• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟ ଛାତରୁ ଖସିଲା ପଲସ୍ତରା ଅଳ୍ପକେ ରକ୍ଷା ପାଇଲେ ଶିକ୍ଷାର୍ଥୀ ଓ କର୍ମଚାରୀ ; ମରାମତି ସକାଶେ ରୂଷା ସ୍ୱତନ୍ତ୍ର ଅନୁଦାନକୁ ଅପେକ୍ଷା – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
October 4, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟ ଛାତରୁ ଖସିଲା ପଲସ୍ତରା ଅଳ୍ପକେ ରକ୍ଷା ପାଇଲେ ଶିକ୍ଷାର୍ଥୀ ଓ କର୍ମଚାରୀ ; ମରାମତି ସକାଶେ ରୂଷା ସ୍ୱତନ୍ତ୍ର ଅନୁଦାନକୁ ଅପେକ୍ଷା – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୦୪ ଅକ୍ଟୋବର ରବିବାର ) ହିଞ୍ଜିଳିକାଟୁ :- ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟ ବର୍ତମାନ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି । ଶନିବାର ମହାବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମହାବିଦ୍ୟାଳୟ ଏସଏଏମସ କମ୍ପ୍ୟୁଟର ଲାବ୍ରୋଟାରୀ ପ୍ରକୋଷ୍ଠର ଛାତ ପଲସ୍ତର ଖସି ପଡ଼ିଥିଲେ ମଧ୍ୟ ସୌଭାଗ୍ୟ ବଶତଃ ମହାବିଦ୍ୟାଳୟର କୌଣସି କର୍ମଚାରୀ କିମ୍ବା କୌଣସି ଶିକ୍ଷାର୍ଥୀ ଆହତ ହୋଇନାହାନ୍ତି । ୧୯୬୩ ମସିହାରେ ପ୍ରତିଷ୍ଠିତ ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟ ଗତ ୨୦୧୪ ମସିହାରେ ସ୍ୱଂୟଶାସିତ ମହାବିଦ୍ୟାଳୟର ମାନ୍ୟତା ଲାଭ କରିଥିଲା । ସଂପୃକ୍ତ ସଂୟଶାସିତ ମହାବିଦ୍ୟାଳୟରେ +୨, +୩ ବିଜ୍ଞାନ, ବାଣିଜ୍ୟ, କଳା ସମେତ ବାଣିଜ୍ୟ ଓ ଉଭିଦ ବିଜ୍ଞାନ ସ୍ନାତକତୋର ଶ୍ରେଣୀ ସକାଶେ ଶିକ୍ଷାଦାନ କରାଯାଉଛି ।

ସର୍ବମୋଟ ୪ ହଜାର ୪ଶହ ଶିକ୍ଷାର୍ଥୀ ପ୍ରତ୍ୟହ ଶିକ୍ଷା ଅଧ୍ୟୟନ ସକାଶେ ଉକ୍ତ ମହାବିଦ୍ୟାଳୟକୁ ଆସିଥାନ୍ତି । ୮୦ ଜଣ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ମଧ୍ୟରୁ ୨୩ ଜଣ କର୍ମଚାରୀ ପରିଚାଳନା କମିଟି ନିୟନ୍ତ୍ରଣରେ କାର୍ଯ୍ୟ କରୁଛନ୍ତି । ରାଜ୍ୟରେ ହିଞ୍ଜିଳିକାଟୁ ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟର ଏକ ସ୍ୱତନ୍ତ୍ର ପରିଚୟ ରହିଛି । ପରିତାପର ବିଷୟ ଖୋଦ୍ ରାଜ୍ୟ ମୁଖିଆଙ୍କ ଗଡ଼ର ଏକମାତ୍ର ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟର ବହୁ ଶ୍ରେଣୀ ପ୍ରକୋଷ୍ଟ ଗୁଡ଼ିକ ଅତ୍ୟନ୍ତ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଛି । କେତେବେଳେ ଯେ, କଣ ଅଘଟଣ ଘଟିବ କହି ହେବ ନାହିଁ । ତେବେ ଶନିବାର ମହାବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗତ ୨୦୧୦ ମସିହା ଜାନୁୟାରୀ ୩୦ ତାରିଖରେ ଉଦଘାଟିତ ହୋଇଥିବା ମହାବିଦ୍ୟାଳୟ ଏସଏଏମସ କମ୍ପ୍ୟୁଟର ଲାବ୍ରୋଟାରୀ ପ୍ରକୋଷ୍ଠର ଛାତ ପଲସ୍ତର ଖସି ପଡ଼ିଥିଲା ।

ମହାମାରୀ କରୋନା ସଂକ୍ରମଣ ଯୋଗୁଁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବାରୁ ଅଘଟଣ ଘଟିଥିଲେ ସୌଭାଗ୍ୟ ବଶତଃ ମଧ୍ୟ କେହି ଆହତ ହୋଇନାହାନ୍ତି । ଅନ୍ୟପକ୍ଷରେ ମହାବିଦ୍ୟାଳୟର ବହୁ ଶ୍ରେଣୀ ପ୍ରକୋଷ୍ଠ ଗୁଡ଼ିକର ଛାତର ତଳଭାଗ କଂକ୍ରିଟ ଛାଡ଼ି ଲୁହାଛଡ଼ ଦେଖିବାକୁ ମିଳୁଛି । ଏଭଳି ସ୍ଥିତିରେ କେତେବେଳେ ଯେ କଣ ଅଘଟଣ ଘଟିବ କହିବା ମୁସ୍କିଲ । ମହାବିଦ୍ୟାଳୟ ମରାମତି ସକାଶେ ପରିଚାଳନା କମିଟି ନିକଟରେ ଭରପୁର ଅର୍ଥ ରହିଥିବା ଜଣାପଡ଼ିଛି । ପରିତାପର ବିଷୟ ମହାବିଦ୍ୟାଳୟ ମରାମତି ସକାଶେ ରୂଷା ସ୍ୱତନ୍ତ୍ର ଅନୁଦାନକୁ ଅପେକ୍ଷା କରି ରହିଥିବା ନେଇ ମହାବିଦ୍ୟାଳୟର ଜୈନିକ କର୍ମଚାରୀ ନିଜ ନାମକୁ ଗୋପନ ସର୍ତରେ ଜଣାଇଛନ୍ତି । କିଛି ଅଘଟଣ ଘଟିବା ପୂର୍ବରୁ ସଂପୃକ୍ତ ଶ୍ରେଣୀ ପ୍ରକୋଷ୍ଠ ଗୁଡ଼ିକୁ ତୁରନ୍ତ ମରାମତି କରିବାକୁ ଅଭିଭାବକ ଓ ଶିକ୍ଷାର୍ଥୀ ମହଲରେ ଦାବି ହୋଇଛି । (ଋିପୋର୍ଟ : ଶୁସାନ୍ତ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

September 29, 2026
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version