ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଗୁଜରାଟର ବନାସକାଣ୍ଠାରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଦେଶର ଯୋଗ୍ୟ ହିତାଧିକାରୀମାନଙ୍କୁ ପିଏମ କିଷାନ ଯୋଜନାର ୨୪ତମ କିସ୍ତି ପ୍ରଦାନ କରିଛନ୍ତି l ଏହି ଅବସରରେ ନୟାଗଡ଼ର ପଞ୍ଚାୟତ ସମିତି ସଭାଗୃହଠାରେ ପୂର୍ବାହ୍ନ ୯ ଘଟିକା ସମୟରେ ଏକ ଜିଲ୍ଲାସ୍ତରୀୟ ପିଏମ୍ କିଷାନ ଉତ୍ସବ ଦିବସ ପାଳିତ ହୋଇଯାଇଛି l















