ଫୁଲବାଣୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- କୁଇଦିନା ଇନ୍ଦିରା ଗାନ୍ଧୀ ମେମୋରିଆଲ ମହାବିଦ୍ୟାଳୟ, ଲାଇନପଡା ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ Electoral Literacy Club ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ ର ସମସ୍ତ ଛାତ୍ର ଛାତ୍ରୀ ଏବଂ ଅଧ୍ୟାପକ ଉପସ୍ଥିତ ଥିଲେ. ଏଥିରେ ଫୁଲବାଣୀ ବିଧାନସଭା ମଣ୍ଡଳୀର ନିର୍ବାଚକ ପଞ୍ଜିକରଣ ଅଧିକାରୀ ତଥା ଉପଜିଲ୍ଲାପାଳ ଶ୍ରୀ ଭିକାରୀ ସାହୁ ଯୋଗ ଦେବା ସହ ଛାତ୍ରଛାତ୍ରୀ ଙ୍କୁ ନିର୍ବାଚନ ସମ୍ବନ୍ଧୀୟ ସମସ୍ତ ସୂଚନା ଯଥା ନୂତନ ଭୋଟର ପଞ୍ଜିକରଣ,

ସଂଶୋଧନ ଏବଂ ବାଦ ପ୍ରକ୍ରିୟା ବିଷୟରେ ସୂଚନା ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ସହକାରୀ ନିର୍ବାଚକ ପଞ୍ଜିକରଣ ଅଧିକାରୀ, ଶ୍ରୀ ହୃଦରଞ୍ଜନ ସାହୁ, ଚକାପାଦ ବ୍ଲକ, ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ଡେପୁଟି ଜିଲ୍ଲାପାଳ ଶ୍ରୀ ଅଙ୍କିତ ଜେନା,
















