ପୁରୀ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ପୁରୀ ର ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଅଭିଷେକ ବେହେରା କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି।ଏହା ପୂର୍ବରୁ ସେ ଢେଙ୍କାନାଳ ରେ କାର୍ଯ୍ୟରତ ଥିଲେ।ସେହିପରି ପୂର୍ବରୁ ପୁରୀ ର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଥିବା ପ୍ରଦୀପ୍ତ କୁମାର ସେନାପତି ଙ୍କ ର ନୟାଗଡ଼ ଜିଲ୍ଲା କୁ ବଦଳି ହୋଇ ଥିବାରୁ ଆଜି ତାଙ୍କୁ ରିଲିଭ କରାଯାଇଛି l














