• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

Proprietor Abhimanyu Maharana by Proprietor Abhimanyu Maharana
September 23, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ପ୍ରଥମ ଦିନରୁ ହୋହଲ୍ଲା । ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା । ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ପ୍ରତିବାଦରୁ ପ୍ରଥମାର୍ଦ୍ଧ ଓ ଅପରାହ୍ନ ଅଧିବେଶନ ମାଡ ଖାଇ ଯାଇଛି । ପାଟିତୁଣ୍ଡ ମଧ୍ୟରେ ଗୃହରେ ୬ଟି ବିଲ୍ ଆଗତ ହୋଇଛି । ବିଧାନସଭା ଆରମ୍ଭରୁ ବହି ତ୍ରୁଟି ପ୍ରସଙ୍ଗକୁ ମୁଦ୍ଦା କରି ସରକାରଙ୍କୁ ଘେରିଛି ବିଜେଡି । ବିଧାନସଭା ଆରମ୍ଭ ହେବା ମାତ୍ରେ ଏ ପ୍ରସଙ୍ଗରେ ଗୃହ ଭିତରେ ନାରାବାଜି ସହ ପ୍ରତିବାଦ କରିଥିଲେ ଦଳର ସଦସ୍ୟ ।

ଏହାପରେ ବିଧାନସଭାରୁ ପ୍ରତିବାଦ ରାଲି କରି ବିଜେଡି ଯୁବ ଛାତ୍ର ପ୍ରତିବାଦ କରୁଥିବା ସ୍ଥାନକୁ ପଦ ଯାତ୍ରା କରିଥିଲେ ସବୁ ବିଧାୟକ । କଂଗ୍ରେସ ସଭ୍ୟମାନେ ମଧ୍ୟ ଏମଏମଡିଆର ସଂଶୋଧନ ଆଇନକୁ ତୀବ୍ର ବିରୋଧ କରି ବାଚସ୍ପତିଙ୍କ ଆସନ ନିକଟରେ ପ୍ରତିବାଦ ଜଣାଇଥିଲେ । ବିଜେଡି ଓ କଂଗ୍ରେସ ସଭ୍ୟଙ୍କ ହଙ୍ଗାମାରେ ଗୃହ କମ୍ପିଥିଲା । ବାଚସ୍ପତି ଗୃହକୁ ୧୧. ୩୮ ରୁ ୧ ଘଣ୍ଟା ୧୦ ମି ଯାଏ ମୁଲତବୀ ରଖିଥିଲେ । ଅପରାହ୍ନ ଅଧିବେଶନରେ ମଧ୍ୟ ବିରୋଧୀ ପ୍ରତିବାଦ ଜଣାଇଥିଲେ । ହଙ୍ଗାମା ପାଟିତୁଣ୍ଡ ମଧ୍ୟରେ ୬ଟି ବିଲ୍ ଆଗତ ହୋଇଥିଲା ।

ଓଡ଼ିଶା ରାଜ୍ୟ ବୃତ୍ତି, ବ୍ୟାପାର, ଏବଂ ନିୟୋଜନ କର ବିଲ୍‌, . ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ୍‌, ସହ ଭାରତୀୟ ଷ୍ଟାମ୍ପ ଓଡ଼ିଶା ସଂଶୋଧନ ବିଲ୍ ଉପସ୍ଥାପନ ହୋଇଛି । ଏହାଛଡା ଓଡ଼ିଶା ରିପିଲିଂ ବିଲ୍ (ରଦ୍ଦକରଣ ବିଲ୍‌), ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ ସଂଶୋଧନ ବିଲ୍‌, ଓଡ଼ିଶା ସାମୁଦ୍ରିକ ମାଛଧରା ନିଷେଧ ଓ ନିୟନ୍ତ୍ରଣ ବିଲ୍ ଗୃହରେ ଉପସ୍ଥାପିତ ହୋଇଛି । ଗୃହ ମୁଲତବୀ ନେଇ ବିଜେପି ପ୍ରତିକ୍ରିୟା ରଖିଛି ଯେ, ସରକାର ସମସ୍ତ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି ।

କିନ୍ତୁ ବିରୋଧୀ ତାହା ନବୁଝି ଆନ୍‌ଦୋଳନ କରୁଛନ୍ତି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମଙ୍ଗଳବାର ଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ରାଷ୍ଟ୍ରୀୟ ସଂଗୀତ ବେନ୍ଦେ ମାତରମ୍ ଓ ଜାତୀୟ ସଙ୍ଗୀତ ଗାନରୁ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ଗୃହର ନେତା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ୨ ଜଣ ପୂର୍ବତନ ମନ୍ତ୍ରୀ ଦିବଂଗତ ଡମ୍ବରୁ ମାଝୀ, ସୁଶାନ୍ତ ସିଂ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ସତ୍ୟ ଭୂଷଣ ସାହୁ, ପୂର୍ବତନ ସଦସ୍ୟ ରାମମୂର୍ତ୍ତି ଗମାଙ୍ଗ, ହାଜି ମହମ୍ମଦ ଆୟୁବ ଖାଁ,

ଶିବାଜୀ ମାଝୀ ଙ୍କ ସମେତ ନିକଟରେ ନେପାଳରେ ଘଟିଥିବା ଜଳ ପ୍ରଳୟରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ମୁଖ୍ୟମନ୍ତ୍ରୀ ସେହି ଦିବଂଗତଙ୍କ ସମ୍ପର୍କରେ ଅବତାରଣା କରି ଦୁଃଖ ପ୍ରକାଶ କରିଥିଲେ । ଶୋକ ପ୍ରସ୍ତାବକୁ ସମର୍ଥନ କରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ରାମ ଚନ୍ଦ୍ର କାଡାମ, ସିପିଆଇ ନେତା ଓ ବାଚସ୍ପତି ସୁରମା ପାଢ଼ୀ ଶୋକ ବ୍ୟକ୍ତ କରିବା ସହ ସମବେଦନା ଅର୍ପଣ କରିଥିଲେ । ଏହା ପରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

September 24, 2026
Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

September 24, 2026
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

September 24, 2026
Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version