• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାତୀ ଅନୁଷ୍ଠାନ ଦ୍ୱାରା ରାଷ୍ଟ୍ରୀୟ ଏକତା ଦିବସ-୨୦୨୬ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 1, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ସ୍ୱାତୀ ଅନୁଷ୍ଠାନ ଦ୍ୱାରା ରାଷ୍ଟ୍ରୀୟ ଏକତା ଦିବସ-୨୦୨୬ ପାଳିତ
Share on FacebookShare on TwitterWhatsapp

ଫୁଲବାଣୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଭାରତ ର “ଲୈାହ ମାନବ” ସର୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମ ଜୟନ୍ତୀ ରେ ସାରା ଦେଶ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଉଥିବା ବେଳେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ୱାତୀ ବିଭିନ୍ନ ସ୍ଥାନରେ ଏହି ଦିବସ ଟିକୁ ଶ୍ରଦ୍ଧା ଓ ସମତା ର ସହିତ ପାଳନ କରିଛନ୍ତି । ଏହି ପରିପ୍ରେକ୍ଷିରେ ଅନୁଷ୍ଠାନର ଫୁଲବାଣୀ ସ୍ଥିତ କାର୍ଯ୍ୟାଳୟ ଠାରେ ସମ୍ପାଦକ ହରି ଶଙ୍କର ରାଉତ ଙ୍କ ତତ୍ୱାବଧାନରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ଗୁଡିକରେ ସର୍ଦାର ବଲ୍ଲଭଭାଇ ପଟେଲ ଯେପରି ଆମ ଦେଶକୁ ଏକତା ର ସୂତ୍ରରେ ବାନ୍ଧିଥିଲେ ଏବଁ ଏକ ଶ୍ରେଷ୍ଠ ଭାରତ ଗଠନ ର ଆହ୍ୱାନ ଦେଇଥିଲେ ତାକୁ ମନେ ପକାଇ ଆମେମାନେ ପ୍ରତିଜ୍ଞାର ସହିତ ଏକତା ରେ ଶକ୍ତି ଓ ସେବାରେ ମାନବତା ବ୍ରତ କୁ ପାଳନ କରି ଏକ ଭାରତ-ବଳିଷ୍ଟ ଭାରତ ଗଠନ ଆଡକୁ ଆଗେଇବା ତାହା ଆଲୋକପାତ କରାଯାଇଥିଲା ।

ଏହି ମହାନ ବ୍ୟକ୍ତିତ୍ୱ ଙ୍କ ର ଦେଶ ଗଠନ ରେ ଥିବା ଅବଦାନ କୁ ସ୍ମରଣ କରି ବା ପାଇଁ ଆଜିର ଏହି ରାଷ୍ଟୀୟ ଏକତା ଦିବଶ ନିଶ୍ଚିତ ଭାବେ ଗୁରୁତ୍ୱ ପୂର୍ଣ୍ଣ ବୋଲି ଅନୁମାନ କରିହେଉଛି । ଏକତା ହେଉଛି ମନୁଷ୍ୟ ସମାଜର ଏକ ମହତ୍ୱପୂର୍ଣ୍ଣ ଦିଗ ଯାହା ସମାନତା ଓ ପ୍ରତିବଦ୍ଧତା କୁ ସୂଚାଇ ଆଗକୁ ବଢିବାର ଦିଗ ଦେଖାଇଥାଏ । ଏଥିସହିତ ଉପସ୍ଥିତ ଅନୁଷ୍ଠାନର କୋସାଧକ୍ଷ ସାନ୍ତନୁ କୁମାର ମିଶ୍ର ଓ ଅନ୍ୟ ବରିଷ୍ଠ କର୍ମୀ ବିଶ୍ୱରଞନ କର, ସନ୍ତୋଷ କୁମାର ମିଶ୍ର, ସ୍ୱଧର୍ମ ରାଉତ, ସୀତା ରଣା, ବିଷ୍ନୁପ୍ରିୟା ପ୍ରଧାନ ପ୍ରମୁଖ ଏହି ମହାପୁରୁଷ ଙ୍କ ଅତ୍ମକାହାଣୀ କୁ ଉପସ୍ଥାପନା କରି ମହାନତା ର ଉଦାହରଣ ସାଜିଥିବା ବ୍ୟକ୍ତିତ୍ୱ ଙ୍କୁ ଶ୍ରଦ୍ଧାଞଳୀ ଦେଇଥିଲେ । ଏଥି ସହିତ ଉପସ୍ଥିତ ସମସ୍ତ କର୍ମକର୍ତା ଦେଶର ଶ୍ରେଷ୍ଠତ୍ୱ ନିମନ୍ତେ ଏକତା ବଜାୟ ରଖିବା ପାଇଁ ବଦ୍ଧପରିକର ବୋଲି ଏକ ସପଥ ପାଠ କରି ସୂଚାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ଏକତା ଦିବସରେ ଜଟଣୀରେ ପ୍ରଥମ ସର୍ବ ଓଡ଼ିଶା ମିନି ମାରାଥନ ଅନୁଷ୍ଠିତ

ଜାତୀୟ ଏକତା ଦିବସରେ ଜଟଣୀରେ ପ୍ରଥମ ସର୍ବ ଓଡ଼ିଶା ମିନି ମାରାଥନ ଅନୁଷ୍ଠିତ

November 1, 2026
ମୋ ପରିବାର”ପକ୍ଷରୁ ବିଶ୍ୱ ମିତବ୍ଯୟିତା ଦିବସ ପାଳିତ

ମୋ ପରିବାର”ପକ୍ଷରୁ ବିଶ୍ୱ ମିତବ୍ଯୟିତା ଦିବସ ପାଳିତ

November 1, 2026
କନ୍ଧମାଳ ଜିଲ୍ଲାରେ ‘ଆମ କଳାକାର CTMS 2.0’ ଅଡିସନ୍ ଆରମ୍ଭ

କନ୍ଧମାଳ ଜିଲ୍ଲାରେ ‘ଆମ କଳାକାର CTMS 2.0’ ଅଡିସନ୍ ଆରମ୍ଭ

November 1, 2026
 ଦୁର୍ନୀତି ନିବାରଣ ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ  

 ଦୁର୍ନୀତି ନିବାରଣ ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ  

November 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ଏକତା ଦିବସରେ ଜଟଣୀରେ ପ୍ରଥମ ସର୍ବ ଓଡ଼ିଶା ମିନି ମାରାଥନ ଅନୁଷ୍ଠିତ

ଜାତୀୟ ଏକତା ଦିବସରେ ଜଟଣୀରେ ପ୍ରଥମ ସର୍ବ ଓଡ଼ିଶା ମିନି ମାରାଥନ ଅନୁଷ୍ଠିତ

November 1, 2026
ମୋ ପରିବାର”ପକ୍ଷରୁ ବିଶ୍ୱ ମିତବ୍ଯୟିତା ଦିବସ ପାଳିତ

ମୋ ପରିବାର”ପକ୍ଷରୁ ବିଶ୍ୱ ମିତବ୍ଯୟିତା ଦିବସ ପାଳିତ

November 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version