• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳାରେ ରାଜ୍ୟସ୍ତରୀୟ ‘ସନ୍ଥ ଭକ୍ତଚରଣ ପ୍ରତିଭା ସମ୍ମାନ-୨୦୨୬

Proprietor Abhimanyu Maharana by Proprietor Abhimanyu Maharana
November 2, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରାଜସୁନାଖଳାରେ ରାଜ୍ୟସ୍ତରୀୟ ‘ସନ୍ଥ ଭକ୍ତଚରଣ ପ୍ରତିଭା ସମ୍ମାନ-୨୦୨୬
Share on FacebookShare on TwitterWhatsapp

ବୁଦ୍ଧିଜୀବୀ, ସମାଜସେବୀ, ସାମ୍ବାଦିକ ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ରଣପୁର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :-  ପ୍ରତିଭାର ସମ୍ମାନ, ସଂସ୍କୃତିର ସୁରକ୍ଷା ଓ ସମାଜସେବାର ସଂକଳ୍ପକୁ ନେଇ ରାଜସୁନାଖଳାସ୍ଥିତ ଆଶୀର୍ବାଦ କଲ୍ୟାଣୀ ମଣ୍ଡପରେ ଉତ୍କଳୀୟମ ଫାଉଣ୍ଡେସନ ଟ୍ରଷ୍ଟ, ଭୁବନେଶ୍ୱର ପକ୍ଷରୁ ରାଜ୍ୟସ୍ତରୀୟ ‘ସନ୍ଥ ଭକ୍ତଚରଣ ପ୍ରତିଭା ସମ୍ମାନ-୨୦୨୬’ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଭବ୍ୟ ସମାରୋହରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ବହୁ ବୁଦ୍ଧିଜୀବୀ, ଶିକ୍ଷାବିତ୍, ସମାଜସେବୀ, ସାମ୍ବାଦିକ, କଳାକାର ଓ ପ୍ରତିଭାବାନ ବ୍ୟକ୍ତିତ୍ୱ ଯୋଗଦେଇଥିଲେ ।

କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଏବଂ ନୟାଗଡ଼ ଜିଲ୍ଲା ଉପଭୋକ୍ତା ଅଦାଲତର ପୂର୍ବତନ ବିଚାରପତି ନାରାୟଣ ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ । ଅନ୍ୟତମ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ଭୁବନେଶ୍ୱରୀ ସାହୁ, ଯୁବ ସମାଜସେବୀ ବାସୁଦେବ ସାହୁ, ଶିକ୍ଷାବିତ୍ ସଦାଶିବ ସାହୁ, ସମାଜସେବୀ ସୁରେଶ କୁମାର ସ୍ୱାଇଁ, ଖୋର୍ଦ୍ଧା ଜିଲ୍ଲା ଓକିଲ ସଂଘ ସଭାପତି ଲୋତକବିନ୍ଦୁ ପଟ୍ଟନାୟକ ଓ ଫାଉଣ୍ଡେସନର ରାଜ୍ୟ ସାଧାରଣ ସମ୍ପାଦିକା ସୁଚିତ୍ରା ବେହେରା ମଞ୍ଚାସୀନ ଥିଲେ ।

ଉତ୍କଳୀୟମ ଫାଉଣ୍ଡେସନର ଅଧ୍ୟକ୍ଷ ତଥା ଆଇନଜୀବୀ ରାଜୀବ ଲୋଚନ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ଶିକ୍ଷାବିତ୍ ବଲ୍ଲଭ ପ୍ରଧାନ ସଭାକାର୍ଯ୍ୟ ସଂଯୋଜନା କରିଥିଲେ । ଅତିଥିମାନଙ୍କୁ ଚନ୍ଦନ, ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସ୍ୱାଗତ କରାଯାଇଥିଲା । ସମାରୋହରେ ‘ଓଡ଼ିଶାର ବିକାଶରେ ବୁଦ୍ଧିଜୀବୀ ସମାଜର ଭୂମିକା’ ଶୀର୍ଷକ ଆଲୋଚନା ସହ ସନ୍ଥ ଭକ୍ତଚରଣଙ୍କ ଜୀବନୀ, ଆଦର୍ଶ ଓ ସମାଜ ପ୍ରତି ଅବଦାନ ଉପରେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ସମାଜରେ ସକାରାତ୍ମକ ପରିବର୍ତ୍ତନ ଓ ରାଜ୍ୟର ସାମଗ୍ରିକ ପ୍ରଗତି ପାଇଁ ବୁଦ୍ଧିଜୀବୀ ତଥା ସଚେତନ ନାଗରିକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମତ ପ୍ରକାଶ ପାଇଥିଲା ।

ମୁଖ୍ୟ ଅତିଥି ଇଂ. ଦେବାଶିଷ ପଟ୍ଟନାୟକ ନିଜ ଅଭିଭାଷଣରେ କହିଥିଲେ ଯେ, ଉତ୍କଳୀୟମ ଫାଉଣ୍ଡେସନ ୨୦୧୪ ମସିହାରୁ ପ୍ରକୃତି, ସଂସ୍କୃତି ଓ ମାନବିକ ଅଧିକାରର ସୁରକ୍ଷା ଦିଗରେ କାର୍ଯ୍ୟ କରିଆସୁଛି । ବର୍ତ୍ତମାନ ଏହି ଅନୁଷ୍ଠାନ ଓଡ଼ିଶା ସମେତ ଦେଶର ୧୧ଟି ରାଜ୍ୟରେ ନିଜର ସାମାଜିକ କାର୍ଯ୍ୟକଳାପ ଜାରି ରଖିଥିବା ସେ ପ୍ରକାଶ କରିଥିଲେ । ଏହି ଅବସରରେ ସମାଜସେବା, ଶିକ୍ଷା, ସାମ୍ବାଦିକତା, ସଂସ୍କୃତି ଓ ବିଭିନ୍ନ ସାମାଜିକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବୁଦ୍ଧିଜୀବୀ, ସାମାଜିକ କର୍ମୀ, ସାମ୍ବାଦିକ, ପୋଲିସ କର୍ମଚାରୀ,

ସରପଞ୍ଚ, ଶିକ୍ଷକ, କବି, କବୟିତ୍ରୀ ଓ କୁନି ନୃତ୍ୟଶିଳ୍ପୀଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା । ଦିଲ୍ଲୀପ କୁମାର ସାହୁ, ପ୍ରମୋଦ କୁମାର ସେଠୀ, ଉମାକାନ୍ତ ରଣସିଂହ ଓ ଭଗବାନ ମହାପାତ୍ରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏଥିରେ ଯୋଗଦେଇଥିଲେ । ପ୍ରତିଭାର ପ୍ରୋତ୍ସାହନ, ସାମାଜିକ ସଚେତନତା ଓ ଓଡ଼ିଆ ସଂସ୍କୃତିର ସୁରକ୍ଷାକୁ ମୁଖ୍ୟ ଲକ୍ଷ୍ୟ ରଖି ଆୟୋଜିତ ଏହି ରାଜ୍ୟସ୍ତରୀୟ ସମାରୋହ ରାଜସୁନାଖଳା ଅଞ୍ଚଳରେ ଏକ ଉତ୍ସାହ ଓ ଉଦ୍ଦୀପନାର ପରିବେଶ ସୃଷ୍ଟି କରିଥିଲା। ଅନୁଷ୍ଠାନର ଏଭଳି ଅଭିନବ ପ୍ରୟାସକୁ ଉପସ୍ଥିତ ଅତିଥି ଓ ଅଞ୍ଚଳବାସୀ ଉଚ୍ଚ ପ୍ରଶଂସା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

November 3, 2026
ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

November 3, 2026
ସିଡିଏମ୍‌ଙ୍କ ଅଗୋଚରରେ ଡାକ୍ତରଖାନା ପରିସରରେ ସର୍ବସାଧାରଣ ଶୌଚାଳୟ ନିର୍ମାଣ : ଉଦ୍ଦେଶ୍ୟକୁ ନେଇ ଉଠିଲା ପ୍ରଶ୍ନ

ସିଡିଏମ୍‌ଙ୍କ ଅଗୋଚରରେ ଡାକ୍ତରଖାନା ପରିସରରେ ସର୍ବସାଧାରଣ ଶୌଚାଳୟ ନିର୍ମାଣ : ଉଦ୍ଦେଶ୍ୟକୁ ନେଇ ଉଠିଲା ପ୍ରଶ୍ନ

November 3, 2026
ରଣପୁରରେ ବିଜେପିର ‘ଲୋକତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ନାଗରିକ ସଂଗୋଷ୍ଠୀ : ଦେଖିବାକୁ ମିଳିଲେନି ସାଂସଦ

ରଣପୁରରେ ବିଜେପିର ‘ଲୋକତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ନାଗରିକ ସଂଗୋଷ୍ଠୀ : ଦେଖିବାକୁ ମିଳିଲେନି ସାଂସଦ

November 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

November 3, 2026
ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

November 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version