• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭ମ ଓଡ଼ିଶା ଟ୍ରାଭେଲ ବଜାର ସଫଳତାର ସହ ଉଦ୍‌ଯାପିତ : ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ

Proprietor Abhimanyu Maharana by Proprietor Abhimanyu Maharana
October 7, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଭୁବନେଶ୍ୱରସ୍ଥିତ ମେ’ଫେୟାର ସାଙ୍କଚୁଆରୀଠାରେ ଆୟୋଜିତ ତ୍ରିଦିବସୀୟ ‘୭ମ ଓଡ଼ିଶା ଟ୍ରାଭେଲ ବଜାର (OTB) ୨୦୨୬’ ଆଜି ସଫଳତାର ସହ ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେସନ ଅଫ୍ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (FICCI) ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ମେଗା ସମ୍ମିଳନୀ ରାଜ୍ୟର ପର୍ଯ୍ୟଟନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନୂତନ ବ୍ୟବସାୟିକ ସମ୍ଭାବନା ସୃଷ୍ଟି କରିଛି ।

ଏହି ବିଶାଳ ଆୟୋଜନରେ ୨୦୦ରୁ ଅଧିକ  କ୍ରେତା ଏବଂ ୧୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟନ ବ୍ୟବସାୟୀ ଅଂଶଗ୍ରହଣ କରିଥିଲେ। ଭାରତର ୩୨ଟି ସହରରୁ ୧୪୫ ଜଣ ଦେଶୀୟ ଟୁର୍ ଅପରେଟର ଏବଂ ୨୭ଟି ଦେଶରୁ ୪୫ ଜଣ ବିଦେଶୀ ଟୁର୍ ଅପରେଟର ଏଥିରେ ଯୋଗ ଦେଇ ଓଡ଼ିଶାର ପର୍ଯ୍ୟଟନ ଉଦ୍ୟୋଗଗୁଡ଼ିକ ସହ ପ୍ରତ୍ୟକ୍ଷ ସମ୍ପର୍କ ସ୍ଥାପନ କରିଥିଲେ । ଏହି ତିନି ଦିନ ମଧ୍ୟରେ ୯,୦୦୦ରୁ ଅଧିକ ସଂରଚିତ B2B (ବ୍ୟବସାୟରୁ ବ୍ୟବସାୟ) ଏବଂ B2G (ବ୍ୟବସାୟରୁ ସରକାର) ବୈଠକ ଅନୁଷ୍ଠିତ ହୋଇଥିଲା, ଯାହା ନୂତନ ବାଣିଜ୍ୟିକ ସମ୍ପର୍କ ଓ ବଜାର ସମ୍ପ୍ରସାରଣ ପାଇଁ ବାଟ ଖୋଲିଛି ।

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶାର ଐତିହ୍ୟ, ଆଧ୍ୟାତ୍ମିକତା, ସମୁଦ୍ରକୂଳ, ବନ୍ୟପ୍ରାଣୀ, ପ୍ରକୃତି, ସାହସିକ ପର୍ଯ୍ୟଟନ, ଜନଜାତୀୟ ସଂସ୍କୃତି ଓ ଆଞ୍ଚଳିକ ଖାଦ୍ୟପେୟ ଭଳି ବିବିଧ ପର୍ଯ୍ୟଟନ ସମ୍ପଦକୁ ବିଶ୍ୱ ଦରବାରରେ ପ୍ରଦର୍ଶିତ କରାଯାଇଥିଲା। ଏହା ସହିତ ପର୍ଯ୍ୟଟନ ଓ ଆତିଥେୟତା କ୍ଷେତ୍ରରେ ନିବେଶ ବୃଦ୍ଧି ପାଇଁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରାୟ ୪୦ଟି ଅଗ୍ରଣୀ ଜାତୀୟ ହୋଟେଲ ବ୍ରାଣ୍ଡ ଏବଂ ୨୫୦ ଜଣ ରାଜ୍ୟ ନିବେଶକ ଭାଗ ନେଇଥିଲେ। ରାଜ୍ୟ ସରକାରଙ୍କ ପ୍ରଗତିଶୀଳ ନୀତି, ନିବେଶ ପ୍ରୋତ୍ସାହନ, ଜମି ଯୋଗାଣ ଏବଂ ସରଳୀକୃତ ପ୍ରକ୍ରିୟା ନିବେଶକମାନଙ୍କୁ ଆକୃଷ୍ଟ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଛି ।

ଏହି ଅବସରରେ MICE (ମିଟିଂ, ଇନ୍ସେଣ୍ଟିଭ, କନ୍‌ଫରେନ୍ସ ଓ ଏକ୍ସିବିସନ) ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଉଚ୍ଚସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହେବା ସହ ‘ଓଡ଼ିଶା MICE ଇନ୍ସେଣ୍ଟିଭ୍ ପୋର୍ଟାଲ’ର ଉଦ୍‌ଘାଟନ କରାଯାଇଥିଲା । ଓଡ଼ିଆ ଖାଦ୍ୟର ବ୍ରାଣ୍ଡ ଆମ୍ବାସାଡର ତଥା ସେଲିବ୍ରିଟି ସେଫ୍ ରଣବୀର ବ୍ରାରଙ୍କ ଉପସ୍ଥିତି ରାଜ୍ୟର ରାନ୍ଧଣା ପରମ୍ପରାକୁ ସ୍ୱତନ୍ତ୍ର ପରିଚୟ ଦେଇଥିଲା ।

ଏଥିସହ, ନିମନ୍ତ୍ରିତ କ୍ରେତାମାନଙ୍କ ପାଇଁ ୮ଟି ସ୍ୱତନ୍ତ୍ର FAM ଟୁର୍‌ ଆୟୋଜନ କରାଯାଇ ଓଡ଼ିଶାର ବିଭିନ୍ନ ଅପ୍ରକାଶିତ ପର୍ଯ୍ୟଟନ ସ୍ଥଳୀ ପରିଦର୍ଶନ କରାଯାଇଥିଲା। ୭ମ ଓଡ଼ିଶା ଟ୍ରାଭେଲ ବଜାରର ଏହି ସଫଳତା ରାଜ୍ୟରେ ନିଯୁକ୍ତି, ନିବେଶ ଏବଂ ଅର୍ଥନୈତିକ ଅଭିବୃଦ୍ଧିକୁ ନୂଆ ଦିଶା ଦେବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସାବ୍ୟସ୍ତ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

October 8, 2026
ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

October 8, 2026
ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version