• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ୟୁଟ୍ୟୁବ୍ ରୁ ପ୍ରଶିକ୍ଷଣ ପାଇ ବ୍ୟାଙ୍କ ଲୁଟ୍ ର ନୂଆ ତରିକା ଆପଣେଇଲେ ଅଭିଯୁକ୍ତ – ୨ଟି ବ୍ୟାଙ୍କ ଲୁଟ ଘଟଣାର କମିଶନରେଟ ପୋଲିସ କରିଛି ପର୍ଦ୍ଦାଫାସ ।

Proprietor Abhimanyu Maharana by Proprietor Abhimanyu Maharana
October 5, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ୟୁଟ୍ୟୁବ୍ ରୁ ପ୍ରଶିକ୍ଷଣ ପାଇ ବ୍ୟାଙ୍କ ଲୁଟ୍ ର ନୂଆ ତରିକା ଆପଣେଇଲେ ଅଭିଯୁକ୍ତ – ୨ଟି ବ୍ୟାଙ୍କ ଲୁଟ ଘଟଣାର କମିଶନରେଟ ପୋଲିସ କରିଛି ପର୍ଦ୍ଦାଫାସ ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୫ ଅକ୍ଟୋବର ସୋମବାର) ଭୁବନେଶ୍ୱର :- ୨ଟି ବ୍ୟାଙ୍କ ଲୁଟ ଘଟଣାର କମିଶନରେଟ ପୋଲିସ କରିଛି ପର୍ଦ୍ଦାଫାସ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀ କରି ଲୁଟ୍ ଓ ଅଭିଯୁକ୍ତଙ୍କ ସଂପର୍କରେ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ସୂଚନ ଦେଇଛନ୍ତି । ଭୁବନେଶ୍ୱର ନନ୍ଦନବିହାର ବରିମୁଣ୍ଡ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ଲୁଟ୍ ଘଟଣାରେ ମାଷ୍ଟରମାଇଣ୍ଡ ୨୫ ବର୍ଷିୟ ସୌମ୍ୟ ରଂଜନ ଜେନାଙ୍କୁ ଗିରଫ କରିବା ସହ ୧୦ ଲକ୍ଷ ଟଙ୍କା ଜବତ କରାଯାଇଛି । ସେ ବ୍ୟାଙ୍କ ଋଣ ସୁଝିବା ପାଇଁ ଲୁଟ୍ କରିଥିବା ଜଣାପଡିଛି ।

ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେଉଁ ବ୍ୟାଙ୍କରୁ ଅଭିଯୁକ୍ତ ଲୁଟ୍ କରିଛି ସେହି ବ୍ୟାଙ୍କରେ ତାର ଆକାଉଁଟ ରହିଛି । ବ୍ୟାଙ୍କ ଲୁଟର ମାଷ୍ଟର ମାଇଣ୍ଡ ସୌମ୍ୟରଂଜନକୁ ଗିରଫ କରିବା ସହ ଲୁଟରେ ବ୍ୟବହୃତ ଗାଡି ଓ ବନ୍ଧୁକ ଜବତ କରିଛି । ତେବେ ଲୁଟ କରିବା ପୂର୍ବରୁ ୟୁଟ୍ୟୁବରୁ ଲୁଟର ତରିକା ଶିଖିଥିଲା ଅଭିଯୁକ୍ତ। ସୂଚନା ଅନୁସାରେ ସୌମ୍ୟରଂଜନ ବ୍ୟାଙ୍କରୁ ୧୯ ଲକ୍ଷ ଟଙ୍କା ଋଣ ନେଇ ବ୍ୟବସାୟ ଆରମ୍ଭ କରିଥିଲା । ମାତ୍ର ଲକଡାଉନରେ ବ୍ୟବସାୟ ମାନ୍ଦା ଥିବାରୁ ସେ ଋଣ ସୁଝି ପାରିନଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

October 10, 2026
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

October 10, 2026
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version