ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ବ୍ରହ୍ମପୁରର ଯୁବ ଚିତ୍ରଶିଳ୍ପୀ ଏନ୍ କରୁଣାକର ଆଜି ଓଡ଼ିଶା ସରକାରଙ୍କ ମାନ୍ୟବର ବାଣିଜ୍ୟ,ପରିବହନ,ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗୋଳନ୍ଥରା ସ୍ଥିତ ବନ୍ଦେ ମାତରଂ















