• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁକୁଳା ଡ୍ରେନ୍ ମରାମତି ସହିତ ସ୍ଲାବକଭର କାର୍ଯ୍ୟରେ ବ୍ୟତିକ୍ରମ କୁ ତଦାରଖ କରିବା ପାଇଁ ଦାବି

Proprietor Abhimanyu Maharana by Proprietor Abhimanyu Maharana
October 22, 2026
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
ମୁକୁଳା ଡ୍ରେନ୍ ମରାମତି ସହିତ ସ୍ଲାବକଭର କାର୍ଯ୍ୟରେ ବ୍ୟତିକ୍ରମ କୁ ତଦାରଖ କରିବା ପାଇଁ ଦାବି
Share on FacebookShare on TwitterWhatsapp

ନିମ୍ନ ମାନର ନିର୍ମାଣ କାର୍ଯ୍ୟ କୁ ନେଇ ତଦନ୍ତ  ଦାବିରେ ଖଣ୍ଡପଡ଼ା ସହର ବାସିନ୍ଦା 

ଖଣ୍ଡପଡ଼ା (ଓଡିଶା ତାଜା ନ୍ୟୂଜ ) ନି.ପ୍ର :- ଖଣ୍ଡପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବରେ ପରିଗଣିତ କରାଯାଇଛି କିନ୍ତୁ କୌଣସି ଉନ୍ନତି ମୂଳକ କାର୍ଯ୍ୟ ସଠିକ୍ ଏଷ୍ଟିମେଣ୍ଟ ଅନୁସାରେ କାର୍ଯ୍ୟକାରୀ ହେଉନଥିବାରୁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଏଠାକାର ଜନସାଧାରଣ । ଏଥି ନିମନ୍ତେ ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା ଅନେକ ଠିକାଦାର ଙ୍କ ମନମୁଖୀ କାର୍ଯ୍ୟ ପ୍ରତି ଦୃଷ୍ଟି ଦେବା ସହ ବ୍ୟାପକ ପରିମାଣରେ ଅପମିଶ୍ରଣ ଅଭିଯୋଗରେ କାର୍ଯ୍ୟ କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ  ଦାବି କରିଛନ୍ତି ସ୍ଥାନୀୟ ବୁଦ୍ଧିଜୀବୀ। ଖଣ୍ଡପଡ଼ା ଏନ୍ ଏ ସି ର ସମସ୍ତ  ୱାର୍ଡ ଅଧାଗଢ଼ା ଅବସ୍ତାରେ କାର୍ଯ୍ୟ ପଡି ରହିଥିବା ଦେଖି ବାକୁ ମିଳିଛି ।

କିଛି ମାସ ତଳେ ଖଣ୍ଡପଡ଼ା ଏନ୍ ଏ ସି କାର୍ଯ୍ୟାଳୟ ସମ୍ମୁଖରେ ଜନସାଧାରଣ ଅଭିଯୋଗ କରିଥିବା ରୁ  ଏନ୍ ଏ ସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଭିଷେକ ମିଶ୍ର ଜନସାଧାରଣ ଙ୍କ ଦାବି ରକ୍ଷା କରି  ସମସ୍ତ ୱାଡ଼ର୍ର ଗଳିକନ୍ଦିରେ ରାସ୍ତାଘାଟ ବୁଲି ତଦନ୍ତ କରି ରିପୋର୍ଟ ଦେବାକୁ କହିଛନ୍ତି। ଜନସାଧାରଣ ଙ୍କ ଜନହିତକର କାର୍ଯ୍ୟ କିପରି ପାଲଟିଛି ମରଣଯନ୍ତା ଦେଖିବାକୁ ମିଳିଛି । ଏଥି ପାଇଁ ଜନସାଧାରଣ ଙ୍କ ପାଇଁ ସରକାରଙ୍କ ଅନୁଦାନ ଅର୍ଥ ରାଶି କୁ ସଠିକ ଭାବେ କାର୍ଯ୍ୟ ନକରି ମନମୁଖୀ କାର୍ଯ୍ୟ କରି ଆତ୍ମସାତ  କରୁଥିବାରୁ ଶେଷରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି

ଏଠାକାର ଜନସାଧାରଣ ଯାତାୟତ କରିବା ପାଇଁ ବିପଦ ସଙ୍କୁଳ ଅବସ୍ଥାରେ ଥିବାରୁ ପରିସ୍ଥିତି ସଂକଟାପନ୍ନ ହେବାକୁ ଯାଉଛି ବୋଲି ଲୋକମାନେ ଅଭିଯୋଗ କରିଛନ୍ତି ।  ଏନ୍ ଏ ସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଭିଷେକ ମିଶ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ରୁ ଏହି ବ୍ୟତିକ୍ରମ କୁ ତଦାରଖ କରିବା ସହ ଠିକାଦାର ଙ୍କୁ ତାଗିଦ୍ କରିଥିଲେ । ନିର୍ମାଣ କାର୍ଯ୍ୟ ରେ ଆଗକୁ ସଠିକ ଭାବେ ଏଷ୍ଟିମେଣ୍ଟ ଅନୁସାରେ  କାର୍ଯ୍ୟରେ ଅନିୟମିତତା ଅଭିଯୋଗ କିମ୍ବା ଦେଖିବାକୁ ମିଳିଲେ ଏଥିପ୍ରତି ଦୃଷ୍ଟି ଦିଆଯିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

October 23, 2026
କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ

କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ

October 23, 2026
ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ

October 23, 2026
ସ୍ୱତନ୍ତ୍ର ଅଭିଯାନ ୬.୦ ଅଧୀନରେ ଖୋର୍ଦ୍ଧାରୋଡ୍ ମଣ୍ଡଳ ପକ୍ଷରୁ ‘ରେଳ ଜନ ସମ୍ବାଦ’ ଆୟୋଜିତ

ସ୍ୱତନ୍ତ୍ର ଅଭିଯାନ ୬.୦ ଅଧୀନରେ ଖୋର୍ଦ୍ଧାରୋଡ୍ ମଣ୍ଡଳ ପକ୍ଷରୁ ‘ରେଳ ଜନ ସମ୍ବାଦ’ ଆୟୋଜିତ

October 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

October 23, 2026
କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ

କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ

October 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version