• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ତିନି ହାତର ଭଙ୍ଗା କୁଡିଆରେ ଅସହାୟ ଅରକ୍ଷିତ…… ଅରକ୍ଷିତକୁ ସାହା ହେବ କିଏ ?

Proprietor Abhimanyu Maharana by Proprietor Abhimanyu Maharana
October 7, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ତିନି ହାତର ଭଙ୍ଗା କୁଡିଆରେ ଅସହାୟ ଅରକ୍ଷିତ……  ଅରକ୍ଷିତକୁ ସାହା ହେବ କିଏ ?
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୭ ଅକ୍ଟୋବର ବୁଧବାର ) ବେଗୁନିଆପଡା :- ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଅଙ୍ଗାର ଗାଁ ତୋଟା ସାହିର ଏକ ଭଙ୍ଗା ଦଦରା କୁଡ଼ିଆ ଟିଏ ତିନି ହାତ ଜାଗାରେ ଝାଟି ମାଟି କାନ୍ଥରେ ଠିଆ ଏହି କୁଡ଼ିଆରେ ଦିନରେ ଚାଳ କଣାରେ ଆକାଶ ଦିଶେ l ଭିତରେ ଏକ ଛିଣ୍ଡା ମସିଣା ଉପରେ ଶଯ୍ୟାଶାୟୀ ଅରକ୍ଷିତ l ଅରକ୍ଷିତ ସାହୁ, ବୟସ ପାଖାପାଖି 55 l ଦୀର୍ଘ ଦିନ ହେବ ପକ୍ଷାଘାତ ରୋଗରେ ପୀଡିତ l ଚାଲିବା ପାଇଁ ବଳ ନାହିଁ କି ଠିଆ ହେବା ପାଇଁ ସାହସ ନାହିଁ l ଶେଯ ପାଖରେ ପାଣି ଢାଳ ସହ ଗ୍ଲାସ ଟିଏ ଥୁଆ ହୋଇଛି l ଦେହ ହାତ ଥରିବା ସହ ଆଖିକୁ ଦିଶିବା କମ ହୋଇଗଲାଣି l … 15 ବର୍ଷ ପୂର୍ବେ ପତ୍ନୀ ଉର୍ମିଳାଙ୍କ ମୄର୍ତ୍ୟୁ ପରେ ଦ୍ୱିତୀୟ ପତ୍ନୀ ଭାବେ ଅହଲ୍ୟା ଙ୍କୁ ବିବାହ କରିଥିଲେ l ଘରେ ପତ୍ନୀଙ୍କ ସହ ଛୋଟ ପୁଅ ଓ ଝିଅ ଙ୍କୁ ନେଇ ତାଙ୍କ ସଂସାର ଚାଲିଥିବା ବେଳେ ଦେହ ଖରାପ ହୋଇଯାଇଥିଲା l5 ବର୍ଷ ପୂର୍ବେ ହଠାତ ପକ୍ଷାଘାତ ରୋଗରେ ପୀଡିତ ହେବା ପରେ ସବୁ କିଛି ଓଲଟ ପାଲଟ ହୋଇଯାଇଥିଲା l ସବୁ ଅର୍ଥ ଦେହରେ ଖର୍ଚ୍ଚ ହେବା ପରେ ନିଃଶ୍ବ ହୋଇଯାଇଥିଲା ପରିବାର l ପତ୍ନୀ ଅହଲ୍ୟା ମୂଲ ଲାଗି ପରିବାର ଚଳlନ୍ତି ସିନା ଅରକ୍ଷିତଙ୍କ ସ୍ୱାସ୍ଥ୍ୟ ପାଇଁ ଅର୍ଥ ଅଭାବ ଯୋଗୁଁ ତାଙ୍କ ସ୍ୱାସ୍ଥ୍ୟ ଦିନକୁ ଦିନ ବିଗିଡି ଯାଉଛି l ଗତ ପ୍ରବଳ ବର୍ଷାରେ ଘର କାନ୍ଥ ଭୁଶୁଡି ପଡ଼ିଥିବା ବେଳେ ଏଯାବତ ଅଧା ଗଢ଼ା ଝାଟି କାଦୁଅ କାନ୍ଥ ରହିଛି l

ରାସନ କାର୍ଡରେ ଚାଉଳ ମିଳୁଥିବା ବେଳେ ଇନ୍ଦିରା ଆବାସ ଟିଏ ଆଜି ପର୍ଯ୍ୟନ୍ତ ମିଳିନାହିଁ l ବର୍ଷା ଦିନେ ଘର ଭିତରେ ପାଣି ଗଳୁଥିବା ବେଳେ ରାସ୍ତାର ପାଣି ମଧ୍ୟ ଘର ଭିତରେ ପଶୁଛି l ଏ ସମ୍ପର୍କରେ ଅଙ୍ଗାର ଗାଁ ସରପଞ୍ଚ ସରୋଜ କୁମାର ସାହୁଙ୍କ ସହ ଯୋଗାଯୋଗ କରିବାରେ ସେ ପ୍ରକାଶ କରିଛନ୍ତିଯେ ବିଗତ ମସିହାରେ ତାଙ୍କ ନାମ ତାଲିକାରେ ନଥିବା ବେଳେ ବର୍ତ୍ତମାନ ଇନ୍ଦିରା ଆବାସ ସେ ପାଇବା ପାଇଁ ସମସ୍ତ ପ୍ରସ୍ତୁତି ସରିଛି l ତାଙ୍କ ପାଇଁ ନିହାତି ଘର ଆବଶ୍ୟକ, ଏଣୁ ସେ ନିଶ୍ଚିତ ପାଇବେ l ଅପର ପକ୍ଷରେ ତାଙ୍କ ପତ୍ନୀ ଅହଲ୍ୟା ତାଙ୍କ ଦୁଃଖ କହିବା ବେଳେ ଆଖିରୁ ଲୁହ ନିଗିଡି ପଡୁଛି l ଘରେ କେତେ କଷ୍ଟ କରି ସ୍ୱାମୀ ଆଉ ଦୁଇଟି ପିଲାଙ୍କ ପେଟରେ ଅlହର ଦେଇପାରିବେ ବୋଲି କୋହ ଭରା ବାକ୍ୟ ପ୍ରକାଶ କରିଛନ୍ତି, ଏପରିକି ପିଲାଙ୍କ ପାଇଁ ଲୁଗା ପଟା ସାଙ୍ଗକୁ ସ୍ୱାମୀଙ୍କ ଚିକତ୍ସା ଓ ଭଙ୍ଗା ଘରେ ଜୀବନ ତାଙ୍କ ପାଇଁ ଏକ ସଂଘର୍ଷ ପାଲଟି ଯାଇଛି ବୋଲିସେ କହିଛନ୍ତି l ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି ସିନା ଅର୍ଥ ଅଭାବରୁ ଚିକତ୍ସା ହୋଇପାରୁନି l ଏପରି ସ୍ଥିତିରେ ପ୍ରଶାସନ ଅସହାୟ ଅରକ୍ଷିତ ପାଖରେ ଠିଆ ହେବା ସହ ତାକୁ ଓ ତା ପରିବାରକୁ ସାହା ହେବା ପାଇଁ ସେ ଆକୁଳ ନିବେଦନ କରିଛନ୍ତି l (ରିପୋର୍ଟ: ଶେଷଦେବ ସାହୁ/ ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version