• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୬୬ ତମ ଜାତୀୟ ବନ୍ୟ ପ୍ରାଣୀ ସପ୍ତାହ ପାଳିତ – ବ୍ରହ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
October 4, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
୬୬ ତମ ଜାତୀୟ ବନ୍ୟ ପ୍ରାଣୀ ସପ୍ତାହ ପାଳିତ – ବ୍ରହ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୦୪ ଅକ୍ଟୋବର ରବିବାର ) ବ୍ରହ୍ମପୁର :- ରବିବାର ଆଞ୍ଚଳିକ ବିକାଶ ପରିଷଦ ,ବ୍ରହ୍ମପୁର ସବୁଜ ବାହିନୀ ଓ ବ୍ରହ୍ମପୁର ବନଖଣ୍ଡ ତରଫରୁ ୬୬ ତମ ଜାତୀୟ ବନ୍ୟ ପ୍ରାଣୀ ସୁରକ୍ଷା ସପ୍ତାହ କୁକୁଡାଖଣ୍ଡି ବ୍ଲକ ଅନନ୍ତାଇ ଗ୍ରାମ ଅନନ୍ତେଶ୍ୱର ମନ୍ଦିର ଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ଆଞ୍ଚଳିକ ଵିକାଶ ପରିଷଦର ସଭାପତି ସାଗର କୁମାର ପାତ୍ର ସ୍ୱାଗତ ଭାଷଣ ତଥା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ,ମୁଖ୍ୟ ଅତିଥି ରୂପେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଲାନ କୁମାର ନାୟକ , ସ୍ଥାନିୟ ସରପଞ୍ଚ ପିଙ୍କି ଦାସ ଯୋଗଦେଇ ସଚେତନତା ସହ ବୃକ୍ଷ ରୋପଣ କାର୍ଯ୍ୟ ଆରମ୍ଭ କରିଥିଲେ । ଶ୍ରୀ ନାୟକ କହିଥିଲେ ଯେ ଜୀବଜଗତରେ ସନ୍ତୁଳନ ରକ୍ଷା ନିମନ୍ତେ ଉଭୟ ମନୁଷ୍ୟ ଏବଂ ଜୀବଜନ୍ତୁଙ୍କ ଏକତ୍ର ସହାବସ୍ଥାନ ଏକାନ୍ତ ଆବଶ୍ୟକ ।

ବନ୍ୟପ୍ରାଣୀଙ୍କ ମାଧ୍ୟମରେ ଆମର ଅସ୍ତିତ୍ୱ ଓ ସ୍ଥାୟିତ୍ୱ ବଜାୟ ରହିଛି । ବନ୍ୟପ୍ରାଣୀଙ୍କ ସୁରକ୍ଷା, ସମୃଦ୍ଧି ଓ ସଂରକ୍ଷଣରେ ଜନସାଧାରଣ ଏବଂ ସାମାଜିକ ସଂଗଠନଗୁଡ଼ିକର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଆମେ ସମସ୍ତେ ମିଳିମିଶି ଏହାକୁ ରକ୍ଷା କରିବା । ଗଞ୍ଜାମ ଜିଲ୍ଲା କୃଷ୍ଣସାର ମୃଗ, ଋଷିକୂଲ୍ୟା ମୁହାଣର ଅଲିଭ ରିଡଲେ, ଘୋଡ଼ାହାଡର ମଗର କୁମ୍ଭୀର, କେରାଣ୍ଡିମାଳ ପର୍ବତମାଳାର ଗଜରାଜ , ପାକଡ଼ିର ମୟୂର ,ଭଞ୍ଜନଗରର ଉଡନ୍ତା ମୂଷା ଆଦି ଅନେକ ବନ୍ୟପ୍ରାଣୀଙ୍କ ପ୍ରାକୃର୍ତିକ ବିଭବରେ ପରିପୂର୍ଣ୍ଣ ଏମାନଙ୍କ ସୁରକ୍ଷା ପାଈଁ ଶ୍ରୀ ନାୟକ ଆହ୍ୱାନ ଦେଇଥିଲେ । ଏହି ଅବସରରେ ପରିଷଦର ସମ୍ପାଦକ ବିଜେନ୍ଦ୍ର ମାଝୀ, ସବୁଜ ବାହିନୀ ସଭାପତି ଶିବରାମ ପାଣିଗ୍ରାହୀ, ଏ ପ୍ରକାଶ, ସଂଜୟ ପାତ୍ର ,ରାଜୀବ ପାତ୍ର, ବିକ୍ରମ ବିଷୋୟୀ ,ମନ୍ଦିର ପରିଚାଳନା କମିଟି ସଦସ୍ୟ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । (ଋିପୋର୍ଟ : ଶୁସାନ୍ତ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

September 29, 2026
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version