• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସହରରେ ଘର ଭାଙ୍ଗି ଚୋରି ମାମଲାର ଅଭିଯୁକ୍ତ ଗିରଫ, ୨ଟି ମୋବାଇଲ ଓ ଚୋରି ମୋଟରସାଇକେଲ ଉଦ୍ଧାର

Proprietor Abhimanyu Maharana by Proprietor Abhimanyu Maharana
September 13, 2026
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସହରରେ ଘର ଭାଙ୍ଗି ଚୋରି ମାମଲାର ଅଭିଯୁକ୍ତ ଗିରଫ, ୨ଟି ମୋବାଇଲ ଓ ଚୋରି ମୋଟରସାଇକେଲ ଉଦ୍ଧାର
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଗଜପତି ଜିଲ୍ଲାର ସଦର ମହକୁମା ସ୍ଥିତ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଏକ ଘର ଭାଙ୍ଗି ଚୋରି ମାମଲାର ସଫଳ ଉଦଘାଟନ କରି ଚିନ୍ତାଲା କଲ୍ୟାଣ (୨୫), ପିତା- ଚିନ୍ତାଲା ହେମନ୍ତ କୁମାର, ସଞ୍ଜୟ ଗାନ୍ଧୀ କଲୋନୀ, ପାରଳାଖେମୁଣ୍ଡିଙ୍କୁ ଗିରଫ କରିଛି । ଏ ସମ୍ପର୍କରେ ପାରଳାଖେମୁଣ୍ଡି ମଡେଲ ଥାନା କେସ୍ ନଂ. ୩୭୩, ତା.୧୦.୦୯.୨୦୨୬, ଦଫା ୩୩୧(୪)/୩୦୫ (ଏ) BNSରେ ମାମଲା ରୁଜୁ ହୋଇଛି ।

ଅଭିଯୋଗକାରୀ ଭି. ଦାମରନାଥ, ଭି. ଧର୍ମାନନ୍ଦ (୧୯), କବିଟି ସାହି, ପାରଳାଖେମୁଣ୍ଡିଙ୍କ ଲିଖିତ ଅଭିଯୋଗ ଅନୁସାରେ, ୦୭/୦୮.୦୯.୨୦୨୬ ରାତି ପ୍ରାୟ ୨ଟା ସମୟରେ ସେ ଘରେ ଶୋଇଥିବାବେଳେ ଜଣେ ଅଜଣା ବ୍ୟକ୍ତି ପଛପଟ ଦ୍ୱାରର ହୁକ୍ ଭାଙ୍ଗି ଘର ଭିତରକୁ ପଶିଥିଲେ। ଅଭିଯୋଗକାରୀ ଉଠି ତାଙ୍କୁ ଧରିବାକୁ ଚେଷ୍ଟା କରିବାରୁ ସେ ତାଙ୍କୁ ଠେଲି ଦେଇ ଶୋଇବା ସ୍ଥାନ ନିକଟରେ ଥିବା ମୋବାଇଲ ଫୋନ୍ ନେଇ ପଳାଇ ଯାଇଥିଲେ ।

ତଦନ୍ତରେ ଜଣାପଡ଼ିଛି ଯେ, ସେହି ରାତିରେ ଅଭିଯୁକ୍ତ ଖଞ୍ଜା ସାହିର ସୁକାନ୍ତ ବରାଡ଼ଙ୍କ ଘରର ଗ୍ରିଲ୍ ଗେଟ୍‌ରେ ଲାଗିଥିବା ଲୁହା ଜାଲି କାଟି ଘର ଭିତରକୁ ପଶି ଆଉ ଗୋଟିଏ ମୋବାଇଲ ଫୋନ୍ ଚୋରି କରିଥିଲେ। ଅଭିଯୁକ୍ତଙ୍କଠାରୁ ଚୋରି ହୋଇଥିବା ଉଭୟ ମୋବାଇଲ ଫୋନ୍ ଉଦ୍ଧାର କରି ଜବତ କରାଯାଇଛି । ତଦନ୍ତ ସମୟରେ ଅଭିଯୁକ୍ତ ୩୧.୦୮.୨୦୨୬ ରାତିରେ ବଡ଼ ବ୍ରାହ୍ମଣ ସାହି, ପାରଳାଖେମୁଣ୍ଡିର ହୋମଗାର୍ଡ ସୁଜିତ କୁମାର ମହାପାତ୍ରଙ୍କ ଏକ ସବୁଜ ରଙ୍ଗର Hero HF Deluxe ମୋଟରସାଇକେଲ ଚୋରି କରିଥିବା ମଧ୍ୟ ଜଣାପଡ଼ିଛି।

ଉକ୍ତ ଚୋରି ମୋଟରସାଇକେଲକୁ ମଧ୍ୟ ପୋଲିସ ଉଦ୍ଧାର କରି ଜବତ କରିଛି।ଅଭିଯୁକ୍ତ ପୂର୍ବରୁ ମଧ୍ୟ ଏହିପରି ଚୋରି ଘଟଣାରେ ପାରଳାଖେମୁଣ୍ଡି ଥାନା କେସ୍ ନଂ. ୧୯୪, ତା.୦୭.୦୮.୨୦୨୫, ଦଫା ୩୦୯(୬) BNS, G.R. Case No. 402/2025 ଏବଂ କେସ୍ ନଂ. ୧୨୮, ତା.୦୧.୦୫.୨୦୨୬, ଦଫା ୩୦୩(୨) BNS, G.R. Case No. 263/2026ରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିଲେ ।

ଏହି ମାମଲାର ସଫଳ ଉଦ୍ଘାଟନ ଓ ଚୋରି ସାମଗ୍ରୀ ଉଦ୍ଧାରରେ ପାରଳାଖେମୁଣ୍ଡି ପୋଲିସର ସ୍ୱତନ୍ତ୍ର ଟିମ୍‌ର S.I. ପ୍ରଫୁଲ୍ଲ ଜଗରଙ୍ଗା, ASI ଶକ୍ତି ପାଢ଼ୀ ଓ Havildar ପୂର୍ଣ୍ଣଚନ୍ଦ୍ର ମିଶାଲ ପ୍ରମୁଖ ଭୂମିକା ନେଇଥିଲେ। S.I ରାମକୃଷ୍ଣ ଦାସ ମାମଲାର ତଦନ୍ତ କରୁଛନ୍ତି । ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଳନ କରାଯାଉଅଛି । ଅଧିକ ତଦନ୍ତ ଜାରି ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

September 13, 2026
ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

September 13, 2026
ପାରଳାଖେମୁଣ୍ଡି ରାଜ୍ୟ ଗାଁସାଥୀ (ମେଟ) ମଜଦୂର ସଂଘ ଗଜପତି ଜିଲ୍ଲା ଶାଖାର ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ

ପାରଳାଖେମୁଣ୍ଡି ରାଜ୍ୟ ଗାଁସାଥୀ (ମେଟ) ମଜଦୂର ସଂଘ ଗଜପତି ଜିଲ୍ଲା ଶାଖାର ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ

September 13, 2026
ପାରଳାଖେମୁଣ୍ଡି ସହରରେ ଘର ଭାଙ୍ଗି ଚୋରି ମାମଲାର ଅଭିଯୁକ୍ତ ଗିରଫ, ୨ଟି ମୋବାଇଲ ଓ ଚୋରି ମୋଟରସାଇକେଲ ଉଦ୍ଧାର

ପାରଳାଖେମୁଣ୍ଡି ସହରରେ ଘର ଭାଙ୍ଗି ଚୋରି ମାମଲାର ଅଭିଯୁକ୍ତ ଗିରଫ, ୨ଟି ମୋବାଇଲ ଓ ଚୋରି ମୋଟରସାଇକେଲ ଉଦ୍ଧାର

September 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

September 13, 2026
ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

September 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version