• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା

Proprietor Abhimanyu Maharana by Proprietor Abhimanyu Maharana
October 6, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ଦିବ୍ୟ ବାର୍ତ୍ତା ନେଇ ଦେଶବ୍ୟାପୀ ପରିକ୍ରମା କରୁଥିବା ‘ଶ୍ରୀ ସତ୍ୟସାଇ ପ୍ରେମ ପ୍ରଭାହିନୀ ରଥ’ ଭୁବନେଶ୍ୱର ସାଇ ଜିଲାରେ ପହଞ୍ଚିଛି । ଦିବ୍ୟ ପ୍ରେମର ପ୍ରତୀକ ଏହି ରଥକୁ ନେଇ ସାଇ ଭକ୍ତମାନଙ୍କ ମଧ୍ୟରେ ଉତ୍ସାହ ଓ ଆଧ୍ୟାତ୍ମିକ ଭାବାବେଗ ପ୍ରକାଶ ପାଇଛି । ସାଇ ଜନନୀଠାରେ ପ୍ରେମ ପ୍ରଭାହିନୀ ରଥକୁ ନେଇ ବିଭିନ୍ନ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

ସକାଳେ ମହାରୁଦ୍ରମ୍ ଅନୁଷ୍ଠିତ ହୋଇଥିଲା । ଏହାପରେ ଭକ୍ତବୃନ୍ଦଙ୍କ ପାଇଁ ଦିବ୍ୟ ରଥ ଦର୍ଶନର ବ୍ୟବସ୍ଥା କରାଯାଇଥିଲା । ସନ୍ଧ୍ୟାରେ ବାଳବିକାଶ ଏବଂ ସତ୍ୟସାଇ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପକ୍ଷରୁ ସଂସ୍କୃତି ଓ ଭକ୍ତିଭାବ ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବୁଧବାର ଏହି ରଥ ଭୁବନେଶ୍ବର ସାଇ ଜିଲାର ଆଉ ଏକ ସମିତିରେ ଭକ୍ତଙ୍କୁ ଦର୍ଶନ ଦେବ ।

ଏହାପରେ ରଥଟି ପୁରୀ ଅଭିମୁଖେ ଯାତ୍ରା କରିବ । ଉତ୍ତରାଠାରେ ଭୁବନେଶ୍ୱର ସାଇ ଜିଲା ପକ୍ଷରୁ ଭୁବନେଶ୍ବର-ପୁରୀ ସାଇ ଜିଲାକୁ ହସ୍ତାନ୍ତର କରାଯିବ । ସୂଚନା ଅନୁସାରେ ପ୍ରଶାନ୍ତି ନିଳୟମରୁ ୨୩ ନଭେମ୍ବର ୨୦୨୫ରେ ଯାତ୍ରା ଆରମ୍ଭ କରିଥିବା ‘ପ୍ରେମ ପ୍ରଭାହିନୀ ରଥ’ ଦେଶର ବିଭିନ୍ନ ଅଞ୍ଚଳ ପରିକ୍ରମା କରି ଗୁରୁପୂର୍ଣ୍ଣିମା

ଅବସରରେ ୨୫ ଜୁଲାଇ ୨୦୨୬ରେ ଝାଡ଼ଖଣ୍ଡ ଦେଇ ଓଡ଼ିଶାରେ ପ୍ରବେଶ କରିଥିଲା । ଓଡ଼ିଶାର ସୀମାରେ ପହଞ୍ଚିବା ପରେ ରାଉରକେଲା-ସୁନ୍ଦରଗଡ଼ ସାଇ ଜିଲା ପକ୍ଷରୁ ରଥକୁ ଭକ୍ତି ଓ ଶ୍ରଦ୍ଧାର ସହ ସ୍ବାଗତ କରାଯାଇଥିଲା । ଏହାପରେ ରଥଟି ଓଡ଼ିଶାର ବିଭିନ୍ନ ସାଇ ଜିଲା ପରିକ୍ରମା କରି ଭକ୍ତମାନଙ୍କୁ ଦର୍ଶନ ଦେଇ ଆସୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 6, 2026
ନରସିଂହପୁର କ୍ଲଷ୍ଟରରେ ଚତୁର୍ଥ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ

ନରସିଂହପୁର କ୍ଲଷ୍ଟରରେ ଚତୁର୍ଥ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ

October 6, 2026
 ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ 

 ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ 

October 6, 2026
ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା

ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା

October 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 6, 2026
ନରସିଂହପୁର କ୍ଲଷ୍ଟରରେ ଚତୁର୍ଥ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ

ନରସିଂହପୁର କ୍ଲଷ୍ଟରରେ ଚତୁର୍ଥ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ

October 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version