• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିଜେପି ପକ୍ଷରୁ ସାଧାରଣ ଲୋକଙ୍କ ଠାରୁ ଜୋରିମାନା ଆଦାୟକୁ ବିରୋଧ

Proprietor Abhimanyu Maharana by Proprietor Abhimanyu Maharana
October 6, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବିଜେପି ପକ୍ଷରୁ ସାଧାରଣ ଲୋକଙ୍କ ଠାରୁ ଜୋରିମାନା ଆଦାୟକୁ ବିରୋଧ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୬ ଅକ୍ଟୋବର ମଙ୍ଗଳବାର ) ଭଞ୍ଜନଗର :- ବ୍ରହ୍ମପୁର ମହାନଗର ଅଞ୍ଚଳରେ ଲୋକେ କରୋନା ମହାମାରୀ କବଳରେ କବଳିତ ଥିବା ବେଳେ ନିଜର ଜୀବନ ଜୀବିକା ପାଇଁ ଅହରହ ସଂଘର୍ଷ କରି ଆସୁଛନ୍ତି । ପ୍ରଶାସନର ସମସ୍ତ ନିୟମ କାନୁନକୁ ମାନି ଚଳୁଥିବା ଯୋଗୁଁ ଜିଲ୍ଲାରେ କରୋନା ନିୟନ୍ତ୍ରଣକୁ ଆସୁଥିବା ବିଷୟ ନେଇ ଜିଲ୍ଲା ପ୍ରଶାସନ କହୁଥିବା ବେଳେ ସାଧାରଣ ଲୋକ ଦିର୍ଘ ୭ ମାସର ଜୀବିକା ହରାଇ ଶେଷରେ ନିଜର ପରିପୋଷଣ ପାଇଁ ସଂଘର୍ଷ କରି ଆସୁଛନ୍ତି । ଡ୍ରାଇଭର ବା କଣ୍ଡକ୍ଟର ଭଳି ବିଭିନ୍ନ ଜିବୀକା ହରାଇ ନିଜର ପେଟ ପୋଷିବା ପାଇଁ କିଏ କଦଳୀ ବିକ୍ରୀ କରି ତାର ପରିବାର ମୁହଁରେ ଦାନା ଟିକେ ଦେବା ପାଇଁ ସଂଘର୍ଷ କରୁଥିବା ବେଳେ ଆଉ କିଏ ତାର ବନ୍ଦ ପଡିଥିବା ଦିର୍ଘ ଦିନର ଜଳଖିଆ ଦୋକାନ ଖୋଲି ପୁନଃ ପରିବାର ପୋଷଣ ପାଇଁ ଆଶା ବାନ୍ଧି ଦାଣ୍ଡକୁ ବାହାରିଛି । ଗତ କିଛି ଦିନ ହେଲା ମହାନଗର ଅଧିନରେ ଥିବା ଏନଫୋର୍ସମେଣ୍ଟ ଅଧିକାରୀ ତରୁଣକାନ୍ତି ବାବୁ ଓ ତାଙ୍କର ଟିମ୍ ଯେଉଁଭଳି ଭାବରେ ସାଧାରଣ ବ୍ୟବସାୟୀଙ୍କ ଉପରେ ଯେଉଁ ପ୍ରକାର ଦାଦାଗିରି ଦେଖାଉଛନ୍ତି ତାହା ଅସହ୍ୟ ହେଲାଣି ବୋଲି ଅଭିଯୋଗ କରିଛି ବିଜେପି ।

ଛୋଟ ଚା ଦୋକାନୀଟି ଦିନକୁ ୫୦ ଟଙ୍କା ରୋଜଗାର କରି ପରିବାର ପ୍ରତିପୋଷଣ କରିବାକୁ ଆଶା ବାନ୍ଧିଥିବା ବେଳେ ହଜାର ହଜାର ଟଙ୍କା ଜୋରିମାନା ଆଦାୟ ସମସ୍ତଙ୍କୁ ଅତି ମର୍ମାହତ କରିଛି । ଭାଜପା ବ୍ରହ୍ମପୁର ତରଫରୁ କମିଶନରଙ୍କୁ ଅନୁରୋଧ କରିଛନ୍ତି ଏହି କରୋନା ମହାମାରି ସମୟରେ ଜୋରିମାନା ଆଦାୟକୁ ବନ୍ଦ କରନ୍ତୁ ଯଦି କେହି ଅମାନିଆ ହୁଅନ୍ତି ତାହା ହେଲେ ତାଗିଦ୍ କରିବା ସହ ସର୍ବାଧିକ ୧୦୦ ଟଙ୍କାରୁ ଉର୍ଦ୍ଧ ଜୋରିମାନା ଆଦାୟ କରାନଯାଉ । ଯଦି ଅଧିକ ଜରିମାନା ଆଦାୟ କରିବେ ବ୍ରହ୍ମପୁର ବିଜେପି ସେହି ସ୍ଥାନ ମାନଙ୍କରେ ପହଞ୍ଚି ଏହି ଜରିମାନା ଆଦାୟ କୁ ବିରୋଧ କରିବ । ଏହି ଦାବୀପତ୍ର ଦେବା ସମୟରେ ଜିଲ୍ଲା ବିଜେପି ସଭାପତି ବିଭୂତି ଭୂଷଣ ଜେନାଙ୍କ ନେତୃତ୍ୱରେ ବରିଷ୍ଠ ବିଜେପି ନେତା କାହ୍ନୁ ଚରଣ ପତି, ନିରଞ୍ଜନ ପାଣିଗ୍ରାହୀ ,ମହନ୍ମ ଚିନ୍ମୟାନନ୍ଦ ଦାସ ,ଡ.ସୁବାଷ ସାହୁ ପ୍ରଭାତ ଷଢଙ୍ଗୀ, କାମନା ପାଢି, ପ୍ରବିର ପାତ୍ର , ଅମୁଲ୍ୟ ଚୌଧୁରୀ ,ରାମ ପାତ୍ରଙ୍କ ସହ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ (ରିପୋର୍ଟ :- ଶେଷଦେବ ସାହୁ ଗଞ୍ଜାମ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version