• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
October 8, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ
Share on FacebookShare on TwitterWhatsapp

ବାଲିଗୁଡା (ଓଡିଶା ତାଜା ନ୍ୟୁଜ ) ନି.ପ୍ର :-  ଘରେ କେହି ନଥିବାର ସୁଯୋଗ ନେଇ ଝରକା ବାଟେ ପଶି ସୁନା ଅଳଙ୍କାର ଚୋରି। ଚୋରି କରିଥିବା ସୁନା ବିକ୍ରି କରି ସେହି ଟଙ୍କାରେ ଟ୍ରାକ୍ଟର କିଣିଥିବା ଅଭିଯୋଗରେ କୋଟଗଡ଼ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୧୨.୦୮୫ ଗ୍ରାମ ସୁନା, ନଗଦ ୨,୧୦୦ ଟଙ୍କା ଏବଂ ଗୋଟିଏ ଟ୍ରାକ୍ଟର ଜବତ କରାଯାଇଛି। ପୁଲିସ ସୂଚନା ଅନୁସାରେ, ଗତ ସେପ୍ଟେମ୍ବର ୩୦ ତାରିଖ ରାତିରେ ଶ୍ରୀରାମପୁର ଗ୍ରାମର ଲୁସିଆନ ବଡ଼ନାୟକ ଓ ତାଙ୍କ ପରିବାର ସଦସ୍ୟ ଘରେ ନଥିବା ସମୟରେ ଅଭିଯୁକ୍ତମାନେ ଝରକା ଦେଇ ଘର ଭିତରକୁ ପ୍ରବେଶ କରିଥିଲେ।

ପରେ ଆଲମାରୀ ଭାଙ୍ଗି ସେଥିରେ ଥିବା ସୁନା ଅଳଙ୍କାର ଚୋରି କରି ନେଇଥିଲେ।ଚୋରି ହୋଇଥିବା ସୁନା ଅଳଙ୍କାରକୁ ବିକ୍ରି କରି ମିଳିଥିବା ଟଙ୍କାରେ ଅଭିଯୁକ୍ତ ମାନେ ଏକ ଟ୍ରାକ୍ଟର କିଣିଥିବା ପୁଲିସ ତଦନ୍ତରୁ ଜଣାପଡ଼ିଛି। ଘଟଣା ସମ୍ପର୍କରେ କୋଟଗଡ଼ ଥାନା କେସ୍‌ ନଂ-୧୮୪, ତାରିଖ ୦୪.୧୦.୨୦୨୬ ରୁଜୁ କରାଯାଇ BNSର ଧାରା ୩୩୧(୪)/୩୦୫(ଏ) ଅନୁଯାୟୀ ତଦନ୍ତ ଆରମ୍ଭ ହୋଇଥିଲା।

ଗିରଫ ଅଭିଯୁକ୍ତ ମାନେ ହେଲେ ଶ୍ରୀରାମପୁର ନୂଆସାହିର ଲେଟ୍‌ ଚକ୍ରଧର ଉଠାଣସିଂହଙ୍କ ପୁଅ ଲିଟୁ ଉଠାଣସିଂହ, ଶ୍ରୀରାମପୁର ଓଡ଼ିଆସାହିର ନିରାକାର ବଡ଼କାନହରଙ୍କ ପୁଅ ପିତାବାସ ବଡ଼କାନହର ଏବଂ ମିଶନସାହି ଜୁବାଗୁଡ଼ାର କର୍ମ ବଡ଼ସେଠଙ୍କ ପୁଅ ପ୍ରେମାନନ୍ଦ ବଡ଼ସେଠ। ତିନିଜଣଙ୍କୁ ପୁଲିସ ଗିରଫ କରିବା ପରେ ଅଦାଲତକୁ ଚାଲାଣ କରିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ୨ଜଣ ନୂଆ ଶ୍ରମ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ନୟାଗଡ଼ରେ ୨ଜଣ ନୂଆ ଶ୍ରମ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

October 8, 2026
ଆନ୍ତର୍ଜାତିକ ପାଠାଗାର ସଂଗ୍ରହାଳୟ ରେ ଥିବା ପୁରାତନ ଓ ଦୁର୍ଲଭ ତାଳପତ୍ର ପୋଥି ରୁ ଅନେକ ଗବେଷଣା ତଥ୍ୟମାନ ସଂଗ୍ରହ କଲେ

ଆନ୍ତର୍ଜାତିକ ପାଠାଗାର ସଂଗ୍ରହାଳୟ ରେ ଥିବା ପୁରାତନ ଓ ଦୁର୍ଲଭ ତାଳପତ୍ର ପୋଥି ରୁ ଅନେକ ଗବେଷଣା ତଥ୍ୟମାନ ସଂଗ୍ରହ କଲେ

October 8, 2026
ପ୍ଲାଷ୍ଟିକ କପରେ ଚାହା, କ୍ୟାନ୍ସରକୁ ସାହା , ବୋଲି ଭିନ୍ନ ଏକ ସଚେତନତା କାର୍ଯ୍ୟକ୍ରମ

ପ୍ଲାଷ୍ଟିକ କପରେ ଚାହା, କ୍ୟାନ୍ସରକୁ ସାହା , ବୋଲି ଭିନ୍ନ ଏକ ସଚେତନତା କାର୍ଯ୍ୟକ୍ରମ

October 8, 2026
ପ୍ରାଚୀ ମୁଲକ୍ ତୈଳ ବୈଶ୍ୟ ସମାଜର ଭ୍ରାମ୍ୟମାଣ କାର୍ଯ୍ୟକାରିଣୀ ବୈଠକ

ପ୍ରାଚୀ ମୁଲକ୍ ତୈଳ ବୈଶ୍ୟ ସମାଜର ଭ୍ରାମ୍ୟମାଣ କାର୍ଯ୍ୟକାରିଣୀ ବୈଠକ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ୨ଜଣ ନୂଆ ଶ୍ରମ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ନୟାଗଡ଼ରେ ୨ଜଣ ନୂଆ ଶ୍ରମ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

October 8, 2026
ଆନ୍ତର୍ଜାତିକ ପାଠାଗାର ସଂଗ୍ରହାଳୟ ରେ ଥିବା ପୁରାତନ ଓ ଦୁର୍ଲଭ ତାଳପତ୍ର ପୋଥି ରୁ ଅନେକ ଗବେଷଣା ତଥ୍ୟମାନ ସଂଗ୍ରହ କଲେ

ଆନ୍ତର୍ଜାତିକ ପାଠାଗାର ସଂଗ୍ରହାଳୟ ରେ ଥିବା ପୁରାତନ ଓ ଦୁର୍ଲଭ ତାଳପତ୍ର ପୋଥି ରୁ ଅନେକ ଗବେଷଣା ତଥ୍ୟମାନ ସଂଗ୍ରହ କଲେ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version