• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବ୍ରହ୍ମପୁରରେ ଯୁବ କଂଗ୍ରେସର ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ – ବ୍ରହ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
October 3, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବ୍ରହ୍ମପୁରରେ ଯୁବ କଂଗ୍ରେସର ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ – ବ୍ରହ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୩ ଅକ୍ଟୋବର ଶନିବାର ) ବ୍ରହ୍ମପୁର :- ଉତ୍ତରପ୍ରଦେଶରେ ଅସୁରକ୍ଷିତ ଥିବା ନାରୀ ସମାଜକୁ ସୁରକ୍ଷା ପ୍ରଦାନରେ ଅସଫଳ କାରଣରୁ ପ୍ରତ୍ୟହ ପ୍ରଦେଶରେ ନାରିଯାତିଙ୍କ ପ୍ରତି ନିର୍ଯାତନା ବଢ଼ି ଚାଲିଛି । ସରକାର ଯୌନ ପିପାଶୁଙ୍କ ପ୍ରତି ଢିଲା ଦଣ୍ଡବିଧାନ ଯୋଗୁଁ ନାରୀ ଗଣଧର୍ଷଣ ବଢ଼ିବାରେ ଲାଗିଥିଲା ବେଳେ ଗୈରିକ ସରକାର ନିଜ ଆତ୍ମପ୍ରଚାରରେ ବ୍ୟସ୍ଥ ରହୁଥିବା ଦେଖିବାକୁ ମିଳିଅଛି । ଏହି ସମୟରେ ପ୍ରଦେଶରେ ମନିଷା ବାଲ୍ମୀକି ନାମ୍ନୀ ଜନୈକା ଯୁବତୀଙ୍କ ପ୍ରତି ଅମାନବୀୟ ଗଣଧର୍ଷଣ ଘଟଣାରେ ସରକାରଙ୍କ ଉଦାସୀନତାକୁ ନେଇ କଂଗ୍ରେସ ଦଳ ପକ୍ଷରୁ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ନେତୃତ୍ଵରେ ଯୁବ କଂଗ୍ରେସ ପାଖରୁ ଉତ୍ତରପ୍ରଦେଶରେ କରାଯାଇଥିବା ପ୍ରତିବାଦ ସଭାରେ ସରକାରଙ୍କ ନିର୍ଦ୍ଦେଶରେ ରାଜ୍ୟ ପୋଲିସ୍ ସଭା ଭଣ୍ଡୁର ଉଦ୍ୟମ କରି କର୍ମୀଙ୍କ ସହ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧିଙ୍କୁ ମରଣାନ୍ତକ ଆକ୍ରମଣ କରିଅଛି ।

କିଛି କର୍ମୀଙ୍କୁ ଲାହୁ ଲୁହାଣ କରିଥିବା ବେଳେ ଉଭୟ ରାହୁଲ ଏବଂ ପ୍ରିୟଙ୍କା ଗାନ୍ଧିଙ୍କୁ ଅଗଣତାନ୍ତ୍ରିକ ଭାବେ ଗିରଫ କରିଛି । ଉତ୍ତରପ୍ରଦେଶ ସରକାରଙ୍କ ଏତାଦୃଶ ଅମାନବୀୟ ,ଅଗଣତାନ୍ତ୍ରିକ ତଥା ଅସାମ୍ବିଧାନିକ କାର୍ଯ୍ୟଧାରାକୁ ରାଷ୍ଟ୍ରୀୟ ଯୁବ କଂଗ୍ରେସ ପକ୍ଷରୁ ତୀବ୍ର ବିରୋଧ କରାଯିବା ସହିତ ପ୍ରାଦେଶିକ ସ୍ତରରେ ଏହାର ଦୃଢ଼ ନିନ୍ଦା କରାଯିବା ସହିତ ପ୍ରତିବାଦ କରାଯାଇଛି । ଏହି କ୍ରମରେ ଗଞ୍ଜାମ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଏକ ପ୍ରତିବାଦ ସଭା ଅାୟୋଜନ କରାଯାଇ ୟୁ ପି ସରକାରଙ୍କ ଆଭିମୁଖ୍ୟକୁ ଦୃଢ ବିରୋଧ କରାଯିବା ସହିତ ପ୍ରତିବାଦ କରାଯାଇଅଛି । ବ୍ରହ୍ମପୁର ଗାନ୍ଧୀନଗର ସ୍ଥିତ କଂଗ୍ରେସର ଦଳୀୟ କାର୍ଯ୍ୟଳୟ ସମ୍ମୁଖରେ ଯୁବ କଂଗ୍ରେସର ସଭ୍ୟ ଓ କର୍ମକର୍ତ୍ତା ମିଳିତ ସମବେତରେ ଉଭୟ କେନ୍ଦ୍ର ସରକାର ଓ ୟୁ ପି ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ । ବିଜେପି ନେତୃତ୍ଵାଧୀନ ସରକାରଙ୍କ ଅପାରଗତା ଲୁଚାଇବା ନେଇ କଂଗ୍ରେସ ବିରୋଧୀ ଢାଲ ପ୍ରୟୋଗକୁ ଦୃଢ଼ ନିନ୍ଦା କରିଥିଲେ ।

ରାହୁଲ ଓ ପ୍ରିୟଙ୍କା ଗାନ୍ଧୀଙ୍କ ପ୍ରତି ସରକାରଙ୍କ ଅଶୋଭନୀୟ ଆଚରଣକୁ ପ୍ରତିବାଦ କରିବା ସହିତ ରାଜ୍ୟ ସରକାରଙ୍କୁ ଧିକ୍କାର କରିଥିଲେ ଉଭୟ ମୋଦି ଏବଂ ଯୋଗୀଙ୍କ କୁଶପୁତ୍ତଳିକା ଧରି ଅଗ୍ନି ସଂଯୋଗ କରିଥିଲେ । ଅନୁଷ୍ଟିତ କାର୍ଯ୍ୟକ୍ରମରେ ଯୁବ କଂଗ୍ରେସ ପକ୍ଷରୁ ପ୍ରମିତ ରଞ୍ଜନ ମହାପାତ୍ର , ପିଣ୍ଟୁ ଜେନା , ଚିନ୍ମୟ କୁମାର ହୋତା , ସୁପ୍ରଭା କୁମାରୀ ଦାଶ , ସୁଶ୍ରିଶ୍ମିତା ଶତପଥୀ , ଭବାନୀ ସାହୁ , ଅଭିଷେକ ମହାନ୍ତି , ୟୁ ଶ୍ରୀନାଥ ପାତ୍ର , ମନୋଜ ଦାସ , ରବି ଦାଶ , ସିଦ୍ଧାନ୍ତ ସାହୁ , ସାଇ ପ୍ରସାଦ ପାଢ଼ୀ , ଟିକିନା ସାହୁ , ସିଲୁ ସାହୁ , ପି ରଜରାଓ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । (ରିପୋର୍ଟ- ଶେଷଦେବ ସାହୁ/ ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

September 29, 2026
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version