• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ଭାବ୍ୟ ଗଭୀର ଅବପାତ ଓ ବର୍ଷାର ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 21, 2026
in ଓଡ଼ିଶା, ଗଜପତି, ହୋମ୍
0
ସମ୍ଭାବ୍ୟ ଗଭୀର ଅବପାତ ଓ ବର୍ଷାର ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀନ୍ଦ୍ର ହୋନନାଗାଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଅଛି।ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ସେପ୍ଟେମ୍ବର ୨୩ ଓ ୨୪ ତାରିଖରେ ରେଡ୍ ଜୋନ୍ ଥିବା ହେତୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ତୀବ୍ର ବେଗରେ ପବନ ହେବାର ସମ୍ଭାବନା ରହିଛି।

ସେଥି ନେଇ ଜିଲ୍ଲା, ବ୍ଲକ୍ ଓ ତହସିଲ ସ୍ତରରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରଖିବା ସହିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟାଳୟରେ ଉପସ୍ଥିତ ରହିବା ସହ ମୁଖ୍ୟାଳୟ ନଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଗ୍ନିଶମ ବାହିନୀକୁ ମଧ୍ୟ ଆବଶ୍ୟକ ସ୍ଥଳେ ତୁରନ୍ତ ମୁତୟନ ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ବହୁମୁଖୀ ବାତ୍ୟାଆଶ୍ରୟସ୍ଥଳୀଗୁଡ଼ିକର ଯାଞ୍ଚ କରି ଆବଶ୍ୟକ ମରାମତି, ବିଦ୍ୟୁତ୍ ଓ ଜେନେରେଟର ବ୍ୟବସ୍ଥା, ପାନୀୟ ଜଳ ଏବଂ ଅନ୍ୟାନ୍ୟ ଆବଶ୍ୟକ ସୁବିଧା ସୁନିଶ୍ଚିତ କରିବାକୁ ସାତଟି ବ୍ଲକ୍‌ର ବିଡିଓ ଓ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଭୂସ୍ଖଳନପ୍ରବଣ ଅଞ୍ଚଳ, ପାହାଡ଼ ତଳେ ରହୁଥିବା ଲୋକ, ତଳିଆ ଅଞ୍ଚଳ ଓ ଦୁର୍ବଳ କିମ୍ବା କଚ୍ଚା ଘରେ ରହୁଥିବା ପରିବାରଙ୍କୁ ଆବଶ୍ୟକ ସ୍ଥଳେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି । ଆଶ୍ରୟସ୍ଥଳୀରେ ରନ୍ଧା ଖାଦ୍ୟ, ପାନୀୟ ଜଳ ଓ ଆବଶ୍ୟକ ସାମଗ୍ରୀ ଯୋଗାଣ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗର୍ଭବତୀ ମହିଳାଙ୍କୁ ଆବଶ୍ୟକତା ଅନୁଯାୟୀ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ର କିମ୍ବା ମା’ ଗୃହକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ରହିଛି। ସେହିପରି ଚୁଡ଼ା,ଗୁଡ଼,ଚିନି, ମହମବତୀ, କିରୋସିନ, ଔଷଧ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ ରଖିବାକୁ କୁହାଯାଇଛି ।

ପ୍ରବଳ ବର୍ଷା ସମୟରେ ଜନସାଧାରଣ ଅନାବଶ୍ୟକ ଭାବେ ବାହାରକୁ ନ ବାହାରିବା ଏବଂ ନଦୀ, ନାଳ ଓ ଅନ୍ୟାନ୍ୟ ଜଳାଶୟ ନିକଟକୁ ନ ଯିବା ପାଇଁ ପ୍ରଶାସନ ପକ୍ଷରୁ ସଚେତନ କରାଯାଇଛି। ବ୍ଲକ୍, ଗ୍ରାମପଞ୍ଚାୟତ ଓ ଗ୍ରାମସ୍ତରରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ଶ୍ରୀମତୀ ଭଗତ ସାମଲ କଲ୍ୟାଣରାଓ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ବିନାୟକ ରାଉଳଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ସମସ୍ତ ବିଡିଓ, ତହସିଲଦାର ଓ ଲାଇନ୍ ବିଭାଗୀୟ ଅଧିକାରୀ ଆଭାସୀ ବୈଠକରେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

September 22, 2026
ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

September 22, 2026
ସି ୟୁ ଟି ଏମ୍ ସ୍କୁଲ୍ ଅଫ୍ ନର୍ସିଂ ପକ୍ଷରୁ ଗୁରାଣ୍ଡିରେ ବିଶ୍ୱ ଆଲ୍ଜାଇମର୍ସ ଦିବସ ପାଳିତ

ସି ୟୁ ଟି ଏମ୍ ସ୍କୁଲ୍ ଅଫ୍ ନର୍ସିଂ ପକ୍ଷରୁ ଗୁରାଣ୍ଡିରେ ବିଶ୍ୱ ଆଲ୍ଜାଇମର୍ସ ଦିବସ ପାଳିତ

September 22, 2026
ଗଜପତିର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମର ସର୍ମିଷ୍ଠା ରାଉତ ପଶ୍ଚିମବଙ୍ଗର AIIMS ରୁ MBBS ରେ ସ୍ୱର୍ଣ୍ଣପଦକ ହାସଲ କଲେ

ଗଜପତିର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମର ସର୍ମିଷ୍ଠା ରାଉତ ପଶ୍ଚିମବଙ୍ଗର AIIMS ରୁ MBBS ରେ ସ୍ୱର୍ଣ୍ଣପଦକ ହାସଲ କଲେ

September 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

September 22, 2026
ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

ମାର୍ଗଦର୍ଶିକା ଉଲଂଘନ – ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version