• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୋଲିସ ବାହିନୀର ୭୧ତମ ରାଜ୍ୟସ୍ତରୀୟ ବୃତ୍ତିଗତ ଦକ୍ଷତା ପ୍ରତିଯୋଗିତା ଉଦ୍ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
October 8, 2026
in ଓଡ଼ିଶା, କଟକ, ହୋମ୍
0
ପୋଲିସ ବାହିନୀର ୭୧ତମ ରାଜ୍ୟସ୍ତରୀୟ ବୃତ୍ତିଗତ ଦକ୍ଷତା ପ୍ରତିଯୋଗିତା ଉଦ୍ଘାଟିତ
Share on FacebookShare on TwitterWhatsapp

କଟକ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :-  ପୂର୍ବାହ୍ନରେ ରାଜ୍ୟ ପୋଲିସ ବାହିନୀରେ କନଷ୍ଟେବଳ ଠାରୁ ଇନ୍ସପେକ୍ଟର ପାହ୍ୟା ପର୍ଯ୍ୟନ୍ତ କର୍ମଚାରୀଙ୍କର ବୃତ୍ତିଗତ ସ୍ତରରେ ଦକ୍ଷତା ବୃଦ୍ଧି ଲାଗି କଟକସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୧ତମ ବୃତ୍ତିଗତ ପ୍ରତିଯୋଗିତା ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି ବୃତ୍ତିଗତ ପ୍ରତିଯୋଗିତାରେ ରାଜ୍ୟର ୩୯ ଟି ପୋଲିସ ୟୁନିଟରୁ ୩୧୯ ଜଣ ପ୍ରତିଯୋଗୀ, ୪୫ ଶ୍ଵାନ, ୪୫ ଜଣ ହ୍ୟାଣ୍ଡେଲର ଅଂଶ ଗ୍ରହଣ କରିଛନ୍ତି । ୪୪ ଜଣ ଇନ୍ସପେକ୍ଟର, ୫୨ ଜଣ ଏସ.ଆଇ, ୫୪ ଜଣ ଏ.ଏସ.ଆଇ, ୧୭ ଜଣ ହାବିଲଦାର, ୧୫୨ ଜଣ କନଷ୍ଟେବଳ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି ।

ଏହି ଅବସରରେ ଡ଼ିଜିପି ଶ୍ରୀ ମିଶ୍ର କହିଥିଲେ ଯେ, ଅପରାଧ ନିରାକରଣ, ସଠିକ୍ ତଦନ୍ତ ଏବଂ ଆଇନର ଶାସନ ସୁନିଶ୍ଚିତ କରିବା ପୋଲିସର ମୁଖ୍ୟ ଦାୟିତ୍ୱ। ଆଧୁନିକ ଅପରାଧର ପରିବର୍ତ୍ତିତ ସ୍ୱରୂପକୁ ଦୃଷ୍ଟିରେ ରଖି ସାଇବର ଅପରାଧ, ଅନଲାଇନ୍ ଠକେଇ, ନାରୀ ଓ ଶିଶୁଙ୍କ ବିରୋଧରେ ଅପରାଧ ଭଳି ନୂଆ ଚ୍ୟାଲେଞ୍ଜର ମୁକାବିଲା ପାଇଁ ପୋଲିସ କର୍ମଚାରୀଙ୍କ ବୃତ୍ତିଗତ ଦକ୍ଷତା, ବୈଜ୍ଞାନିକ ଜ୍ଞାନ ଓ ପ୍ରଯୁକ୍ତିଗତ କୌଶଳକୁ ନିରନ୍ତର ଉନ୍ନତ କରିବା ଆବଶ୍ୟକ ବୋଲି ସେ ଗୁରୁତ୍ୱାରୋପ କରିଥିଲେ ଭାରତୀୟ ନ୍ୟାୟ ସଂହିତା,  ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ ଲାଗୁ ହେବା ପରେ ବୈଜ୍ଞାନିକ ତଦନ୍ତ, ଫରେନସିକ୍ ପ୍ରମାଣ ଓ ଡିଜିଟାଲ୍ ପ୍ରମାଣର ସଠିକ୍ ବ୍ୟବହାର ଉପରେ ଅଧିକ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି ବୋଲି ଡିଜିପି କହିଥିଲେ। ଏହି ଡ୍ୟୁଟି ମିଟ୍ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଜ୍ଞାନ, ଦକ୍ଷତା ଓ ଅଭିଜ୍ଞତାକୁ ପରଖିବା ସହ ପରସ୍ପରଠାରୁ ଶିଖିବାର ଏକ ଉତ୍ତମ ମଞ୍ଚ ବୋଲି ଡିଜିପି ଶ୍ରୀ ମିଶ୍ର ମତବ୍ୟକ୍ତ କରିଥିଲେ।

ଓଡ଼ିଶା ପୋଲିସ ଗତ କିଛି ବର୍ଷ ମଧ୍ୟରେ ସଂଗଠିତ ଅପରାଧ, ଉଗ୍ରବାଦ, ନିଶାଦ୍ରବ୍ୟ ଚୋରାଚାଲାଣ, ଅବୈଧ ଅସ୍ତ୍ର କାରବାର ଓ ମାନବ ଚାଲାଣ ବିରୋଧରେ ଦୃଢ଼ ପଦକ୍ଷେପ ନେଇଛି ବୋଲି ଡିଜିପି କହିଥିଲେ। POCSO ଓ ଅନ୍ୟାନ୍ୟ ସମ୍ବେଦନଶୀଳ ମାମଲାରେ ଦ୍ରୁତ ତଦନ୍ତ ଓ ଦୋଷୀ ସାବ୍ୟସ୍ତ କରାଇବା ଦିଗରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଉଦ୍ୟମକୁ ସେ ପ୍ରଶଂସା କରିଥିଲେ। ନିକଟରେ ଝାରସୁଗୁଡ଼ାର ଏକ ଚୋରି ମାମଲାରେ ମାତ୍ର ୧୭ ଦିନ ମଧ୍ୟରେ ଦୋଷୀ ସାବ୍ୟସ୍ତ ହେବା ଏହାର ଏକ ଉଦାହରଣ ବୋଲି ସେ କହିବା ସହ ଝାରସୁଗୁଡ଼ା ଏସ୍‌ପି ଓ ତାଙ୍କ ଟିମ୍‌କୁ ଅଭିନନ୍ଦନ ଜଣାଇଥିଲେ। ଏହି ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନକାରୀଙ୍କୁ ଚୟନ କରାଯାଇ ଆଗାମୀ All India Police Duty Meet ପାଇଁ ଓଡ଼ିଶା ପୋଲିସର ଦଳ ଗଠନ କରାଯିବ। ଏହି ଅବସରରେ ଡିଜିପି ସମସ୍ତ ପ୍ରତିଯୋଗୀଙ୍କୁ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିବା ସହ ପରସ୍ପରଠାରୁ ଶିଖି ଓଡ଼ିଶା ପୋଲିସର ଗୌରବ ବୃଦ୍ଧି କରିବାକୁ ଆହ୍ୱାନ ଦେଇଥିଲେ।

ନାଗରିକଙ୍କ ସୁରକ୍ଷା, ମହିଳା ଓ ଶିଶୁଙ୍କ ସୁରକ୍ଷା, ସାମ୍ପ୍ରଦାୟିକ ସୌହାର୍ଦ୍ଦ ବଜାୟ ରଖିବା ଏବଂ ହିଂସା ରୋକିବା ପୋଲିସର ସର୍ବୋଚ୍ଚ ପ୍ରାଥମିକତା ବୋଲି ଡିଜିପି କହିଥିଲେ। ଜନସାଧାରଣଙ୍କ ଆସ୍ଥା ହେଉଛି ପୋଲିସର ସବୁଠାରୁ ବଡ଼ ଶକ୍ତି ଏବଂ ସତ୍ୟ, ନ୍ୟାୟ, ସମ୍ବେଦନଶୀଳତା ଓ ନିଷ୍ଠାର ସହିତ ପୋଲିସ କର୍ମଚାରୀମାନେ ଜନସେବା ଜାରି ରଖିବା ଆବଶ୍ୟକ ବୋଲି ସେ ମତବ୍ୟକ୍ତ କରିଥିଲେ । ଆଇଜିପି, କ୍ରାଇମବ୍ରାଞ୍ଚ ଡ଼ଃ ସାର୍ଥକ ଷଡଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହେଉଛି । ଏହି ଅବସରରେ ଡ଼ଃ ସାର୍ଥକ ଷଡଙ୍ଗୀ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ଡି.ଆଇ.ଜି, କ୍ରାଇମବ୍ରାଞ୍ଚ, ଶ୍ରୀ ମଡ଼କର ସନ୍ଦୀପ ସମ୍ପଦ ଧନ୍ୟବାଦ ଅର୍ପଣ କରିଥିଲେ । ଆଜିର ଏହି ଉଦଘାଟନୀ ଉତ୍ସବରେ ରାଜ୍ୟ ପୋଲିସର ବହୁ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026
ଓଡ଼ିଶା ବନ୍ଦ ପାଇଁ ଇଣ୍ଡିଆ ମେଣ୍ଟ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ଓଡ଼ିଶା ବନ୍ଦ ପାଇଁ ଇଣ୍ଡିଆ ମେଣ୍ଟ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

October 8, 2026
ଅଶାନ୍ତ ବ୍ରହ୍ମଗିରି ଗୁଳିମାଡରେ ଯୁବକ ଗୁରୁତର ଭୁବନେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର

ଅଶାନ୍ତ ବ୍ରହ୍ମଗିରି ଗୁଳିମାଡରେ ଯୁବକ ଗୁରୁତର ଭୁବନେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର

October 8, 2026
“ବିକଶିତ ଭାରତ @୨୦୪୭” ସାମୂହିକ ସଂକଳ୍ପ ଓ “ସେବା ଜ୍ୟୋତି” ପଦଯାତ୍ରା ଅନୁଷ୍ଠିତ 

“ବିକଶିତ ଭାରତ @୨୦୪୭” ସାମୂହିକ ସଂକଳ୍ପ ଓ “ସେବା ଜ୍ୟୋତି” ପଦଯାତ୍ରା ଅନୁଷ୍ଠିତ 

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026
ଓଡ଼ିଶା ବନ୍ଦ ପାଇଁ ଇଣ୍ଡିଆ ମେଣ୍ଟ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ଓଡ଼ିଶା ବନ୍ଦ ପାଇଁ ଇଣ୍ଡିଆ ମେଣ୍ଟ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version