉଲ୍ଲେଖ କରିଥିଲା । ଭବିଷ୍ୟତ-ମୁଖୀ ରଣନୈତିକ ଅଧିବେଶନଗୁଡିକ ଊଦ୍ଧ୍ୱର୍ରେ ସମ୍ମିଳନୀୟରେ ଯୋଗଦେଇଥିବା ବ୍ୟକ୍ତିମାନେ କିମ୍ବଦନ୍ତୀ ଗାୟିକା ପଦ୍ମ ଭୂଷଣ ଉଷା ଉଥୁପ୍‌ଙ୍କର ମନମୁଗ୍ଧକର ସାଂଗୀତିକ ପ୍ରଦର୍ଶନ ଏବଂ ତତ୍‌ସହିତ ଆକର୍ଷଣୀୟ ଓଡ଼ିଶୀ ନୃତ୍ୟ ଜରିଆରେ ଆଞ୍ଚଳିକ କଳାର ସମୃଦ୍ଧ ପ୍ରଦର୍ଶନକୁ ଉପଭୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026
54th National Convention of Company Secretaries concludes in Bhubaneswar

54th National Convention of Company Secretaries concludes in Bhubaneswar

September 9, 2026
ଉଦ୍ୟାନ ବିଭାଗ ତରଫରୁ ଆଳୁ ବିହନ ବିତରଣର ଶୁଭାରମ୍ଭ : ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

ଉଦ୍ୟାନ ବିଭାଗ ତରଫରୁ ଆଳୁ ବିହନ ବିତରଣର ଶୁଭାରମ୍ଭ : ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

September 9, 2026
ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ସ୍ନାତକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ସ୍ନାତକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

September 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026
54th National Convention of Company Secretaries concludes in Bhubaneswar

54th National Convention of Company Secretaries concludes in Bhubaneswar

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version