• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ଦାବିରେ ଚାଲିଥିବା ସଚେତନତା ପଦଯାତ୍ରା ୨୧୦ ଦିନରେ

Proprietor Abhimanyu Maharana by Proprietor Abhimanyu Maharana
October 27, 2026
in ଓଡ଼ିଶା, ପୁରୀ, ହୋମ୍
0
ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ଦାବିରେ ଚାଲିଥିବା ସଚେତନତା ପଦଯାତ୍ରା ୨୧୦ ଦିନରେ
Share on FacebookShare on TwitterWhatsapp

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ପ୍ରବଳ ବର୍ଷା ବି ସତ୍ୟାଗ୍ରହୀଙ୍କ ମନୋବଳ ଭାଙ୍ଗିପାରିନି 

ପୁରୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ପୁରୀ ସହରବାସୀଙ୍କ ପାଇଁ ପୂର୍ବପରି ଶ୍ରୀମନ୍ଦିର ପ୍ରବେଶ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସୁବିଧା ପୁନଃ ପ୍ରଚଳନ ଦାବିରେ ଚାଲିଥିବା ସଚେତନତା ପଦଯାତ୍ରା ଆଜି ୨୧୦ ଦିନରେ ପହଞ୍ଚିଛି । ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ପୁରୀରେ ପ୍ରବଳ ବର୍ଷା ଲାଗି ରହିଥିବା ସତ୍ତ୍ୱେ ପଦଯାତ୍ରୀମାନେ ନିଜର ନ୍ୟାଯ୍ୟ ଦାବି ନେଇ ଅଟଳ ରହିଛନ୍ତି । ପ୍ରତିକୂଳ ପାଗକୁ ଖାତିର ନକରି ଏହି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରହିବା ସ୍ଥାନୀୟ ଭକ୍ତଙ୍କ ଦୃଢ଼ ଆସ୍ଥା ଓ ସଂକଳ୍ପକୁ ପ୍ରତିଫଳିତ କରୁଛି ।

ଏହି ସଚେତନତା ପଦଯାତ୍ରା ୧ ଏପ୍ରିଲ ଉତ୍କଳ ଦିବସରୁ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଏବଂ ଏପ୍ରିଲ ୨ ତାରିଖରେ ବଳଗଣ୍ଡିସ୍ଥିତ ଭକ୍ତ ସାଲବେଗ ପୀଠରୁ ଆରମ୍ଭ ହୋଇଥିଲା । ସେହିଦିନଠାରୁ ପଦଯାତ୍ରୀମାନେ ପ୍ରତିଦିନ ସିଂହଦ୍ୱାର ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଭାବେ ନିଜର ଦାବି ଜଣାଇ ଆସୁଛନ୍ତି । ଦୀର୍ଘ ୨୧୦ ଦିନ ଧରି ଜାରି ରହିଥିବା ଏହି ସତ୍ୟାଗ୍ରହ ସତ୍ୟ, ଅହିଂସା ଓ ଗଣତାନ୍ତ୍ରିକ ପଦ୍ଧତିରେ ନ୍ୟାୟ ହାସଲ କରିବାର ଏକ ନିରନ୍ତର ପ୍ରୟାସ ।

ପଦଯାତ୍ରାର ଆବାହକ ଶ୍ରୀ ସ୍ୱାଧୀନ କୁମାର ପଣ୍ଡା କହିଛନ୍ତି ଯେ, ପୁରୀ ସହର ଓ ସଦରବାସୀଙ୍କ ପାଇଁ ପୂର୍ବପରି ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ସୁବିଧା ପୁନଃ ପ୍ରଚଳନ ନହେବା ପର୍ଯ୍ୟନ୍ତ ଏହି ଅହିଂସାତ୍ମକ ସତ୍ୟାଗ୍ରହ ଅବ୍ୟାହତ ରହିବ । ବର୍ଷା ହେଉ କି ଅନ୍ୟ କୌଣସି ପ୍ରତିକୂଳ ପରିସ୍ଥିତି, ନିଜର ନ୍ୟାଯ୍ୟ ଦାବି ପ୍ରତି ଆନ୍ଦୋଳନକାରୀଙ୍କ ପ୍ରତିବଦ୍ଧତା ଅତୁଟ ରହିବ । ଏହି ଆନ୍ଦୋଳନ କାହାରି ବିରୋଧରେ ନୁହେଁ; ବରଂ ପୁରୀବାସୀଙ୍କ ଧାର୍ମିକ ଅଧିକାର, ସ୍ୱାଭିମାନ ଓ ସମାନ ସମ୍ମାନର ସୁରକ୍ଷା ପାଇଁ ଉଦ୍ଦିଷ୍ଟ ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସଂସ୍କୃତି ସମାନତା, ସମନ୍ୱୟ ଓ ଭାଇଚାରାର ବାର୍ତ୍ତା ବହନ କରେ । ଏହି ଆଦର୍ଶକୁ ଆଧାର କରି ପୁରୀବାସୀଙ୍କ ଦୀର୍ଘଦିନର ଦାବିର ସମାଧାନ କରିବା ସହ ଶ୍ରୀମନ୍ଦିର ଦର୍ଶନ ପାଇଁ ଏକ ସ୍ଥାୟୀ ବ୍ୟବସ୍ଥା ଗ୍ରହଣ କରିବାକୁ ସରକାରଙ୍କ ନିକଟରେ ପଦଯାତ୍ରୀମାନେ ଦାବି ଜଣାଇଛନ୍ତି । ଆଜିର ଏହି ୨୧୦ତମ ଦିନର ଅହିଂସାତ୍ମକ ଜନଜାଗରଣ ପଦଯାତ୍ରାରେ ସର୍ବଶ୍ରୀ ହରିଶଙ୍କର ମିଶ୍ର, ଚକ୍ରଧର ମହାପାତ୍ର ,

ସୁକାନ୍ତ ପଣ୍ଡା, ବିଶ୍ୱନାଥ ମିଶ୍ର, ନୃସିଂହନାଥ ନାୟକ, କିଶୋର ଚନ୍ଦ୍ର ଦାସ, ଭାରତୀ ମହାନ୍ତି, ମନୀଷା ପାତ୍ର, ଚିକି ସାହୁ, ମମତା ସ୍ୱାଇଁ, ରମେଶ ଚନ୍ଦ୍ର ମହାନ୍ତି, ମନୋରଞ୍ଜନ ରଣସିଂହ, ଶିଶିରକାନ୍ତ ଶତପଥୀ, ବରୁଣ ମହାପାତ୍ର, ସନ୍ତୋଷ ସେନାପତି, ରଶ୍ମିରଞ୍ଜନ ପାତ୍ର, ବାପିନା ସାମନ୍ତରାୟ, ଭୋଳା ଓ ମାନସ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ପଦଯାତ୍ରୀ ଯୋଗଦେଇ ଦାବି ପ୍ରତି ନିଜର ଏକତା ଓ ସମର୍ଥନ ପ୍ରକାଶ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Amway India Opens revamped, upgraded stores in Berhampur and Balasore

Amway India Opens revamped, upgraded stores in Berhampur and Balasore

October 27, 2026
୧୨୭ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

୧୨୭ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

October 27, 2026
ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ଦାବିରେ ଚାଲିଥିବା ସଚେତନତା ପଦଯାତ୍ରା ୨୧୦ ଦିନରେ

ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ଦାବିରେ ଚାଲିଥିବା ସଚେତନତା ପଦଯାତ୍ରା ୨୧୦ ଦିନରେ

October 27, 2026
ପୁରୀରେ ଅର୍ଣ୍ଣବ ବାତ୍ୟାର ପ୍ରଭାବ ସମୁଦ୍ରରେ ଉଠୁଛି ଜୁଆର ପ୍ରବଳ ବର୍ଷା

ପୁରୀରେ ଅର୍ଣ୍ଣବ ବାତ୍ୟାର ପ୍ରଭାବ ସମୁଦ୍ରରେ ଉଠୁଛି ଜୁଆର ପ୍ରବଳ ବର୍ଷା

October 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Amway India Opens revamped, upgraded stores in Berhampur and Balasore

Amway India Opens revamped, upgraded stores in Berhampur and Balasore

October 27, 2026
୧୨୭ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

୧୨୭ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

October 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version