• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ

Proprietor Abhimanyu Maharana by Proprietor Abhimanyu Maharana
November 11, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :-  କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍‌ଏସି ଅନ୍ତର୍ଗତ ୧୨ ନମ୍ବର ୱାର୍ଡ ଗୁଳିମରା ସାହିରେ ଏକ ଦୁଃଖଦ ଘଟଣା ଘଟିଛି । ପୋଖରୀ ରେ ବୁଡ଼ି ଜଣେ ୩୫ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ଦିନ ମଜୁରିଆ ପିଣ୍ଟୁ ଦଣ୍ଡସେନା । ସୂଚନା ଅନୁଯାୟୀ, ପିଣ୍ଟୁ ପ୍ରତିଦିନ ଭଳି ଶନିବାର ମଧ୍ୟ ନିକଟସ୍ଥ ପୋଖରୀ କୁ ଗାଧୋଇ ଯାଇଥିବା ବେଳେ ପୋଖରୀ ଭିତରେ ଥିବା ଜଳଜ ଦଳରେ ଛନ୍ଦି ହୋଇ ସେ ପାଣିରୁ ବାହାରି ନପାରିବାରୁ ଏଭଳି ଅଘଟଣ ଘଟି ଥାଇପାରେ ବୋଲି ସ୍ଥାନୀୟ ଲୋକେ ଅନୁମାନ କରୁଛନ୍ତି ।

ସ୍ଥାନୀୟ ଲୋକେ ଏହା ଦେଖିବା ପରେ ଉଦ୍ଧାର କରି ବାଲିଗୁଡା ମେଡିକାଲ କୁ ଆଣି ଥିଲେ l ସେଠାରେ ଚିକିତ୍ସା ପରେ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ l ଘଟଣାକୁ ନେଇ ଗୁଳିମରା ସାହି ଓ ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଜଣେ ଦିନ ମଜୁରିଆ ଯୁବକଙ୍କ ଏଭଳି ଅକାଳ ବିୟୋଗରେ ପରିବାରବର୍ଗ ଭାଙ୍ଗି ପଡ଼ିଥିବା ବେଳେ ସ୍ଥାନୀୟ ଲୋକେ ମଧ୍ୟ ମର୍ମାହତ ହୋଇଛନ୍ତି । ମୃତ୍ୟୁର ପ୍ରକୃତ କାରଣ ସମ୍ପର୍କରେ ଆଧିକାରିକ ସୂଚନା ମିଳିବା ପରେ ଘଟଣାର ସମ୍ପୂର୍ଣ୍ଣ ଚିତ୍ର ସ୍ପଷ୍ଟ ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି, ୧୧ରେ ହେବ ବିଭିନ୍ନ କାର୍ଯ୍ୟକ୍ରମ

ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି, ୧୧ରେ ହେବ ବିଭିନ୍ନ କାର୍ଯ୍ୟକ୍ରମ

November 11, 2026
ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର

ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର

November 11, 2026
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ

November 11, 2026
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ,

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି, ୧୧ରେ ହେବ ବିଭିନ୍ନ କାର୍ଯ୍ୟକ୍ରମ

ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି, ୧୧ରେ ହେବ ବିଭିନ୍ନ କାର୍ଯ୍ୟକ୍ରମ

November 11, 2026
ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର

ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର

November 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version