• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ପୋଲିସ ଓ ଆରଟିଓ ପକ୍ଷରୁ ମିଳିତ ଟ୍ରାଫିକ୍ ସଚେତନତା ଓ ଯାଞ୍ଚ ଅଭିଯାନ

Proprietor Abhimanyu Maharana by Proprietor Abhimanyu Maharana
October 11, 2026
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ପୋଲିସ ଓ ଆରଟିଓ ପକ୍ଷରୁ ମିଳିତ ଟ୍ରାଫିକ୍ ସଚେତନତା ଓ ଯାଞ୍ଚ ଅଭିଯାନ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର  :- ସଡ଼କ ଦୁର୍ଘଟଣା ହ୍ରାସ କରିବା, ଟ୍ରାଫିକ୍ ନିୟମ ପାଳନ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଏବଂ ମୂଲ୍ୟବାନ ଜୀବନ ସୁରକ୍ଷା କରିବା ଉଦ୍ଦେଶ୍ୟରେ ଆଜି ପୁରୀ ପୋଲିସ ଓ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପୁରୀ ପକ୍ଷରୁ ମିଳିତ ଭାବେ ଏକ ଟ୍ରାଫିକ୍ ସଚେତନତା ଓ ଯାଞ୍ଚ ଅଭିଯାନ ଆୟୋଜନ କରାଯାଇଥିଲା । ପୁରୀ ସହରର ଏନ୍‌ଏଚ୍‌-୩୧୬ ଅନ୍ତର୍ଗତ ସଦର ଥାନା ଛକଠାରେ ଆଜି ପୂର୍ବାହ୍ନ ୧୧ଟା ସମୟରେ ଏହି ଅଭିଯାନ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପୁରୀ ଏସ୍‌ପି ପ୍ରତୀକ ସିଂ ,ପୁରୀ ଆରଟିଓ, ସିଟି ଡିଏସ୍‌ପି, ଏସ୍‌ଡିପିଓ, ସଦର ଏବଂ ଏସି, ହୋମ୍‌ଗାର୍ଡଙ୍କ ସମେତ ପୋଲିସ ଓ ପରିବହନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

ଅଭିଯାନ ସମୟରେ ଗାଡ଼ି ଚାଳକମାନଙ୍କୁ ଟ୍ରାଫିକ୍ ନିୟମ ପାଳନ, ଦୁଇଚକିଆ ଯାନ ଚଳାଇବା ସମୟରେ ହେଲମେଟ୍ ପରିଧାନ, ଚାରିଚକିଆ ଯାନରେ ସିଟ୍‌ବେଲ୍ଟ ବ୍ୟବହାର, ନିର୍ଦ୍ଧାରିତ ଗତିସୀମା ମଧ୍ୟରେ ଗାଡ଼ି ଚଳାଇବା, ମଦ୍ୟପାନ କରି ଗାଡ଼ି ନ ଚଳାଇବା ଏବଂ ଗାଡ଼ି ଚଳାଇବା ସମୟରେ ମୋବାଇଲ୍ ଫୋନ ବ୍ୟବହାର ନ କରିବା ସମ୍ପର୍କରେ ସଚେତନ କରାଯାଇଥିଲା । ଏହି ଅବସରରେ ଦୁଇଚକିଆ ଯାନ ଚାଳକମାନଙ୍କୁ ହେଲମେଟ୍ ବଣ୍ଟନ କରାଯାଇ ସୁରକ୍ଷିତ ଯାତାୟାତ ଏବଂ ହେଲମେଟ୍‌ର ନିୟମିତ ବ୍ୟବହାର ପାଇଁ ଉତ୍ସାହିତ କରାଯାଇଥିଲା ।

ଏଥିସହ ଟ୍ରାଫିକ୍ ନିୟମ ଉଲ୍ଲଂଘନ କରୁଥିବା ଯାନବାହନଗୁଡ଼ିକୁ ଯାଞ୍ଚ କରାଯାଇ ନିୟମାନୁଯାୟୀ ଆବଶ୍ୟକ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱ ଦିଆଯାଇଥିଲା । ପୁରୀ ପୋଲିସ ପକ୍ଷରୁ ସମସ୍ତ ଗାଡ଼ି ଚାଳକ ଓ ରାସ୍ତା ବ୍ୟବହାରକାରୀଙ୍କୁ ଟ୍ରାଫିକ୍ ନିୟମ ପାଳନ କରିବା, ନିଜ ସୁରକ୍ଷା ସହ ଅନ୍ୟମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବା ଏବଂ ଦାୟିତ୍ୱବାନ ନାଗରିକ ଭାବେ ସଡ଼କ ସୁରକ୍ଷାକୁ ପ୍ରାଥମିକତା ଦେବାକୁ ଆହ୍ୱାନ କରାଯାଇଛି। ପୁରୀ ପୋଲିସ ଆପଣଙ୍କ ସୁରକ୍ଷା, ଆମର ପ୍ରାଥମିକତା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026
ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

October 11, 2026
 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

October 11, 2026
ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ

ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026
ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version