• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
September 26, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ
Share on FacebookShare on TwitterWhatsapp

ସରକାରୀ ପଞ୍ଜିକୃତ ହେଲା ଉପଖଣ୍ଡ ସ୍ତରୀୟ ବରିଷ୍ଠ ନାଗରିକ ସଂଘ

ବାଲିଗୁଡ଼ା  (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ସ୍ତରୀୟ ବରିଷ୍ଠ ନାଗରିକ ସଂଘ ସୋସାଇଟି ଆକ୍ଟ, ୧୮୬୦ ଅନୁଯାୟୀ ସରକାରୀ ଭାବେ ପଞ୍ଜିକୃତ ହୋଇଛି। ସଂଘର ପଞ୍ଜିକରଣ ନମ୍ବର ୧/୨୦୨୫୨୬୦୯୦୦୦୦୧/୨୦୨୬-୨୭ ବୋଲି ଜଣାପଡ଼ିଛି। ପଞ୍ଜିକରଣ ପରେ ଏହାର ସାର୍ଟିଫିକେଟ କନ୍ଧମାଳ ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକଙ୍କ ଦ୍ୱାରା ସଂଘର କର୍ମକର୍ତ୍ତାଙ୍କୁ ପ୍ରଦାନ କରାଯାଇଥିଲା । ଏହି ଅବସରରେ ସଂଘର ସଭାପତି ଡ. ମଧୁସୂଦନ ମହାପାତ୍ର, ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ନାୟକ, ସହସମ୍ପାଦକ ସନ୍ୟାସୀ ନାୟକ, ନିର୍ବାହୀ କମିଟି ସଦସ୍ୟ ପାଉଲ ମଣ୍ଡଳ,ଯୋଗେନ୍ଦ୍ର ପଟ୍ଟନାୟକ, ବିନୋଦ ମିଶ୍ର, ଲକ୍ଷ୍ମୀଧର ରାଉତ, ସନାତନ ପରିଛା ପ୍ରମୁଖ ଉପସ୍ଥିତ ଥିଲେ ।

ସଂଘର ପଞ୍ଜିକରଣ ନେଇ ବାଲିଗୁଡ଼ାସ୍ଥିତ ସଂଘ କାର୍ଯ୍ୟାଳୟରେ ସଭ୍ୟସଭ୍ୟାଙ୍କ ପକ୍ଷରୁ କର୍ମକର୍ତ୍ତାମାନଙ୍କୁ ସ୍ୱାଗତ ଓ ଅଭିନନ୍ଦନ ଜଣାଯାଇଥିଲା । ପଞ୍ଜିକୃତ ସଂଘ ଆଗାମୀ ଦିନରେ ବିଭିନ୍ନ ସାମାଜିକ ଓ ଜନକଲ୍ୟାଣମୂଳକ କାର୍ଯ୍ୟରେ ସକ୍ରିୟ ଭୂମିକା ନେବ ବୋଲି ସଦସ୍ୟ ମାନେ କହିଛନ୍ତି । ସ୍ୱାସ୍ଥ୍ୟ ଓ ଶିକ୍ଷାର ପ୍ରସାର, ପାନୀୟ ଜଳ ସମସ୍ୟାର ସମାଧାନ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷା, ବାଲ୍ୟବିବାହ ନିରୋଧ, କ୍ରୀଡ଼ାର ବିକାଶ, ଅନ୍ଧବିଶ୍ୱାସ ଓ କୁସଂସ୍କାର ଦୂରୀକରଣ, ଅସ୍ପୃଶ୍ୟତା ବିରୋଧୀ ସଚେତନତା ସହ ଯୋଗ ଓ ପ୍ରାଣାୟାମ ଭଳି କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯିବ।

ଏଥିସହ ଅସହାୟ ବରିଷ୍ଠ ନାଗରିକ, ବୃଦ୍ଧ ଓ ବୃଦ୍ଧାମାନଙ୍କ ପାଇଁ ମାଗଣା ରହିବା ଓ ଖାଇବା ବ୍ୟବସ୍ଥା କରିବା ଦିଗରେ ମଧ୍ୟ ସଂଘ ପଦକ୍ଷେପ ନେବାକୁ ମତ ପ୍ରକାଶ କରିଛି। ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟ ସହ ସମାଜସେବାକୁ ଯୋଡ଼ି ବରିଷ୍ଠ ନାଗରିକମାନଙ୍କ ଅଭିଜ୍ଞତାକୁ ସମାଜର ବିକାଶରେ ବିନିଯୋଗ କରିବା ଏହି ସଂଘର ମୁଖ୍ୟ ଲକ୍ଷ୍ୟ ବୋଲି କର୍ମକର୍ତ୍ତାମାନେ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

September 26, 2026
 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ 

 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ 

September 26, 2026
ପୁରୀ ସାତପଡା ରାସ୍ତାର ମଙ୍ଗଳାଘାଟ ରାସ୍ତାରେ ଆଣ୍ଠୁଏ ପାଣି

ପୁରୀ ସାତପଡା ରାସ୍ତାର ମଙ୍ଗଳାଘାଟ ରାସ୍ତାରେ ଆଣ୍ଠୁଏ ପାଣି

September 26, 2026
ଭଲମଣିଷଙ୍କ ମୁଣ୍ଡ ଉପରୁ ଛତା ଭଙ୍ଗିଗଲା

ଭଲମଣିଷଙ୍କ ମୁଣ୍ଡ ଉପରୁ ଛତା ଭଙ୍ଗିଗଲା

September 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

September 26, 2026
 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ 

 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ 

September 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version