• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମହାଦୁର୍ନୀତିର ମହା ଖଳନାୟକ ଶ୍ରୀ ବରେନ୍ଦ୍ର ଧଳ ; ଅଭିଯୋଗ କରି ଧାରଣାରେ ବସିଲେ ବୃଦ୍ଧାଚାଷୀ ନରେନ୍ଦ୍ର ମହାପାତ୍ର – ଢେଙ୍କାନାଳ

Proprietor Abhimanyu Maharana by Proprietor Abhimanyu Maharana
October 5, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମହାଦୁର୍ନୀତିର ମହା ଖଳନାୟକ ଶ୍ରୀ ବରେନ୍ଦ୍ର ଧଳ ; ଅଭିଯୋଗ କରି ଧାରଣାରେ ବସିଲେ ବୃଦ୍ଧାଚାଷୀ ନରେନ୍ଦ୍ର ମହାପାତ୍ର – ଢେଙ୍କାନାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୫ ଅକ୍ଟୋବର ସୋମବାର) ଢେଙ୍କାନାଳ :- ମହାଦୁର୍ନୀତିର ମହା ଖଳନାୟକ ଶ୍ରୀ ବରେନ୍ଦ୍ର ଧଳ, ଢେଙ୍କାନାଳରେ ବସି କଲେଣି ଖୋଳ । ଅଫିସ୍ କୁ ଆସୁଥିବା ଗରିବ ଚାଷୀ ଝିଅବୋହୂଙ୍କୁ ଦୁର୍ବ୍ୟବହାର, ଆୱାର୍ଡ ଟଙ୍କା ହଡ଼ପ,ଲାଞ୍ଚ ଓ ହାଇକୋର୍ଟ ଅବମାନନା ଏଭଳି ଅନେକ ଅଭିଯୋଗ କରି ସ୍ଥାନୀୟ ମହିଷାପାଟ ସ୍ଥିତ ରେଙ୍ଗାଳି ଦକ୍ଷିଣ ପାର୍ଶ୍ଵ କେନାଲ, ବିଭାଗ ଫଳକ ନିକଟରେ ଧାରଣାରେ ବସିଛନ୍ତି କଟକ ଜିଲ୍ଲା ଆଠଗଡ଼ ସ୍ଥିତ କଣ୍ଡରେଇ ଗ୍ରାମର ଶ୍ରୀ ନରେନ୍ଦ୍ର ମହାପାତ୍ର ।

ଅଭିଯୋଗ ମୁତାବକ, ଶ୍ରୀ ନରେନ୍ଦ୍ର ମହାପାତ୍ର, ପିତା ସ୍ୱର୍ଗତ ରାଧାଶ୍ୟାମ ମହାପାତ୍ର, ସା-କଣ୍ଡରେଇ, ଆଠଗଡ଼। ଆଠଗଡ଼ ସ୍ଥିତ ସାବିତ୍ରୀ ପୁର ଓ କଣ୍ଡରେଇ ମୌଜାରେ ଯାଉଥିବା ରେଙ୍ଗାଳି ରାଇଟ କେନାଲର ଭୂମି ଅଧିଗ୍ରହଣ ପାଇଁ ସ୍ଵର୍ଗତ ରାଧାଶ୍ୟାମ ମହାପାତ୍ରଙ୍କ ପିତା ସ୍ଵର୍ଗତ ଶ୍ରୀନାଥ ମହାପାତ୍ରଙ୍କ ନାମରେ ଥିବା ସତ୍ତ୍ବ ଅଧିକାରୀ ଚାରିପୁଅ ଓ ଜଣେ ଝିଅଙ୍କୁ ନୋଟିସ୍ ହୋଇଛି । ଅଶିଂଦାର ମାନଙ୍କୁ ଆୱାର୍ଡ ମିଳିବା କଥା କିନ୍ତୁ ଏହି ବିଭାଗର ସ୍ବତନ୍ତ୍ର ଭୂ-ଅର୍ଜନ ଅଧିକାରୀ ଶ୍ରୀ ବରେନ୍ଦ୍ର ଧଳ ଭାଇମାନଙ୍କ ଭିତରେ ଝଗଡ଼ା ଲଗାଇ ଚଞ୍ଚକତା କରି ବେଆଇନ ଭାବେ ସ୍ୱର୍ଗତ ଶ୍ରୀନାଥ ମହାପାତ୍ରଙ୍କ ବଡପୁଅ ସ୍ୱର୍ଗତ ରାଧାଶ୍ୟାମ ମହାପାତ୍ରଙ୍କ ଆୱାର୍ଡ଼ ରାଶି ନ ମିଳିବାକୁ ଚକ୍ରାନ୍ତ ଚଳାଇଛନ୍ତି ।

ଏ ନେଇ ମାନ୍ୟବର ଉଚ୍ଚନ୍ୟାୟାଳୟରେ WP(C)-0010431/2019 ରେ ବିଚାରାଧିନ ଥିବାବେଳେ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ନୋଟିସର ଜବାବ ନ ଦେଇ ଓ ନିର୍ଦ୍ଦେଶକୁ ଅବମାନନା କରି ବେଆଇନ ଭାବେ ଆୱାର୍ଡ଼ ରାଶି ପଇଠ କରିବା ସହିତ ସରକାରୀ ନିୟମକୁ ଉଲ୍ଲଂଘନ ଏବଂ ଆସୁଥିବା ଗରିବ ଚାଷୀ ଝିଅବୋହୂଙ୍କୁ ଦୁର୍ବ୍ୟବହାର ଓ ଲାଞ୍ଚ ମାଗିବା ଏଭଳି ଅନେକ ଅଭିଯୋଗ କରି ଧାରଣାରେ ବସିଛନ୍ତି ଏବଂ ଏହାର ସି ବି ଆଇ ତଦନ୍ତ ନିମନ୍ତେ ଦାବି କରିଛନ୍ତି ଶ୍ରୀ ନରେନ୍ଦ୍ର ମହାପାତ୍ର। (ଢେଙ୍କାନାଳ/ରିପୋର୍ଟ୍, ଅମର ରଞ୍ଜନ ଦାସ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ

ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ

September 29, 2026
କ୍ରୀଡ଼ା ପ୍ରତିଭାକୁ ସମ୍ମାନ, ବାଲିଗୁଡ଼ା କ୍ରୀଡ଼ା ସଂଘର ନିଆରା ପଦକ୍ଷେପ : ପ୍ରତିଯୋଗୀ ଙ୍କୁ ସମ୍ମାନିତ

କ୍ରୀଡ଼ା ପ୍ରତିଭାକୁ ସମ୍ମାନ, ବାଲିଗୁଡ଼ା କ୍ରୀଡ଼ା ସଂଘର ନିଆରା ପଦକ୍ଷେପ : ପ୍ରତିଯୋଗୀ ଙ୍କୁ ସମ୍ମାନିତ

September 29, 2026
ଶତାୟୁ ଜଳଧର ଙ୍କ ସ୍ମୃତି ଚାରଣ ଓ ସ୍ମରଣିକା ଉନ୍ମୋଚନ

ଶତାୟୁ ଜଳଧର ଙ୍କ ସ୍ମୃତି ଚାରଣ ଓ ସ୍ମରଣିକା ଉନ୍ମୋଚନ

September 29, 2026
ପୁରୀ ଜିଲା କଂଗ୍ରେସ ପକ୍ଷରୁ ମୁଖ୍ଯ ନିର୍ବାଚନ କମିଶନରଙ୍କ କୁଶପୁତ୍ତଳିକା ଦାହ ଓ ବିକ୍ଷୋଭ

ପୁରୀ ଜିଲା କଂଗ୍ରେସ ପକ୍ଷରୁ ମୁଖ୍ଯ ନିର୍ବାଚନ କମିଶନରଙ୍କ କୁଶପୁତ୍ତଳିକା ଦାହ ଓ ବିକ୍ଷୋଭ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ

ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ

September 29, 2026
କ୍ରୀଡ଼ା ପ୍ରତିଭାକୁ ସମ୍ମାନ, ବାଲିଗୁଡ଼ା କ୍ରୀଡ଼ା ସଂଘର ନିଆରା ପଦକ୍ଷେପ : ପ୍ରତିଯୋଗୀ ଙ୍କୁ ସମ୍ମାନିତ

କ୍ରୀଡ଼ା ପ୍ରତିଭାକୁ ସମ୍ମାନ, ବାଲିଗୁଡ଼ା କ୍ରୀଡ଼ା ସଂଘର ନିଆରା ପଦକ୍ଷେପ : ପ୍ରତିଯୋଗୀ ଙ୍କୁ ସମ୍ମାନିତ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version