• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକଙ୍କ ନାମରେ ସମ୍ମାନିତ ହେଲେ ନିର୍ଝରିଣୀ ସଭାପତି ରାମଚନ୍ଦ୍ର ସାହୁ

Proprietor Abhimanyu Maharana by Proprietor Abhimanyu Maharana
November 2, 2026
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକଙ୍କ ନାମରେ ସମ୍ମାନିତ ହେଲେ ନିର୍ଝରିଣୀ ସଭାପତି ରାମଚନ୍ଦ୍ର ସାହୁ
Share on FacebookShare on TwitterWhatsapp

କଣ୍ଟାବାଞ୍ଜି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ବଲାଙ୍ଗୀରର ସର୍ବପୁରାତନ ଅନୁଷ୍ଠାନ ଶିଶୁ ବିକାଶ କେନ୍ଦ୍ରର ୪୨ତମ ବାର୍ଷିକ ଉତ୍ସବ ବଲାଙ୍ଗୀର ଯାଦବ ଭବନ ସଭାଗୃହରେ ପାଳିତ ହୋଇଯାଇଛି। ଅନୁଷ୍ଠାନ ସଭାପତି କସ୍ତୁରୀ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଡା. ଜ୍ୟୋତିର୍ମୟୀ ସାହୁ ମୁଖ୍ୟ ଅତିଥି ଏବଂ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ମମତା ସ୍ୱାଇଁ ବରେଣ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ପାଦକ ଡା. ଅଶୋକ କୁମାର ସେଠୀ ବିବରଣୀ ପାଠ କରିଥିଲେ। ଏହି ଅବସରରେ କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀର ସଭାପତି ତଥା ଓଡିଶା ଶିକ୍ଷା ସେବା ନିବୃଇ ଓଇଏସ-୨ ଅଧିକାରୀ ରାମଚନ୍ଦ୍ର ସାହୁଙ୍କୁ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଆଦର୍ଶ ଶିକ୍ଷକ ସୁଧାନିଧି ଶତପଥୀ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଛି। ସମ୍ମାନ ଗ୍ରହଣ ସମୟରେ ନିର୍ଝରିଣୀ ସମ୍ପାଦକ ବିରଞ୍ଚି ନାରାୟଣ ଦାଶ, ଉପସଭାପତି ସୂର୍ଯ୍ୟକାନ୍ତ ରଣା, ବରିଷ୍ଠ ସଭ୍ୟ ଥମିର ଛତ୍ରିଆ, ସଞ୍ଜୁକ୍ତା ପରିଛା, କୂଳଦୀପ ସାହୁ ଉପସ୍ଥିତ ଥିଲେ।

ଶ୍ରୀ ସାହୁ ଜଣେ ଆଦର୍ଶ ଶିକ୍ଷକ, କବି, ଲେଖକ, ସମାଜସେବୀ ଓ ବକ୍ତା। ତାଙ୍କ ରଚିତ “ସକାଳ ପକ୍ଷୀର କାକଳି” ଶିଶୁ-କିଶୋର କବିତା ସଙ୍କଳନ ପାଠକାଦୃତ ହୋଇଛି। ସମ୍ବର୍ଦ୍ଧନା ଖବର ପ୍ରସାରିତ ହେବା ପରେ କଣ୍ଟାବାଞ୍ଜି ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । କାର୍ଯ୍ୟକ୍ରମକୁ ସଫଳ କରିବାରେ ମଦନ ମୋହନ ରଥ, ଧୀରେନ୍ଦ୍ର ନାରାୟଣ ସିଂହ ଦେଓ, ସୁରଥ ସାହୁ, ଦୁର୍ଗା ସାହୁ, ଡା. ବନ ବିହାରୀ ସାହୁ, ସୀତାଂଶୁ ଶେଖର ନାୟକ, ସୁନାଧର ବନଛୋର, ସତ୍ୟାନନ୍ଦ ବିଶ୍ୱାଳ, ଗିରିଜା ଶଙ୍କର ରଥ, କପିଳ ପତି, ବଳିଷ୍ଠ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ସିଡିଏମ୍‌ଙ୍କ ଅଗୋଚରରେ ଡାକ୍ତରଖାନା ପରିସରରେ ସର୍ବସାଧାରଣ ଶୌଚାଳୟ ନିର୍ମାଣ : ଉଦ୍ଦେଶ୍ୟକୁ ନେଇ ଉଠିଲା ପ୍ରଶ୍ନ

November 3, 2026
ରଣପୁରରେ ବିଜେପିର ‘ଲୋକତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ନାଗରିକ ସଂଗୋଷ୍ଠୀ : ଦେଖିବାକୁ ମିଳିଲେନି ସାଂସଦ

Bhubaneswar Gets World-Class Fitness Centre with Launch of Bharat Fitness Den Enhanced

ଗୀତା ଶ୍ଳୋକରେ ଗୁଞ୍ଜରିତ ହେଲା ବେଲପଡ଼ା ବାଳିକା ବିଦ୍ୟାଳୟ, ବ୍ଲକସ୍ତରୀୟ ପ୍ରତିଯୋଗିତାରେ ଛାତ୍ରଛାତ୍ରୀଙ୍କ ପ୍ରତିଭା ପ୍ରଦର୍ଶନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଡିଏମ୍‌ଙ୍କ ଅଗୋଚରରେ ଡାକ୍ତରଖାନା ପରିସରରେ ସର୍ବସାଧାରଣ ଶୌଚାଳୟ ନିର୍ମାଣ : ଉଦ୍ଦେଶ୍ୟକୁ ନେଇ ଉଠିଲା ପ୍ରଶ୍ନ

ସିଡିଏମ୍‌ଙ୍କ ଅଗୋଚରରେ ଡାକ୍ତରଖାନା ପରିସରରେ ସର୍ବସାଧାରଣ ଶୌଚାଳୟ ନିର୍ମାଣ : ଉଦ୍ଦେଶ୍ୟକୁ ନେଇ ଉଠିଲା ପ୍ରଶ୍ନ

November 3, 2026
ରଣପୁରରେ ବିଜେପିର ‘ଲୋକତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ନାଗରିକ ସଂଗୋଷ୍ଠୀ : ଦେଖିବାକୁ ମିଳିଲେନି ସାଂସଦ

ରଣପୁରରେ ବିଜେପିର ‘ଲୋକତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ନାଗରିକ ସଂଗୋଷ୍ଠୀ : ଦେଖିବାକୁ ମିଳିଲେନି ସାଂସଦ

November 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version