• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର : ବଡ଼ସାହିରେ ଚାଞ୍ଚଲ୍ୟ, ଘଟଣାର ତଦନ୍ତ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
September 18, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର : ବଡ଼ସାହିରେ ଚାଞ୍ଚଲ୍ୟ, ଘଟଣାର ତଦନ୍ତ ଆରମ୍ଭ
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ବଡ଼ସାହି ଅଞ୍ଚଳରେ ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ଜଣେ ନବଜାତ ଶିଶୁର ମୃତଦେହ ଉଦ୍ଧାର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଥିବା ବେଳେ ଶିଶୁଟିର ମୃତଦେହ ଏଠାକୁ କିପରି ଆସିଲା, ତାହାକୁ ନେଇ ରହସ୍ୟ ଘନୀଭୂତ ହୋଇଛି। ସୂଚନା ଅନୁଯାୟୀ, ବଡ଼ସାହିର ରାମଚନ୍ଦ୍ର ଚାନ୍ଦ ଏକ ନୂତନ ଘର ନିର୍ମାଣ କରୁଛନ୍ତି। ଗତ କିଛି ଦିନ ଧରି ଲଗାଣ ବର୍ଷା ଯୋଗୁଁ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା ।

ରବିବାର ସକାଳେ ପାଗ ଶୁଖିଲା ହେବାରୁ ଘର ମାଲିକ ଶ୍ରମିକମାନଙ୍କୁ ନେଇ ନିର୍ମାଣସ୍ଥଳରେ ପହଞ୍ଚିଥିଲେ। ସେଠାରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ବର୍ଷାଜଳ ଭର୍ତ୍ତି ହୋଇଥିବା ବେଳେ ପାଣି ମଧ୍ୟରେ ଏକ ନବଜାତ ଶିଶୁର ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ଏହାପରେ ଘଟଣା ସମ୍ପର୍କରେ ତୁମୁଡ଼ିବନ୍ଧ ଥାନାକୁ ସୂଚନା ଦିଆଯାଇଥିଲା । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ନବଜାତ ଶିଶୁର ମୃତଦେହ ନିର୍ମାଣାଧୀନ ଟାଙ୍କି ମଧ୍ୟକୁ କିପରି ଆସିଲା,

ଏହା ପଛରେ କାହାର ହାତ ରହିଛି କି ନାହିଁ ଏବଂ ଘଟଣାଟି କେବେ ଘଟିଛି ସେନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ତଥ୍ୟ ମିଳିନାହିଁ। ପୁଲିସର ତଦନ୍ତ ପରେ ଘଟଣାର ପ୍ରକୃତ ରହସ୍ୟ ଉନ୍ମୋଚନ ହେବ ବୋଲି ଆଶା କରାଯାଉଛି। ଏଭଳି ସମ୍ବେଦନଶୀଳ ଘଟଣା ତୁମୁଡ଼ିବନ୍ଧ ଅଞ୍ଚଳରେ ପ୍ରଥମ ଥର ପାଇଁ ଘଟିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ଚିନ୍ତା ପ୍ରକାଶ ପାଇଛି। ଘଟଣାର ସଠିକ୍ ତଦନ୍ତ କରି ପ୍ରକୃତ ତଥ୍ୟ ସାମ୍ନାକୁ ଆଣିବା ସହ ଦୋଷୀଙ୍କ ବିରୋଧରେ ଆଇନାନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର : ବଡ଼ସାହିରେ ଚାଞ୍ଚଲ୍ୟ, ଘଟଣାର ତଦନ୍ତ ଆରମ୍ଭ

ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର : ବଡ଼ସାହିରେ ଚାଞ୍ଚଲ୍ୟ, ଘଟଣାର ତଦନ୍ତ ଆରମ୍ଭ

September 18, 2026
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ

September 18, 2026
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ

London hosts”Yoga : An Appeal For Peace “Programme”

September 18, 2026
ଦିଲ୍ଲୀର ବିକାଶପୁରୀଠାରେ ଗଣେଶ ମହୋତ୍ସବ ଆୟୋଜନ

ଦିଲ୍ଲୀର ବିକାଶପୁରୀଠାରେ ଗଣେଶ ମହୋତ୍ସବ ଆୟୋଜନ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର : ବଡ଼ସାହିରେ ଚାଞ୍ଚଲ୍ୟ, ଘଟଣାର ତଦନ୍ତ ଆରମ୍ଭ

ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର : ବଡ଼ସାହିରେ ଚାଞ୍ଚଲ୍ୟ, ଘଟଣାର ତଦନ୍ତ ଆରମ୍ଭ

September 18, 2026
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version