• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ

Proprietor Abhimanyu Maharana by Proprietor Abhimanyu Maharana
October 2, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁରବୀର ସିଂ ସେପ୍ଟେମ୍ବର ୩୦ ତାରିଖରେ ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି l ଏହି ଅବସରରେ ଗତକାଲି ବିଭାଗର ବିଭିନ୍ନ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀବୃନ୍ଦ ଶ୍ରୀଯୁକ୍ତ ସିଂ ଙ୍କୁ ସାକ୍ଷାତ କରି ତାଙ୍କର ଅବସରକାଳୀନ ସୁସ୍ଥ ଓ ନିରାମୟ ଜୀବନ କାମନା କରିଥିଲେ l ସେହିପରି ଓଡ଼ିଶା ସୂଚନା ସେବା ସଂଘର କର୍ମକର୍ତ୍ତା ତଥା ଅଧିକାରୀମାନେ ମଧ୍ୟ ଅବସର ଗ୍ରହଣ କରିଥିବା ନିର୍ଦ୍ଦେଶକ (ବୈଷୟିକ ) ଶ୍ରୀଯୁକ୍ତ ସିଂ ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଅବସରକାଳୀନ ଜୀବନର ଶୁଭେଚ୍ଛା ଜଣାଇଥିଲେ ।

ଶ୍ରୀଯୁକ୍ତ ସିଂ, ଚାକିରୀ ଜୀବନ ଆରମ୍ଭ ଠାରୁ ଅବସର ଗ୍ରହଣ ପର୍ଯ୍ୟନ୍ତ ତାଙ୍କର ଅନୁଭୂତି ଓ ଅଭିଜ୍ଞତା ପ୍ରକାଶ କରି କାର୍ଯ୍ୟରତ ସୂଚନା ସେବା ଅଧିକାରୀମାନଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ । ରାଜ୍ୟ ସଦର ମହକୁମା, ବିଭିନ୍ନ ଜିଲ୍ଲା ଏବଂ ବିଭାଗରେ କାର୍ଯ୍ୟରତ ଲୋକସଂପର୍କ ଅଧିକାରୀମାନଙ୍କୁ ଏକାଗ୍ରତା, ଦୃଢ ମନା ଏବଂ ସୁଚାରୁ ରୂପେ କାର୍ଯ୍ୟ ସମ୍ପାଦନ ପାଇଁ ସେ ପ୍ରେରଣାଦାୟୀ ବକ୍ତବ୍ୟ ରଖିଥିଲେ l ଅଧିକାରୀମାନଙ୍କୁ ଭଲ କାମ କରି ନିଜ ନିଜର ସ୍ୱତନ୍ତ୍ର ପରିଚୟ ମାଧ୍ୟମରେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିବାକୁ ପରାମର୍ଶ ଦେଇଥିଲେ l ତାଙ୍କର କାର୍ଯ୍ୟକାଳ ସମୟରେ ସେ ବିଭିନ୍ନ ଉଲ୍ଲେଖନୀୟ ଓ ଆହ୍ୱାନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ l

ଶ୍ରୀଯୁକ୍ତ ସିଂ ଓଡ଼ିଶା ସୂଚନା ସେବାର ଜଣେ ଦକ୍ଷ, ଅଭିଜ୍ଞ ଓ ପାରଦର୍ଶୀ ଅଧିକାରୀ ଭାବେ ବିଭିନ୍ନ ମହଲରେ ତାଙ୍କର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ l ପ୍ରକାଶ ଥାଉକି, ଶ୍ରୀଯୁକ୍ତ ସିଂ ୧୯୯୪ ମସିହାରୁ ସୂଚନା ଓ ଲୋକ ସଂପର୍କ ବିଭାଗରେ ନିଯୁକ୍ତି ପରେ , ପ୍ରଥମେ ଜୟପୁର (କୋରାପୁଟ ) ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ପରେ ପରେ ଅନ୍ୟ ବିଭିନ୍ନ ଉପଖଣ୍ଡରେ ଲୋକ ସଂପର୍କ ଅଧିକାରୀ ସହ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ପୁରୀ ଆଦି ଜିଲ୍ଲାରେ ଲୋକ ସମ୍ପର୍କ ଅଧିକାରୀ, ଦକ୍ଷିଣାଂଚଳ ଡିଭିଜନ ଉପନିର୍ଦ୍ଦେଶକ(ଲୋକ ସଂପର୍କ) ଭାବେ କାର୍ଯ୍ୟ କରିବା ସହିତ ପଦନ୍ନୋତି ପରେ ଶେଷରେ ନିର୍ଦ୍ଦେଶକ ( ବୈଷୟିକ ) ଭାବେ ବିଭାଗୀୟ ନିର୍ଦ୍ଦେଶାଳୟରେ କାର୍ଯ୍ୟରତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version