• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କଟକ

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

Proprietor Abhimanyu Maharana by Proprietor Abhimanyu Maharana
September 9, 2026
in କଟକ, ଗଞ୍ଜାମ, ହୋମ୍
0
ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ହିଞ୍ଜିଳିକାଟୁ ସହରକୁ ଅତିକ୍ରମ କରୁଥିବା ୫୯ନଂ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଦୀର୍ଘ ଦିନ ଧରି ବହୁ ଖାଲଖମା ସୃଷ୍ଟି ହୋଇଥିଲା। ବିଶେଷ କରି ସହରର ସବୁଠାରୁ ବ୍ୟସ୍ତବହୁଳ ବିଜୁ ପଟ୍ଟନାୟକ ଛକ ଠାରୁ ଘୋଡାହଡ ସେତୁ ଏବଂ ବିଜୁ ପଟ୍ଟନାୟକ ଛକ ଠାରୁ ସୋମପୁର ରାସ୍ତାର ଉଭୟ ପାର୍ଶ୍ୱରେ ଛୋଟ ବଡ଼ ପ୍ରାୟ ୫୦ ରୁ ଅଧିକ ଖାଲଖମାରେ ଭରି ରହିଛି। ଦୈନିକ ପ୍ରାୟ ଶହ ଶହ ଛୋଟ ବଡ଼ ଭାରିଯାନ ଓ ହାଲୁକା ଯାନ ଯାତାୟାତ କରୁଥିବା ବେଳେ ଅଧିକାଂଶ ସମୟରେ ଦୁର୍ଘଟଣା ମାନ ଘଟୁଥିବା ନଜିର ରହିଛି। ଏଭଳି ଅଭାବନୀୟ ପରିସ୍ଥିତି ନେଇ ଗଣ ମାଧ୍ୟମରେ ବାରମ୍ବାର ଖବର ପ୍ରସାରଣ କରି ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରା ଯାଇଥିଲା ।

ଗତ ଦୁଇ ଦିନ ଧରି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ଖାଲଖମା ଗୁଡିକୁ ମରାମତି କାମ ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ମରାମତି ନାମରେ ତାଳିପକା ପିଚୁକାମକୁ ନେଇ ସାଧାରଣରେ ଗଭୀର ଅସନ୍ତୋଷ ପ୍ରକାଶ ପାଇଛି। ଦୀର୍ଘଦିନ ଧରି ରାସ୍ତାରେ ସୃଷ୍ଟି ହୋଇଥିବା ବଡ଼ ବଡ଼ ଖାଲଖମାକୁ ସ୍ଥାୟୀ ଭାବେ ମରାମତି କରିବା ପରିବର୍ତ୍ତେ କେବଳ ନାମକୁ ମାତ୍ର ତାଳିପକା କାମ କରାଯାଉଥିବା ଅଭିଯୋଗ ହୋଇଛି।କିଛି ଦିନର ବର୍ଷା ପରେ ରାଜପଥର ବିଭିନ୍ନ ସ୍ଥାନରେ ପିଚୁ ଉଠିଯାଇ ଶୋଚନୀୟ ଅବସ୍ଥା ସୃଷ୍ଟି ହୋଇଥିଲା।

ତେବେ ସମ୍ପୃକ୍ତ ବିଭାଗ ଓ ଠିକାସଂସ୍ଥା ପକ୍ଷରୁ ଗୁଣବତ୍ତା ପ୍ରତି ଧ୍ୟାନ ନଦେଇ କେବଳ ଅସ୍ଥାୟୀ ଭାବେ ଖାଲଖମା ଗୁଡ଼ିକୁ ବୁଜି ଦିଆଯାଉଛି। ଫଳରେ ମାତ୍ର କିଛି ଦିନର ଗାଡ଼ି ଚଳାଚଳ ପରେ ପୁନର୍ବାର ସେହି ସ୍ଥାନଗୁଡ଼ିକରୁ ପିଚୁ ଓ ଗୋଡ଼ି ଛାଡ଼ିଯାଉଛି। ରାସ୍ତାରେ ଅସମାନ ଭାବେ ପିଚୁ ଢଳେଇ କାମ ସରିଲା ପରେ ଦ୍ରୁତଗତିରେ ଆସୁଥିବା ବାଇକ୍‌ ଓ ଅନ୍ୟାନ୍ୟ ଯାନବାହନ ନିୟନ୍ତ୍ରଣ ହରାଇ ଦୁର୍ଘଟଣାର ଶିକାର ହେଉଛନ୍ତି। ରାତି ସମୟରେ ଏହି ଅସମାନ ତାଳିପକା ସ୍ଥାନଗୁଡ଼ିକ ଚାଳକଙ୍କୁ ସ୍ପଷ୍ଟ ଦୃଶ୍ୟମାନ ହେଉନଥିବାରୁ ବିପଦ ଆହୁରି ବୃଦ୍ଧି ପାଉଛି ।

ସ୍ଥାୟୀ ନିର୍ମାଣ ପରିବର୍ତ୍ତେ ବାରମ୍ବାର ତାଳିପକା କାମ କରି ସରକାରୀ ଅର୍ଥର ଶ୍ରାଦ୍ଧ କରାଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏଣୁ ମରାମତି କାମ ଆରମ୍ଭ ପୂର୍ବରୁ ଖାଲଖମା ଗୁଡିକୁ ଉପଯୁକ୍ତ ଭାଵେ ସଫା ନ କରିବା ଓ ଜରୁରୀ ତରଳ ରସାୟନ ଦ୍ରବ୍ୟ ମିଶ୍ରିତ ନ ହୋଇ ତାଳିପକା ପିଚୁ କାମ କରା ଯାଉଥିବା ଦେଖିବାକୁ ମିଳିଛି। ଏଣୁ ମରାମତି କାମରେ ଠିକା ସଂସ୍ଥା ଦ୍ବାରା ହେଉଥିବା ଅନିୟମିତତାକୁ ନେଇ ସହରର ସଚେତନ ନାଗରିକ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
Odisha Society Of UK Celebrates 47th Anniversary

Odisha Society Of UK Celebrates 47th Anniversary

September 9, 2026
54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version