• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ରେ ବିଜେପିର ମିଶ୍ରଣ ପର୍ବ : ପଦ୍ମ ଧରିଲେ ବିରୁଡ଼ା ପଞ୍ଚାୟତର ବିଜେଡି କର୍ମୀ

Proprietor Abhimanyu Maharana by Proprietor Abhimanyu Maharana
September 18, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ ବିଜେପିର ମିଶ୍ରଣ ପର୍ବ : ପଦ୍ମ ଧରିଲେ ବିରୁଡ଼ା ପଞ୍ଚାୟତର ବିଜେଡି କର୍ମୀ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ନୟାଗଡ଼ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି l ବିଜେଡ଼ିର ଗଡ଼ କୁହାଯାଉଥିବା ବିରୁଡ଼ା ପଞ୍ଚାୟତରେ ଏବେ ପଦ୍ମ ଫୁଟିଛି l ନୟାଗଡ଼ ପୁରୁଣା ରାଜବାଟୀସ୍ଥିତ ବିଜେପି କାର୍ଯ୍ୟାଳୟଠାରେ ଆୟୋଜିତ ଏକ ବିଶାଳ ମିଶ୍ରଣ ପର୍ବରେ ବିରୁଡ଼ା ପଞ୍ଚାୟତର ବିଜେଡ଼ି ନେତା ଓ କର୍ମୀ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି l ​ବିଜେଡ଼ିର ମହିଳା ନେତୃତ୍ୱ ଏବେ ବିଜେପି ଶିବିରରେ l

​ବିରୁଡ଼ା ପଞ୍ଚାୟତ ୱାର୍ଡ ମେମ୍ବରଙ୍କ ଠାରୁ ଆରମ୍ଭ କରି ସରପଞ୍ଚଙ୍କ ପର୍ଯ୍ୟନ୍ତ ବିଜେଡ଼ି ମହିଳାଙ୍କ ନେତୃତ୍ୱ ପାଇଁ ସାରା ଓଡ଼ିଶାରେ ଚର୍ଚ୍ଚିତ ଥିଲା l ମାତ୍ର ସେମାନେ ଏବେ ବିଜେପି ଶିବିରରେ l ନୟାଗଡ଼ର ବିଜେପି ନେତ୍ରୀ ତଥା ରାଣୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କ ନୂତନ ନୟାଗଡ଼ ଗଠନର ସଂକଳ୍ପ ଏବଂ ଦୃଢ଼ ନେତୃତ୍ୱକୁ ପାଥେୟ କରି ବିରୁଡ଼ା ଗ୍ରାମ ପଞ୍ଚାୟତର  ବିଜେଡି କର୍ମୀ ଓ କାର୍ଯ୍ୟକର୍ତ୍ତା ବିଜେଡ଼ି ଦଳ ପରିତ୍ୟାଗ କରି ବିଜେପିରେ ଯୋଗଦାନ କରିଛନ୍ତି l

ବିରୁଡ଼ା ଗ୍ରାମ ପଞ୍ଚାୟତର ମହିଳା ସରପଞ୍ଚ ବିଷ୍ନୁପ୍ରିୟା ସ୍ୱାଇଁ, ସମିତି ସଭ୍ୟା ଶୁଭଲକ୍ଷ୍ମୀ ସାହୁଙ୍କ ସମେତ ପଞ୍ଚାୟତର ସମସ୍ତ ମହିଳା ୱାର୍ଡ ମେମ୍ବର ସାମିଲ ହୋଇଥିଲେ l ବିରୁଡ଼ା ଗ୍ରାମ ପଞ୍ଚାୟତର ପଞ୍ଚାୟତର ଯୁବ ନେତା ମିତ୍ରବନ୍ଧୁ ପଲେଇ,ରଞ୍ଜନ କୁମାର ଲେଙ୍କା ଆଦିଙ୍କ ପ୍ରଚେଷ୍ଟାରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି l ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କ ଉପସ୍ଥିତିରେ ନୂତନ କାର୍ଯ୍ୟକର୍ତ୍ତାମାନେ ବିଜେପିର ଦଳୀୟ ଉତ୍ତରୀୟ ପରିଧାନ କରି ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଥିଲେ l

ଏହି ଅବସରରେ ବିଜେପି ନେତ୍ରୀ ପ୍ରତ୍ୟୁଷା ସମସ୍ତଙ୍କୁ ସ୍ୱାଗତ କରିବା ସହ ସମସ୍ତେ ସାଥି ହୋଇ ବିରୁଡ଼ା ଗ୍ରାମ ପଞ୍ଚାୟତ ଏବଂ ନୟାଗଡ଼ ନିର୍ବାଚନ ମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତି ପାଇଁ ଆହ୍ୱାନ ଦେଇଥିଲେ l ଉକ୍ତ ମିଶ୍ରଣ ପର୍ବରେ ନୟାଗଡ଼ ବ୍ଲକ ସଭାପତି କିଶୋର ଚନ୍ଦ୍ର ସାହୁ,ନଗର ମଣ୍ଡଳ ପ୍ରଭାରୀ ତଥା ପୂର୍ବତନ ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ଶ ନସିର ଅହମଦ,ନୟାଗଡ଼ ନଗର ମଣ୍ଡଳ ପ୍ରତିନିଧି ଶ୍ରୀ ରଂଜନ ରଶ୍ମି ଜେନା,

ଇଟାମାଟି ମଣ୍ଡଳ ସଭାପତି ଶ୍ରୀ ବିଷ୍ଣୁ ପ୍ରସାଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ଉପସ୍ଥିତ ବିଜେପି ନେତୃବୃନ୍ଦ ନବାଗତ କାର୍ଯ୍ୟକର୍ତ୍ତାମାନଙ୍କୁ ଦଳୀୟ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଇଥିଲେ । ଏହି ବିଶାଳ ମିଶ୍ରଣ ପର୍ବ ନୟାଗଡ଼ରେ ବିଜେପି ପ୍ରତି ଜନସାଧାରଣଙ୍କ ବଢ଼ୁଥିବା ଆସ୍ଥା, ଯୁବପିଢ଼ିଙ୍କ ଆକର୍ଷଣ ଏବଂ ଦଳର ସାଂଗଠନିକ ଶକ୍ତିକୁ ଆହୁରି ସୁଦୃଢ଼ କରିଥିବା ବିଜେପି ନେତୃବୃନ୍ଦ ପ୍ରକାଶ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ

ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ

September 18, 2026
ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

September 18, 2026
ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

September 18, 2026
ନୟାଗଡ଼ରେ ବିଜେପିର ମିଶ୍ରଣ ପର୍ବ : ପଦ୍ମ ଧରିଲେ ବିରୁଡ଼ା ପଞ୍ଚାୟତର ବିଜେଡି କର୍ମୀ

ନୟାଗଡ଼ରେ ବିଜେପିର ମିଶ୍ରଣ ପର୍ବ : ପଦ୍ମ ଧରିଲେ ବିରୁଡ଼ା ପଞ୍ଚାୟତର ବିଜେଡି କର୍ମୀ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ

ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ

September 18, 2026
ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version