• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
September 11, 2026
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ସମାଜରେ ବଢ଼ି ଚାଲିଥିବା ଅପରାଧକୁ କମ କରାଯାଇ କିପରି ସମାଜରେ ଶାନ୍ତି ପ୍ରତିଷ୍ଠା କରାଯାଇପାରିବ, ସେ କଥାକୁ ନଜରରେ ରଖି ଆଜି ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାଇ ମିନାଙ୍କ ସଭାପତିତ୍ୱରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକାରୀ କାର୍ଯ୍ୟାଳୟ ରେ ଜିଲ୍ଲାର ସମସ୍ତ ଥାନା ଅଧିକାରୀ ତଥା ସରକାରୀ ଓକିଲମାନଙ୍କର ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅବକାରୀ ବିଭାଗ ଆରକ୍ଷୀ ଅଧିକ୍ଷକ ପ୍ରଦୀପ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିରଞ୍ଚି ବାଗ,

ଆର. ଉଦୟଗିରି ଏସ୍ଡିପିଓ ଆଇପିଏସ ରାକେଶ କୁମାର ସାହୁ, ଗଜପତି ଜିଲ୍ଲା ନ୍ୟାୟାଳୟର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ତଥା ଅଭିଯୋଜନ ବିଭାଗର ସହ-ନିର୍ଦ୍ଦେଶକ ଡ଼ି.ଅନୁପରାଜ ଆଚାରି ପ୍ରମୁଖ ଉପସ୍ଥିତ ଥିଲେ।ପାଖାପାଖି ଦୁଇ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ମୁଖ୍ୟତଃ ମାମଲାର ତଥ୍ୟାବଳୀ କିପରି ପ୍ରସ୍ତୁତ କରାଯିବ ଏବଂ ତଦନ୍ତ ପ୍ରକ୍ରିୟାରେ ଥିବା ତ୍ରୁଟି-ବିଚ୍ୟୁତିକୁ କିପରି ସୁଧରାଯିବ, ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା ।

ଏହା ସହିତ ପୋଲିସ ଜନସାଧାରଣଙ୍କ ନିକଟତର ହୋଇ କିପରି ତ୍ୱରିତ ନ୍ୟାୟ ପ୍ରଦାନ ସୁନିଶ୍ଚିତ କରାଯାଇପାରିବ, ସେ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା ଏତଦବ୍ୟତୀତ ଏହି ବୈଠକରେ ବିଭିନ୍ନ ସଙ୍ଗିନ ମାମଲାରେ ପୋଲିସ ତଥା ଅଭିଯୋଜକମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଯାଇ କିପରି ଦଣ୍ଡ ହାର ବୃଦ୍ଧି କରାଯାଇପାରିବ ସେ ନେଇ ବିଶେଷ ଭାବେ ଆଲୋଚନା କରାଯାଇଥିଲା ।

ସର୍ବଶେଷରେ ବିଭିନ୍ନ ନ୍ୟାୟାଳୟରେ ମାମଲା ପରିଚାଳନା କରି ଅପରାଧୀଙ୍କ ବିରୁଦ୍ଧରେ କଠୋର ଦଣ୍ଡବିଧାନ କରାଇଥିବା ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର, ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ଏମ. ପୃଥ୍ବୀରାଜ ଓ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ସରୋଜ କୁମାର ରଥ ତଥା ବିଭିନ୍ନ ଥାନା ଅଧିକାରୀଙ୍କୁ ଶ୍ରୀ ମୀନା ମାନପତ୍ର ଦେଇ ସମ୍ମାନିତ କରି ଭବିଷ୍ୟତରେ ଏଭଳି ଆହୁରି ଉତ୍ତମ କାର୍ଯ୍ୟ କରି ଜନସାଧାରଣଙ୍କ ଆସ୍ଥାଭାଜନ ହେବା ନିମନ୍ତେ ଆହ୍ୱାନ ଦେଇ ବୈଠକ ଶେଷ କରିଥିଲେ l 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ

ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ

September 11, 2026
ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

September 11, 2026
ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ

ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ

September 11, 2026
ଓଡିଶା ଆଦର୍ଶ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

ଓଡିଶା ଆଦର୍ଶ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ

ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ

September 11, 2026
ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version