• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶତାୟୁ ଜଳଧର ଙ୍କ ସ୍ମୃତି ଚାରଣ ଓ ସ୍ମରଣିକା ଉନ୍ମୋଚନ

Proprietor Abhimanyu Maharana by Proprietor Abhimanyu Maharana
September 29, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଶତାୟୁ ଜଳଧର ଙ୍କ ସ୍ମୃତି ଚାରଣ ଓ ସ୍ମରଣିକା ଉନ୍ମୋଚନ
Share on FacebookShare on TwitterWhatsapp

ରଣପୁର (ଓଡିଶା ତାଜା ନ୍ୟୁଜ ) ନି.ପ୍ର :-  ରଣପୁର ବ୍ଲକ ନରସିଂହପୁର ଗ୍ରାମର ସ୍ବର୍ଗତ ଜଳଧର ରାଉତରାୟଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକି ଅବସରରେ ତା୨୬.୦୭.୨୦୨୬ରିଖ ପବିତ୍ର ଭଗବତ ଜନ୍ମ ତିଥିରେ ସ୍ମୃତି ଚାରଣ ସହ ଏକ ସ୍ମରଣିକା ‘ଗାଁ ବୟଃଜେଷ୍ଠ’ ଉନ୍ମୋଚନ ହୋଇଥିଲା। ଗତବର୍ଷ ୧୦୭ ବର୍ଷ ବୟସରେ ଆଜିର ତିଥିରେ ସ୍ବର୍ଗତ ଜଳଧର ରାଉତରାୟ ଇହଲୀଳା ସମ୍ବରଣ କରିଥିଲେ। ତାଙ୍କର ଜ୍ୟେଷ୍ଠ ପୁତ୍ର ପୂର୍ବତନ ମୁଖ୍ୟ ଚିକିତ୍ସାଧିକାରୀ, ନୟାଗଡ଼ ଡକ୍ଟର ହାଡିବନ୍ଧୁ ରାଉତରାୟ ଓ ଭଣଜା ଅବସରପ୍ରାପ୍ତ ଶିକ୍ଷକ ଭାସ୍କର ଚନ୍ଦ୍ର ପ୍ରଧାନଙ୍କ ସହଯୋଗରେ ନରସିଂହପୁର ଗ୍ରାମରେ ତାଙ୍କ ବାସଭବନଠାରେ ଏକ ସ୍ତୁତି ଚାରଣ ସଭାର ଆୟୋଜନ କରାଯାଇଥିଲା ।

ଆଞ୍ଚଳିକ ପୂଜ୍ୟ ପୂଜା ପରିଷଦ, ଚାନ୍ଦପୁରର ସଭାପତି ଖାଉଟି ଅଦାଲତର ପୂର୍ବତନ ବିଚାରପତି ଶ୍ରୀଯୁକ୍ତ ନାରାୟଣ ମହାପାତ୍ର ସଭାପତିତ୍ବ କରିଥିଲେ । ଅବସରପ୍ରାପ୍ତ କୁହୁଡି ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ବାଳକୃଷ୍ଣ ମହାପାତ୍ର, ଅବସରପ୍ରାପ୍ତ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର କୁମାର ନାୟକ, ଅବସରପ୍ରାପ୍ତ ଶିକ୍ଷକ ମନୋଜ କୁମାର ପାତ୍ର, ସଂସ୍କୃତ ଶିକ୍ଷକ ପ୍ରଦ୍ୟୁମ୍ନ କୁମାର ସାଥୁଆ, ବିଶିଷ୍ଟ ଘୁଡୁକି ବାଦକ ସୁରେନ୍ଦ୍ର କୁମାର ପରିଡା, ସମସ୍ତ ବନ୍ଧୁ ବାନ୍ଧବ ତଥା ଗ୍ରାମର ବିଶିଷ୍ଟ ବ୍ୟକ୍ତିତ୍ବ ଗଣ ଏହି ସଭାରେ ଯୋଗଦେଇ ସ୍ବର୍ଗତ ଜଳଧର ରାଉତରାୟଙ୍କ ସ୍ତୁତି ଚାରଣ କରିଥିଲେ ।

ଜଣେ ସାଧାରଣ କୃଷକ ହୋଇ ମଧ୍ୟ ତାଙ୍କର ଅକ୍ଳାନ୍ତ ପରିଶ୍ରମରେ ସେ ତାଙ୍କର ଜ୍ୟେଷ୍ଠ ପୁତ୍ର ହାଡିବନ୍ଧୁ ରାଉତରାୟଙ୍କୁ ରଣପୁର ଅଞ୍ଚଳରେ ପ୍ରଥମ ଡାକ୍ତର ତଥା ସାନ ପୁଅ ସଦାଶିବ ରାଉତରାୟ ଙ୍କୁ ଜଣେ ସ୍ବାସ୍ଥ୍ୟକର୍ମୀ ଭାବରେ ସମାଜରେ ପ୍ରତିଷ୍ଠିତ କରିପାରିଥିଲେ । ପୁଅ ବୋହୁ ଝିଅ ଜ୍ବାଇଁ,ନାତି ନାତୁଣୀ ଭଣଜା ଭାଣିଜି ତଥା ସମସ୍ତ ବନ୍ଧୁ ବାନ୍ଧବ ଓ ଗ୍ରାମବାସୀଙ୍କର ଜଣେ ଅତି ପ୍ରିୟ ମଣିଷ ଥିଲେ। ଜଣେ ନିରୋଗୀ,ମେଳାପି, ବନ୍ଧୁ ବତ୍ସଳ ବ୍ୟକ୍ତିତ୍ଵ ଭାବରେ ଅଞ୍ଚଳରେ ଜଣାଶୁଣା ଥିଲେ ।

ସୁପୁତ୍ର ହାଡିବନ୍ଧୁ ରାଉତରାୟ ଓ ଭଣଜା ଭାସ୍କର ଚନ୍ଦ୍ର ପ୍ରଧାନଙ୍କ ସହଯୋଗରେ ତାଙ୍କ ଉଦ୍ଦେଶ୍ୟରେ ଏକ ସ୍ମରଣିକା “ଗାଁ ଵୟଃଜ୍ଯେଷ୍ଠ” ଅତିଥି ମାନଙ୍କ ଦ୍ବାରା ଉନ୍ମୋଚିତ ହୋଇଥିଲା । ପରିଶେଷରେ ଡକ୍ଟର ହାଡିବନ୍ଧୁ ରାଉତରାୟ ପିତାଙ୍କ ସ୍ମୃତି ଚାରଣ କରିଥିବା ଅତିଥି ମାନଙ୍କୁ ସଭାରେ ଵହୁମୁଲ୍ଯ ସମୟ ସହ ଯୋଗ ଦେଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ ଓ ସଭାର ସାଫଲ୍ୟ ମଣ୍ଡିତ କରିଥିବାରୁ ଅଶେଷ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୀତାପାଠ ହିଁ ମନୁଷ୍ୟର ମନକୁ ଶୁଦ୍ଧ ଓ ଶାନ୍ତ କରିଥାଏ : ଜିଲ୍ଲାପାଳ

ଗୀତାପାଠ ହିଁ ମନୁଷ୍ୟର ମନକୁ ଶୁଦ୍ଧ ଓ ଶାନ୍ତ କରିଥାଏ : ଜିଲ୍ଲାପାଳ

September 29, 2026
ଜାତୀୟ ଷ୍ଟାଟ ଅପ୍ କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କ ସଫଳତା

ଜାତୀୟ ଷ୍ଟାଟ ଅପ୍ କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କ ସଫଳତା

September 29, 2026
ସୃଷ୍ଟି ଏକାଡେମୀରେ ‘ଉତ୍କର୍ଷ ୨.୦ ଇଣ୍ଡଷ୍ଟ୍ରି କନକ୍ଲେଭ୍ ଶିଳ୍ପଜଗତ ସହ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ସମ୍ପର୍କକୁ ସୁଦୃଢ଼ କରିବା ସହ ଭବିଷ୍ୟତମୁଖୀ ପରିଚାଳନା ଗଢ଼ିବା ଉପରେ ଗୁରୁତ୍ୱ

ସୃଷ୍ଟି ଏକାଡେମୀରେ ‘ଉତ୍କର୍ଷ ୨.୦ ଇଣ୍ଡଷ୍ଟ୍ରି କନକ୍ଲେଭ୍ ଶିଳ୍ପଜଗତ ସହ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ସମ୍ପର୍କକୁ ସୁଦୃଢ଼ କରିବା ସହ ଭବିଷ୍ୟତମୁଖୀ ପରିଚାଳନା ଗଢ଼ିବା ଉପରେ ଗୁରୁତ୍ୱ

September 29, 2026
ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ

ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୀତାପାଠ ହିଁ ମନୁଷ୍ୟର ମନକୁ ଶୁଦ୍ଧ ଓ ଶାନ୍ତ କରିଥାଏ : ଜିଲ୍ଲାପାଳ

ଗୀତାପାଠ ହିଁ ମନୁଷ୍ୟର ମନକୁ ଶୁଦ୍ଧ ଓ ଶାନ୍ତ କରିଥାଏ : ଜିଲ୍ଲାପାଳ

September 29, 2026
ଜାତୀୟ ଷ୍ଟାଟ ଅପ୍ କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କ ସଫଳତା

ଜାତୀୟ ଷ୍ଟାଟ ଅପ୍ କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କ ସଫଳତା

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version