• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
October 18, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ
Share on FacebookShare on TwitterWhatsapp

ଖୋରଧା (ଓଡିଶା ତାଜା ନ୍ୟୂଜ ) (ନି.ପ୍ର) ଜଟଣୀ :- ପୂର୍ବତଟ ରେଳପଥର ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ନୂତନ ଶ୍ରମ ସଂହିତାର ବିଭିନ୍ନ ବ୍ୟବସ୍ଥା, ଏହାର ଗୁରୁତ୍ୱ ଓ ଆବଶ୍ୟକତା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ନିମନ୍ତେ ମଣ୍ଡଳ ରେଳ ପ୍ରବନ୍ଧକଙ୍କ ସମ୍ମିଳନୀ କକ୍ଷରେ ଏକ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଥିଲା । ମଣ୍ଡଳର ବିଭିନ୍ନ ବିଭାଗ ଏବଂ ସେଗୁଡ଼ିକରେ କାର୍ଯ୍ୟରତ ଠିକା ଶ୍ରମିକମାନଙ୍କ ସହ ଜଡ଼ିତ କର୍ମଚାରୀଙ୍କୁ ଶ୍ରମ ଆଇନ ଓ ଶ୍ରମିକ କଲ୍ୟାଣ ସମ୍ବନ୍ଧୀୟ ବ୍ୟବସ୍ଥା ବିଷୟରେ ଅବଗତ କରାଇବା ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ଥିଲା ।

ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧାରୋଡ଼ ମଣ୍ଡଳର ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ପରିଚାଳନା) ଶ୍ରୀ ପି.କେ. ବେହେରା, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଭିତ୍ତିଭୂମି) ଶ୍ରୀ ରାଜଧାରୀ ଯାଦବ,ବିଭିନ୍ନ ବିଭାଗର ଶାଖା ଅଧିକାରୀ, ପର୍ଯ୍ୟବେକ୍ଷକ ଏବଂ ରେଳ କାର୍ଯ୍ୟରେ ନିୟୋଜିତ ଠିକା ଶ୍ରମିକଙ୍କ ସମ୍ବନ୍ଧିତ କାର୍ଯ୍ୟ ପରିଚାଳନା କରୁଥିବା କର୍ମଚାରୀମାନେ ଯୋଗଦେଇଥିଲେ । ଏହି ଶିବିରରେ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଡିଏଫସିସିଆଇଏଲ୍‌ର ପୂର୍ବତନ ମୁଖ୍ୟ କାର୍ମିକ ଅଧିକାରୀ ତଥା ମାନବ ସମ୍ବଳ ବିଭାଗର ପୂର୍ବତନ ମହାପ୍ରବନ୍ଧକ ଶ୍ରୀ ହରି କ୍ରିଷ୍ଣନ୍ ନୂତନ ଶ୍ରମ ସଂହିତାର ବିଭିନ୍ନ ବ୍ୟବସ୍ଥା ଉପରେ ବିସ୍ତୃତ ଆଲୋକପାତ କରିଥିଲେ ।

ସେ ଶ୍ରମିକଙ୍କ କଲ୍ୟାଣ, କାର୍ଯ୍ୟସ୍ଥଳର ସୁରକ୍ଷା, ନିର୍ଦ୍ଧାରିତ ସମୟରେ ମଜୁରି ପ୍ରଦାନ, ଉପଯୁକ୍ତ କାର୍ଯ୍ୟ ପରିବେଶ ଏବଂ ରେଳ କାର୍ଯ୍ୟରେ ନିୟୋଜିତ ଠିକାଦାର ମାନଙ୍କ ଆଇନଗତ ଦାୟିତ୍ୱ ସମ୍ପର୍କରେ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନଙ୍କୁ ବୁଝାଇଥିଲେ। ପ୍ରଶିକ୍ଷଣ ଶିବିରରେ ଶ୍ରମ ଆଇନର ଅନୁପାଳନ, ଆବଶ୍ୟକ ଅନୁମତିପତ୍ର, ଅନୁଜ୍ଞାପତ୍ର ଏବଂ ଅନ୍ୟାନ୍ୟ ଆଇନଗତ ଆବଶ୍ୟକତା ସମ୍ପର୍କରେ ଉପସ୍ଥିତ ଅଧିକାରୀ ମାନଙ୍କ ସନ୍ଦେହ ଦୂର କରାଯାଇଥିଲା । ଶ୍ରମିକ କଲ୍ୟାଣ ସମ୍ବନ୍ଧୀୟ ବ୍ୟବସ୍ଥା ଗୁଡ଼ିକର ସଫଳ ରୂପାୟନ ନିମନ୍ତେ ରେଳ ପ୍ରଶାସନ, ଠିକାଦାର ଓ ଶ୍ରମ ବିଭାଗର ଅଧିକାରୀ ମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା ।

ରେଳ ପ୍ରତିଷ୍ଠାନ ଗୁଡ଼ିକରେ କାର୍ଯ୍ୟରତ ଠିକା ଶ୍ରମିକମାନଙ୍କ ସୁରକ୍ଷା, କଲ୍ୟାଣ ଓ ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବା ସହ ପ୍ରଯୁଜ୍ୟ ଶ୍ରମ ଆଇନ ଓ ଅନ୍ୟାନ୍ୟ ଆଇନଗତ ବ୍ୟବସ୍ଥାର ପୂର୍ଣ୍ଣ ଅନୁପାଳନ କରିବା ଉପରେ ଏହି ଶିବିରରେ ବିଶେଷ ଗୁରୁତ୍ୱାରୋପ କରାଯାଇଥିଲା । ଏଥିସହ ସୁରକ୍ଷିତ, ନ୍ୟାୟସଙ୍ଗତ ଓ ଶ୍ରମିକ ଅନୁକୂଳ କାର୍ଯ୍ୟ ପରିବେଶ ବଜାୟ ରଖିବା ଦିଗରେ ସମସ୍ତ ସମ୍ପୃକ୍ତ ପକ୍ଷଙ୍କ ଦାୟିତ୍ୱ ସମ୍ପର୍କରେ ସଚେତନ କରାଯାଇଥିଲା । ଖୋର୍ଦ୍ଧାରୋଡ଼ ମଣ୍ଡଳର ବରିଷ୍ଠ ମଣ୍ଡଳ କାର୍ମିକ ଅଧିକାରୀ ଶ୍ରୀ ପୋନ୍ନା ଭେଙ୍କଟେଶ ଏବଂ ମଣ୍ଡଳ କାର୍ମିକ ଅଧିକାରୀ ଶ୍ରୀ ଅମରେନ୍ଦ୍ରନାଥ ମିଶ୍ରଙ୍କ ମାର୍ଗଦର୍ଶନରେ ତଥା ମଣ୍ଡଳର ସମସ୍ତ ଶ୍ରମିକ କଲ୍ୟାଣ ନିରୀକ୍ଷକଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

October 18, 2026
BEE Organises Influencers’ Conclave 2026

BEE Organises Influencers’ Conclave 2026

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version