• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସ୍ବେଚ୍ଛାସେବୀ ସଂଗଠନ ବଦାନ୍ୟ ବନ୍ଧୁ ତରଫରୁ ଗୁରୁକୁଳ ସପ୍ତର୍ଷି ସେବାଶ୍ରମକୁ ସହାୟତା – ବରଗଡ଼

Proprietor Abhimanyu Maharana by Proprietor Abhimanyu Maharana
October 4, 2020
in Uncategorized
0
ସ୍ବେଚ୍ଛାସେବୀ ସଂଗଠନ ବଦାନ୍ୟ ବନ୍ଧୁ ତରଫରୁ ଗୁରୁକୁଳ ସପ୍ତର୍ଷି ସେବାଶ୍ରମକୁ ସହାୟତା  – ବରଗଡ଼
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୪ ଅକ୍ଟୋବର ରବିବାର ) ପଦ୍ମପୁର :- ବରଗଡ଼ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ବଦାନ୍ୟ ବନ୍ଧୁ ତାର ସପ୍ତମ ବର୍ଷ ପୁର୍ତ୍ତି ଅବସରରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅନେକ ଗୁଡ଼ିଏ ଜନହିତକର କାର୍ଯ୍ୟକ୍ରମ ହାତକୁ ନେଇଛି । ଏହି କ୍ରମରେ ଆଜି ବଲାଙ୍ଗିର ଜିଲ୍ଲାର ବେଲପଡା ବ୍ଲକ ଅନ୍ତର୍ଗତ ଧୁମାଭଟା ନିକଟରେ ଥିବା ଗୁରୁକୁଳ ସପ୍ତର୍ଷି ସେବାଶ୍ରମର ଅନ୍ତେବାସୀ ମାନଙ୍କ ପାଇଁ ଅନେକ ଗୁଡ଼ିଏ ଅତ୍ୟାବଶ୍ୟକୀୟ ସାମଗ୍ରୀ ପ୍ରଦାନ କରାଯାଇଛି । ଏହି ଆଶ୍ରମରେ ସମୁଦାୟ ୪୫ଜଣ ଅନ୍ତେବାସୀ ଥିବା ବେଳେ ଚଳିତ ବର୍ଷ ୧୦ଜଣ ପିଲା ଦଶମ ଶ୍ରେଣୀ ପାଠ ପଢ଼ୁଛନ୍ତି ।

ଏହି ଦଶଜଣ ପଢ଼ିବା ପାଇଁ ଟେଷ୍ଟ ପେପର ପ୍ରଧାନ କରାଯିବା ସହିତ ଅନ୍ୟ ସମସ୍ତ ଅନ୍ତେବାସୀ ମାନଙ୍କ ପାଇଁ ନୂଆଁ ପୋଷାକ,ତେଲ, ସାବୁନ,ସର୍ଫ, ବିସ୍କୁଟ ତଥା ଆଶ୍ରମର ଅନ୍ତେବାସୀ ମାନଙ୍କ ଅମ୍ଳଜାନ ପରୀକ୍ଷା କରିବା ପାଇଁ ଗୋଟିଏ ଅକ୍ସି ମିଟର ପ୍ରଦାନ କରାଯାଇଛି । ଏହି ଅବସରରେ ସ୍ବେଚ୍ଛାସେବୀ ସଂଗଠନ ବଦାନ୍ୟ ବନ୍ଧୁର ମୁଖ୍ୟ ସୁବ୍ରତ କୁମାର ବିର୍ତ୍ତିଆଙ୍କ ସହିତ ମୁକେଶ କୁମାର ସାହୁ, ବନମାଳୀ ନାଏକ,ମଦନ ନାଏକ ଉପସ୍ଥିତ ରହିଥିଲେ । ଗୁରୁକୁଳ ସପ୍ତର୍ଷି ସେବାଶ୍ରମର ମୁଖ୍ୟ ଶେଷଦେବ ଶାସ୍ତ୍ରୀ ସ୍ବେଚ୍ଛାସେବୀ ସଂଗଠନ ବଦାନ୍ୟ ବନ୍ଧୁ ପରିବାରକୁ ଏହି ସମସ୍ତ ସାମଗ୍ରୀ ପ୍ରଦାନ କରିଥିବାରୁ କୃତଜ୍ଞତା ଜ୍ଞାପନ କରିଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version