• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ପରିମାଣର ଦେଶୀମଦ ଜବତ

Proprietor Abhimanyu Maharana by Proprietor Abhimanyu Maharana
November 11, 2026
in ଓଡ଼ିଶା, କଟକ, ହୋମ୍
0
କଟକ ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ପରିମାଣର ଦେଶୀମଦ ଜବତ
Share on FacebookShare on TwitterWhatsapp

କଟକ  (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- କଟକ ଜିଲ୍ଲା ଅବକାରୀ ଅଧୀକ୍ଷକ ଶ୍ରୀ କରୁଣା ଶଙ୍କର ତିୱାରୀଙ୍କ ନିର୍ଦ୍ଦେଶକ୍ରମେ ଆଠଗଡ ଅବକାରୀ ଉପ- ଅଧୀକ୍ଷକ ଶ୍ରୀ ସି.ଏଚ୍.ତିରୁପତି ଓ ଆଠଗଡ ଅବକାରୀ ନିରୀକ୍ଷକ ଶ୍ରୀ ରବିନାରାୟଣ ପଧାନଙ୍କ ବଛା ବଛା ଅଧିକାରୀମାନଙ୍କୁ ନେଇ ଏକ ଅବକାରୀ ଦଳ ତିଗିରିଆ ଥାନା ଅନ୍ତର୍ଗତ ଭୀରୁଡ଼ା ଉପରଗଡ, ଗରପଡ଼ା, ପାଇକସାହି ,ପଣସ ପାଟଣା ଗ୍ରାମ ଓ ସଂରକ୍ଷିତ ଜଙ୍ଗଲରେ ଏବଂ ଆଠଗଡ ଥାନା ଅନ୍ତର୍ଗତ ଚାନ୍ଦବାଲି ଛକ ନିକଟରେ ଆଠଗଡ ଅବକାରୀ ବିଭାଗ,

ବାଙ୍କୀ ଅବକାରୀ ଥାନା ଏବଂ ନରସିଂହପୁର ଅବକାରୀ ଥାନା ସହିତ ଏକ ମିଳିତ ଚଡାଉରେ ସର୍ବମୋଟ ୨ହଜାର ୨୬୦ ଲିଟର ଦେଶୀ ମଦ, ଗୋଟିଏ ଟିଭିଏସ୍ ଜୁପିଟର ସ୍କୁଟି ଏବଂ ୧୬ହଜାର,୩୪୫ ଲିଟର ମଦ ପ୍ରସ୍ତୁତ ନିମନ୍ତେ ବ୍ୟବହୃତ ହେଉଥିବା ଗୁଡ ପୋଚ ଉଦ୍ଧାର କରାଯାଇ ଘଟଣା ସ୍ଥଳରେ ନଷ୍ଟ କରାଯିବା ସହ ଓଡ଼ିଶା ଅବକାରୀ ଆଇନ ଅନୁଯାୟୀ ୫ ଗୋଟି ମାମଲା ରୁଜୁ କରାଯାଇ ଏହି ଚୋରା ମଦ କାରବାର ରେ ସମ୍ପୃକ୍ତ ଜଣେ ଆସାମୀକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି l

ଜିଲ୍ଲା ଅବକାରୀ ବିଭାଗର ଏହି ଚଢ଼ାଉରେ ଉପ-ଆଧୀକ୍ଷକ ଶ୍ରୀ ତିରୁପତିଙ୍କ ସହ ଶ୍ରୀ ରବି ନାରାୟଣ ପଧାନ ଅବକାରୀ ନିରୀକ୍ଷକ, ଆଠଗଡ,ଶ୍ରୀ ତରୁଣ କୁମାର ପାତ୍ର, ଭାରପ୍ରାପ୍ତ ଅଧିକାରୀ,ଆଠଗଡ ଅବକାରୀ ଥାନା, ଶ୍ରୀ ବାପି ସାହୁ, ଭାରପ୍ରାପ୍ତ ଅଧିକାରୀ,ବାଙ୍କୀ ଅବକାରୀ ଥାନା, ଶ୍ରୀ ରାଜକିଶୋର ନାୟକ, ଭାରପ୍ରାପ୍ତ ଅଧିକାରୀ, ନରସିଂହପୁର ଅବକାରୀ ଥାନା ଓ ଅନ୍ୟାନ୍ୟ ବହୁ ବରିଷ୍ଠ ଅଧିକାରୀ ଓ ଦକ୍ଷ କର୍ମଚାରୀମାନେ ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ, ପିଏମଜି ପ୍ରଗତି ଓ ଜଳ ସୁରକ୍ଷା ବୈଠକ ଅନୁଷ୍ଠିତ

ମାଲକାନଗିରିରେ ମାନବ ଚାଲାଣ ନିରୋଧ ନେଇ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

November 11, 2026
ମାଲକାନଗିରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ, ପିଏମଜି ପ୍ରଗତି ଓ ଜଳ ସୁରକ୍ଷା ବୈଠକ ଅନୁଷ୍ଠିତ

ମାଲକାନଗିରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ, ପିଏମଜି ପ୍ରଗତି ଓ ଜଳ ସୁରକ୍ଷା ବୈଠକ ଅନୁଷ୍ଠିତ

November 11, 2026
କଟକ ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ପରିମାଣର ଦେଶୀମଦ ଜବତ

କଟକ ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ପରିମାଣର ଦେଶୀମଦ ଜବତ

November 11, 2026
ଧମ୍ମ ଦ୍ଵୀପଦାନ ମହୋତ୍ସବ ପାଳନ

ଧମ୍ମ ଦ୍ଵୀପଦାନ ମହୋତ୍ସବ ପାଳନ

November 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ, ପିଏମଜି ପ୍ରଗତି ଓ ଜଳ ସୁରକ୍ଷା ବୈଠକ ଅନୁଷ୍ଠିତ

ମାଲକାନଗିରିରେ ମାନବ ଚାଲାଣ ନିରୋଧ ନେଇ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

November 11, 2026
ମାଲକାନଗିରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ, ପିଏମଜି ପ୍ରଗତି ଓ ଜଳ ସୁରକ୍ଷା ବୈଠକ ଅନୁଷ୍ଠିତ

ମାଲକାନଗିରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ, ପିଏମଜି ପ୍ରଗତି ଓ ଜଳ ସୁରକ୍ଷା ବୈଠକ ଅନୁଷ୍ଠିତ

November 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version