ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଅପରାହ୍ନ ଘ. ୨. ୩୦ ମି. ସମୟରେ ଜିଲ୍ଲା ପର୍ଯ୍ୟଟନ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଦ୍ୱିତୀୟ ତୀର୍ଥ ଯାତ୍ରୀ ଯୋଜନାର ଶୁଭାରମ୍ଭ କରାଯାଇଛି l ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ଶ୍ରୀମତୀ ସତ୍ୟଭାମା ବେହେରାଙ୍କ ପୌରହିତ୍ୟରେ ମାନ୍ୟବର ସାଂସଦ ପୁରୀ, ଡା. ସମ୍ବିତ୍ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତୀର୍ଥଯାତ୍ରୀ ବସକୁ ପତାକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଥିଲେ l















