• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 10, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ
Share on FacebookShare on TwitterWhatsapp

ରଣପୁର (ଓଡିଶା ତାଜା ନ୍ୟୁଜ ) ନି.ପ୍ର  :- ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ‘ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ-୨୦୨୬’ ଅବସରରେ ରଣପୁର ମେଡିକାଲ ପରିସରରେ ଏକ ଆଇନ ସଚେତନତା ଓ ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ସକାଳ 11 ଘଣ୍ଟିକା ସମୟରେ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ତାଲୁକ ଲିଗାଲ ସର୍ଭିସ କମିଟି ର ସଚିବ ଶ୍ରୀ ଶ୍ରିଦିପ୍ ମିଶ୍ର ଶୁଭାରମ୍ଭ କରିଥିଲେ ।

ଚଳିତ ବର୍ଷର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସର ବିଷୟବସ୍ତୁ “Lived Experiences Heard: Real Voices, Real Change”  ରହିଛି । ମାନସିକ ସ୍ୱାସ୍ଥ୍ୟ ସମସ୍ୟାର ଅନୁଭୂତି ଥିବା ବ୍ୟକ୍ତିମାନଙ୍କ କଥା ଶୁଣିବା ଏବଂ ସେମାନଙ୍କ ଅନୁଭୂତିକୁ ମାନସିକ ସ୍ୱାସ୍ଥ୍ୟ ନୀତି, ସେବା ଓ ନିଷ୍ପତ୍ତି ଗ୍ରହଣରେ ଗୁରୁତ୍ୱ ଦେବା ଉପରେ ଏହି ବର୍ଷ ଗୁରୁତ୍ୱ ଦିଆଯାଇଛି । କାର୍ଯ୍ୟକ୍ରମରେ ମାନସିକ ସ୍ୱାସ୍ଥ୍ୟର ଗୁରୁତ୍ୱ, ମାନସିକ ଚାପ,

ଅବସାଦ, ଚିନ୍ତା ଓ ଅନ୍ୟାନ୍ୟ ମାନସିକ ସମସ୍ୟା ସମ୍ପର୍କରେ ସଚେତନତା ପ୍ରଦାନ କରାଯାଇଥିଲା । ମାନସିକ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ସମାଜରେ ଥିବା ଭ୍ରାନ୍ତ ଧାରଣା ଓ ଅପବାଦକୁ ଦୂର କରିବା ସହ ଆବଶ୍ୟକ ସମୟରେ ଯୋଗ୍ୟ ଡାକ୍ତର ଓ ମାନସିକ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶ ନେବାକୁ ଉପସ୍ଥିତ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଥିଲା ।

ଏହି ଅବସରରେ ଆଇନଜୀବୀଙ୍କ ପକ୍ଷରୁ ମାନସିକ ସ୍ୱାସ୍ଥ୍ୟ ସହିତ ଜଡ଼ିତ  ‘ମାନବ ଅଧିକାର, ଆଇନଗତ ସୁରକ୍ଷା, ମର୍ଯ୍ୟାଦା ଓ ଭେଦଭାବରୁ ସୁରକ୍ଷା’ ସମ୍ପର୍କରେ ମଧ୍ୟ ଆଇନ ସଚେତନତା ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ତାଲୁକ୍ ଆଇନ୍ ସେବା କମିଟିର ପ୍ରତିନିଧି, ପ୍ୟାନେଲ୍ ଆଇନଜୀବୀ, ଯଥା ଶ୍ରୀ ସୁବାଷ ଚନ୍ଦ୍ର ଜେନା, ପ୍ରିୟବ୍ରତ ପ୍ରହରାଜ, କୃପାସିନ୍ଧୁ ବେହେରା ଓ ସୁଦର୍ଶନ ମାନସିଂହ, ପାରାଲିଗାଲ୍ ଭଲ୍ୟୁଣ୍ଟିୟର୍ସ (PLVs), ଆଶାକର୍ମୀ, ମେଡିକାଲ୍ ଆସୋସିଏଟ୍ ଷ୍ଟାଫ୍ ,

ଡକ୍ଟର ଦେବାଶିଷ ଏବଂ ଅନ୍ୟାନ୍ୟ ଉପସ୍ଥିତ ବ୍ୟକ୍ତିମାନେ ଯୋଗଦେଇଥିଲେ । ସମସ୍ତଙ୍କୁ ମାନସିକ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବା ସହ ମାନସିକ ସମସ୍ୟାରେ ପୀଡ଼ିତ ବ୍ୟକ୍ତିଙ୍କୁ ଅବହେଳା କିମ୍ବା ଭେଦଭାବ ନକରି  ସହାନୁଭୂତି, ସମ୍ମାନ ଓ ଆବଶ୍ୟକ ସହଯୋଗ ପ୍ରଦାନ କରିବାକୁ ଆହ୍ୱାନ କରାଯାଇଥିଲା । ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ଏହି କାର୍ଯ୍ୟକ୍ରମ ମାଧ୍ୟମରେ “ମାନସିକ ସ୍ୱାସ୍ଥ୍ୟ ମଧ୍ୟ ସ୍ୱାସ୍ଥ୍ୟର ଏକ ଅବିଚ୍ଛେଦ୍ୟ ଅଂଶ” ବୋଲି ସଚେତନତା ସୃଷ୍ଟି କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Vedanta Aluminium Empowers 100+ SHG Women with Ragi-Based Entrepreneurial Avenues in Lanjigada

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି ଲାଞ୍ଜିଗଡ଼ରେ କମ୍ପାନୀର ସଖୀ ଏସ୍ଏଚ୍‍ଜି ଉଦ୍ୟମରେ ଏହି ପଦକ୍ଷେପ ନିଆଯାଇଛି

Dr. Ashok Kumar Mittal Brings Together Leaders, Faith Traditions, Country Ambassadors and Sporting Champions at ‘Seva Sankalp – Rashtranirman Ke 25 Saal’

Dr. Ashok Kumar Mittal Brings Together Leaders, Faith Traditions, Country Ambassadors and Sporting Champions at ‘Seva Sankalp – Rashtranirman Ke 25 Saal’

October 10, 2026
ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

October 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium Empowers 100+ SHG Women with Ragi-Based Entrepreneurial Avenues in Lanjigada

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି ଲାଞ୍ଜିଗଡ଼ରେ କମ୍ପାନୀର ସଖୀ ଏସ୍ଏଚ୍‍ଜି ଉଦ୍ୟମରେ ଏହି ପଦକ୍ଷେପ ନିଆଯାଇଛି

October 10, 2026
Vedanta Aluminium Empowers 100+ SHG Women with Ragi-Based Entrepreneurial Avenues in Lanjigada

Vedanta Aluminium Empowers 100+ SHG Women with Ragi-Based Entrepreneurial Avenues in Lanjigada

October 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version