• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱତନ୍ତ୍ର ଗ୍ରାମସଭା ଉଦଘାଟନ

Proprietor Abhimanyu Maharana by Proprietor Abhimanyu Maharana
October 4, 2026
in ଓଡ଼ିଶା, ମାଲକାନଗିରି, ହୋମ୍
0
ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱତନ୍ତ୍ର ଗ୍ରାମସଭା ଉଦଘାଟନ
Share on FacebookShare on TwitterWhatsapp

ମାଲକାନଗିରି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ମାଥିଲି ବ୍ଲକର ଆମ୍ବାଗୁଡା ଗ୍ରାମ ପଂଚାୟତରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା ମହାସମାରୋହରେ ଆୟୋଜନ କରାଯାଇଥିଲା। ପଂଚାୟତର ସରପଞ୍ଚ ଶ୍ରୀମତୀ ସୁକୁମାନୀ ଚାଲାଣ, ଏମ ପି ପ୍ରତିନିଧି ଶ୍ରୀଯୁକ୍ତ ବନମାଳୀ ବରଜା, ସମାଜସେବୀ ରାମଚନ୍ଦ୍ର ମାଚ୍ଛା, ଗ୍ରାମର ପୁରୁଖା ନେତା ଏସ କୁତବ ଜାନ ଓ ହର୍ଷ ଟ୍ରଷ୍ଟର ଗୋଷ୍ଠୀ ସ୍ତରୀୟ କର୍ମୀ ମାନଙ୍କ ସହିତ ଗାନ୍ଧିଜୀ ଙ୍କ ଫଟଚିତ୍ର ପାଖରେ ପୁଷ୍ପମାଲ୍ୟ ଦେଇ ଶୁଭ ଉଦଘାଟନ କରିଥିଲେ ।

ଏହି ସଭାରେ ୬୦ ରୁ ଉର୍ଦ୍ବ ପଂଚାୟତ ପ୍ରତିନିଧି, ଓଏଲମ ର ଏମ୍ବିକେ, ସିଆରପି, ଉତ୍ପାଦକ ଦଳର ପ୍ରତିନିଧି, ଅଙ୍ଗନବାଡି କର୍ମୀ ଉପସ୍ଥିତ ରହି ଥିଲେ । ଏହି ସଭାରେ ବିକଶିତ ଭାରତ ଗ୍ରାମୀଣ ଯୋଜନା ଅଧୀନରେ ଥିବା ଜଳ ଅମଳ ଓ ଜଳ ସରକ୍ଷଣ, ଗ୍ରାମୀଣ ଭିତ୍ତି ପ୍ରସ୍ତର ସ୍ଥାପନ, ଜୀବନ ଜୀବିକା ନିମନ୍ତେ ବାସଗୃହ ଓ ପ୍ରାକୃତିକ ପିପର୍ଯୟ ନିମନ୍ତେ ବ୍ୟାପକ ପ୍ରସ୍ତୁତି, ନିଶା ନିବାରଣ ଓ ସ୍ଵଛ ଭାରତ ନିର୍ମାଣ ନିମନ୍ତେ ଆଲୋଚନା କରାଯାଇ ଲେବର ବିଜେଟ ପ୍ରସ୍ତୁତି କରିବା ବିଷୟରେ ନିଷ୍ପତି ନିଆଯାଇଥିଲା ।

ଆମ୍ବା ଗୁଡା ପଂଚାୟତ ପରି ଚାଉଳମେନ୍ଦି, ମାଥିଲି, ସାଲିମି, ଟେମୁରୁପାଲି ଓ ମହୁପଦର ପଂଚାୟତରେ ଅନୁଷ୍ଠିତ ଗ୍ରାମସଭାରେ ହର୍ଷ ଟ୍ରଷ୍ଟ ଦ୍ୱାରା ପରିଚାଳିତ ଉତ୍ପାଦକ ଗୋଷ୍ଟିର ପ୍ରତିନିଧି ମାନେ ଗ୍ରାମର ସମ୍ୱନ୍ୱିତ ପ୍ରାକୃତିକ ପରିଚାଳନା ଯୋଜନା ଗ୍ରାମସଭାରେ ପ୍ରଦାନ କରିଥିଲେ । ଆମ୍ବଗୁଡା ଓ ମାଥିଲି ଗ୍ରାମସଭାରେ ଶ୍ରୀ ଅଶୋକ କୁମାର ମହାରଣା, ସଞ୍ଜନା ପଟନାୟକ ଯୋଗ ଦେଇଥିବା ବେଳେ ସାଲିମି, ମହୁପଦର ଓ ଟେମୁରୁପାଲି ପଂଚାୟତରେ ସର୍ବଶ୍ରୀ ମହନ ନେତୀ, ବଳଦେବ ଭୂମିଆ, ଇନ୍ଦ୍ର ଧାରୁଆ ଓ ନୀଳକଣ୍ଠ ଶୁଆନିଆ ଯୋଗଦେଇ ହର୍ଷ ଟ୍ରଷ୍ଟ ସହଯୋଗରେ ସରକାରଙ୍କ ବହୁବିଧ କାମ କୁ ଭି ବି ଜି ରାମ ଯୋଜନା ମାଧ୍ୟମରେ ସଫଳ କରି ବେ ବୋଲି ମତ ରଖିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026
ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ ଓ ଗାନ୍ଧୀ ଜୟନ୍ତୀ ପାଳିତ

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ ଓ ଗାନ୍ଧୀ ଜୟନ୍ତୀ ପାଳିତ

October 4, 2026
ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version