• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଲକାନଗିରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ, ପିଏମଜି ପ୍ରଗତି ଓ ଜଳ ସୁରକ୍ଷା ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 11, 2026
in ଓଡ଼ିଶା, ମାଲକାନଗିରି, ହୋମ୍
0
ମାଲକାନଗିରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ, ପିଏମଜି ପ୍ରଗତି ଓ ଜଳ ସୁରକ୍ଷା ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ମାଲକାନଗିରି  (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ମାସିକ ରାଜସ୍ୱ ସମୀକ୍ଷା, ପିଏମଜି ପ୍ରଗତି ଏବଂ ଜଳ ସୁରକ୍ଷା କାର୍ଯ୍ୟ ଯୋଜନା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରଥମେ ଜିଲ୍ଲାର ବିଭିନ୍ନ ରାଜସ୍ୱ ମାମଲା, ଜମି ପଟ୍ଟା ବଣ୍ଟନ, ରାଜସ୍ୱ ଆଦାୟ ଏବଂ ଜନକଲ୍ୟାଣକାରୀ ପ୍ରକଳ୍ପଗୁଡ଼ିକର ସ୍ଥିତି ସମ୍ପର୍କରେ ଟିକନିଖି ସମୀକ୍ଷା କରାଯାଇଥିଲା। ଭିତ୍ତିଭୂମି ବିକାଶ ତଥା ସମସ୍ତ ଉନ୍ନୟନମୂଳକ ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଗୁଣବତ୍ତାର ସହ ଶେଷ କରିବା ଲାଗି ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ସହିତ ଜିଲ୍ଲାର ଜଳ ସୁରକ୍ଷା କାର୍ଯ୍ୟ ଯୋଜନା ଉପରେ ଏକ ସ୍ୱତନ୍ତ୍ର ଆଲୋଚନା କରାଯାଇଥିଲା । ବୈଠକରେ ପ୍ରୋଜେକ୍ଟର ମାଧ୍ୟମରେ ଲୁଜ୍ ବୋଲ୍ଡର ଷ୍ଟ୍ରକଚର ଭଳି ସ୍ୱଳ୍ପ ଖର୍ଚ୍ଚ ବିଶିଷ୍ଟ ପ୍ରଣାଳୀ ଜରିଆରେ କିପରି ଜଳ ସଂରକ୍ଷଣ କରାଯାଇପାରିବ ସେ ନେଇ ପ୍ରଦର୍ଶନ କରାଯାଇଥିଲା । ଆଗାମୀ ଦିନରେ ବୃଷ୍ଟିଜଳ ଅମଳ, ସଠିକ୍ ନଦୀବନ୍ଧ ପରିଚାଳନା ଏବଂ ସମସ୍ତଙ୍କ ନିକଟରେ ବିଶୁଦ୍ଧ ପାନୀୟ ଜଳ ଉପଲବ୍ଧ କରାଇବା ଦିଗରେ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯିବ ବୋଲି ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା ।

ଏହି ଅବସରରେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଛନ୍ତି ଯେ ସାଧାରଣ ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ଓ ସରକାରୀ ଯୋଜନାର ସଫଳ ରୂପାୟନ ଆମର ପ୍ରମୁଖ ପ୍ରାଥମିକତା। ବିଶେଷ କରି ଜଳ ସଂରକ୍ଷଣ ଦିଗରେ ବ୍ୟବହାରିକ ପଦକ୍ଷେପ ନେବା ସହ ଜିଲ୍ଲାରେ ଚାଲୁ ରହିଥିବା ସମସ୍ତ ପ୍ରକଳ୍ପଗୁଡ଼ିକୁ ଧାର୍ଯ୍ୟ ସମୟ ପୂର୍ବରୁ ସମ୍ପୂର୍ଣ୍ଣ କରିବାକୁ ସମସ୍ତ ବିଭାଗ ଆନ୍ତରିକତାର ସହ ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ । ଏହି ଉଚ୍ଚସ୍ତରୀୟ ବୈଠକରେ ମଞ୍ଚାସୀନ ଥିବା ଅନ୍ୟାନ୍ୟ ଅଧିକାରୀମାନଙ୍କ ମଧ୍ୟରେ ଡିଏଫଓ ସାଇ କିରଣ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ସିଡିଓ-କମ୍-ଇଓ ଦାଶରଥୀ ସରାବୁ, ପିଏ ଆଇଟିଡିଏ ହଳଧର ଶବର ଏବଂ ଉପଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୃତ୍ତଙ୍ଗ ବାସଚ୍ୟୁତଙ୍କ ସହ ଜିଲ୍ଲାପାଳଙ୍କ ଆଲୋଚନା, ୧୮ ଅଭିଯୋଗର ଶୁଣାଣି

ବୃତ୍ତଙ୍ଗ ବାସଚ୍ୟୁତଙ୍କ ସହ ଜିଲ୍ଲାପାଳଙ୍କ ଆଲୋଚନା, ୧୮ ଅଭିଯୋଗର ଶୁଣାଣି

November 11, 2026
ମାଲକାନଗିରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ, ପିଏମଜି ପ୍ରଗତି ଓ ଜଳ ସୁରକ୍ଷା ବୈଠକ ଅନୁଷ୍ଠିତ

ମାଲକାନଗିରିରେ ମାନବ ଚାଲାଣ ନିରୋଧ ନେଇ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

କଟକ ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ପରିମାଣର ଦେଶୀମଦ ଜବତ

କଟକ ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ପରିମାଣର ଦେଶୀମଦ ଜବତ

November 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୃତ୍ତଙ୍ଗ ବାସଚ୍ୟୁତଙ୍କ ସହ ଜିଲ୍ଲାପାଳଙ୍କ ଆଲୋଚନା, ୧୮ ଅଭିଯୋଗର ଶୁଣାଣି

ବୃତ୍ତଙ୍ଗ ବାସଚ୍ୟୁତଙ୍କ ସହ ଜିଲ୍ଲାପାଳଙ୍କ ଆଲୋଚନା, ୧୮ ଅଭିଯୋଗର ଶୁଣାଣି

November 11, 2026
ମାଲକାନଗିରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ, ପିଏମଜି ପ୍ରଗତି ଓ ଜଳ ସୁରକ୍ଷା ବୈଠକ ଅନୁଷ୍ଠିତ

ମାଲକାନଗିରିରେ ମାନବ ଚାଲାଣ ନିରୋଧ ନେଇ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

November 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version