• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ : ବାଲିଗୁଡା ରୁ ବ୍ରହ୍ମପୁର ସହ ଯୋଗାଯୋଗ ବିଚ୍ଛିନ୍ନ, ଅତ୍ୟାବଶ୍ୟକ ସାମଗ୍ରୀ ସଙ୍କଟ ଆଶଙ୍କା

Proprietor Abhimanyu Maharana by Proprietor Abhimanyu Maharana
October 30, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ : ବାଲିଗୁଡା ରୁ ବ୍ରହ୍ମପୁର ସହ ଯୋଗାଯୋଗ ବିଚ୍ଛିନ୍ନ, ଅତ୍ୟାବଶ୍ୟକ ସାମଗ୍ରୀ ସଙ୍କଟ ଆଶଙ୍କା
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବାଲିଗୁଡ଼ା ଉପଖଣ୍ଡର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟିକୁ ଉଭୟ ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ଅପରାହ୍ନରୁ ବନ୍ଦ କରାଯାଇ ଥିବାରୁ ବାଲିଗୁଡ଼ାରୁ ବ୍ରହ୍ମପୁରକୁ ଯାତାୟାତ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି । ଏହାର ସିଧାସଳଖ ପ୍ରଭାବ ଏବେ ଅଞ୍ଚଳର ବଜାର ଓ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଉପରେ ପଡ଼ିବା ଆଶଙ୍କା ଦେଖାଦେଇଛି ।

ବାଲିଗୁଡ଼ା ଅଞ୍ଚଳର ପନିପରିବା ଚାହିଦାର ଏକ ବଡ଼ ଅଂଶ ଗଞ୍ଜାମ ଜିଲ୍ଲାର ସୋରଡ଼ା, କାଟୁ ଓ ସାଉଁଳେଇ ଅଞ୍ଚଳରୁ ପୂରଣ ହୋଇଥାଏ । ପ୍ରତିଦିନ ଏହି ଅଞ୍ଚଳରୁ ଟନ୍‌ ଟନ୍‌ ପନିପରିବା ବାଲିଗୁଡ଼ା ବଜାରକୁ ଆସୁଥିବା ବେଳେ ଘାଟି ବନ୍ଦ ହେବା ପରେ ଏହି ଯୋଗାଣ ବ୍ୟବସ୍ଥା ଠପ୍‌ ହୋଇପଡ଼ିଛି । ଅନ୍ୟ ପକ୍ଷରେ, ରାସନ ଓ ଅନ୍ୟାନ୍ୟ ସାମଗ୍ରୀ ପାଇଁ ମଧ୍ୟ ବାଲିଗୁଡ଼ାବାସୀ ବ୍ରହ୍ମପୁର ଉପରେ ନିର୍ଭର କରୁଥିବାରୁ ପରିବହନ ବାଧା ଚିନ୍ତା ବଢ଼ାଇଛି । ଘାଟି ବନ୍ଦ ଯୋଗୁ କେବଳ ବ୍ୟବସାୟୀ ନୁହନ୍ତି, ସାଧାରଣ ଲୋକ ମଧ୍ୟ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।

ଯାତାୟାତ ସହ ଜୀବିକା, ସ୍ୱାସ୍ଥ୍ୟସେବା ଓ ଉଚ୍ଚଶିକ୍ଷା କ୍ଷେତ୍ରରେ ଏହାର ପ୍ରଭାବ ଅନୁଭୂତ ହେଉଛି। ପୂଜା ଛୁଟିରେ ଘରକୁ ଆସିଥିବା ଶହ ଶହ ଛାତ୍ରଛାତ୍ରୀ ନିଜ ଶିକ୍ଷାନୁଷ୍ଠାନକୁ ଫେରିବା ନେଇ ଅସୁବିଧାରେ ପଡ଼ିଛନ୍ତି l ଏଭଳି ସ୍ଥିତି ଆଉ ଦିନେ ଦୁଇ ଦିନ ଲାଗି ରହିଲେ ପନିପରିବା ସମେତ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ଅଭାବ ଦେଖାଦେବା ସହ ଦରଦାମ୍‌ ବୃଦ୍ଧିର ଆଶଙ୍କା ରହିଛି ବୋଲି ବ୍ୟବସାୟୀମାନେ କହିଛନ୍ତି । ବାତ୍ୟାଜନିତ ବିପଦକୁ ଦୃଷ୍ଟିରେ ରଖି ଘାଟି ବନ୍ଦ କରାଯାଇଥିବାବେଳେ, ସ୍ଥିତି ସୁଧୁରିବା ପରେ ଯାତାୟାତ ଓ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ କେବେ ସ୍ୱାଭାବିକ ହେବ, ତାହାକୁ ନେଇ ଅଞ୍ଚଳବାସୀ ଅପେକ୍ଷା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳଙ୍କ ପାରାଢିପି ପଞ୍ଚାୟତ ପରିଦର୍ଶନ

ଜିଲ୍ଲାପାଳଙ୍କ ପାରାଢିପି ପଞ୍ଚାୟତ ପରିଦର୍ଶନ

October 30, 2026
ଖୋର୍ଦ୍ଧାରୋଡ୍ ମଣ୍ଡଳ ଦ୍ୱାରା ସତର୍କତା ସଚେତନତା ସପ୍ତାହ ୨୦୨୬ ଅବସରରେ “ସମୃଦ୍ଧି ପାଇଁ ସତ୍ୟନିଷ୍ଠା” ଶୀର୍ଷକ ଆଲୋଚନା ଚକ୍ର ଆୟୋଜିତ

Khurda Road Division Organised a Seminar on “Probity for Prosperity” during Vigilance Awareness Week 2026

October 30, 2026
ଡାକ୍ତର ରାଧାଚରଣ ପଣ୍ଡାଙ୍କ ଶ୍ରାଧୋ ତ୍ସବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳଙ୍କ ପାରାଢିପି ପଞ୍ଚାୟତ ପରିଦର୍ଶନ

ଜିଲ୍ଲାପାଳଙ୍କ ପାରାଢିପି ପଞ୍ଚାୟତ ପରିଦର୍ଶନ

October 30, 2026
ଖୋର୍ଦ୍ଧାରୋଡ୍ ମଣ୍ଡଳ ଦ୍ୱାରା ସତର୍କତା ସଚେତନତା ସପ୍ତାହ ୨୦୨୬ ଅବସରରେ “ସମୃଦ୍ଧି ପାଇଁ ସତ୍ୟନିଷ୍ଠା” ଶୀର୍ଷକ ଆଲୋଚନା ଚକ୍ର ଆୟୋଜିତ

Khurda Road Division Organised a Seminar on “Probity for Prosperity” during Vigilance Awareness Week 2026

October 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version