• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କିଟ୍‍ ଓ କିସ୍‍ରୁ ସୁଖଦ ଅନୁଭୂତି ନେଇ ଫେରିଲେ ଇସ୍ରାଏଲ୍‍ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ

Proprietor Abhimanyu Maharana by Proprietor Abhimanyu Maharana
November 12, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
କିଟ୍‍ ଓ କିସ୍‍ରୁ ସୁଖଦ ଅନୁଭୂତି ନେଇ ଫେରିଲେ ଇସ୍ରାଏଲ୍‍ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :-   ‘ଇଣ୍ଡିଆ ଟ୍ରେକ୍ ଫର ଗ୍ଲୋବାଲ ଲିଡର୍ସ’ କାର୍ଯ୍ୟକ୍ରମରେ ଭାରତ ଆସିଥିବା ୨୦ ଜଣିଆ ଉଚ୍ଚସ୍ତରୀୟ ଇସ୍ରାଏଲୀୟ ପ୍ରତିନିଧି ଦଳ ନଭେମ୍ବର୧ରୁ କିଟ୍‍ ଓ କିସ୍‍ ପରିଦର୍ଶନରେ ଆସି ଏଠାରେ ୧୦ଦିନ ଅତିବାହିତ କରିଥିଲେ। ଏହି ପ୍ରତିନିଧି ମଣ୍ଡଳୀ କିଟ୍ ଓ କିସ୍‍ରୁ ସୁଖଦ ଅନୁଭୂତି ନେଇ ଆଜି ଫେରିଯାଇଛନ୍ତି। କିଟ୍‍ ଓ କିସ୍‍ ରେ ରହଣି ସମୟରେ ସେମାନେ କିସ୍‍ ପିଲାମାନଙ୍କ ସହିତ ଭାବ ବିନିମୟ କରିବା ସହ ସେମାନଙ୍କ ସଂସ୍କୃତି, ପରମ୍ପରା ଓ ଚାଲିଚଳନ ସମ୍ପର୍କରେ ଅବଗତ ହୋଇଥିଲେ । ଏହାଛଡ଼ା ଏହି ପ୍ରତିନିଧିମଣ୍ଡଳୀ ସଦସ୍ୟମାନେ କିଟ୍‍ର ବିଭିନ୍ନ ସ୍କୁଲ୍‍ ପରିଦର୍ଶନ କରିବା ସହ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାଙ୍କ ସହ ଭାବ ବିନିମୟ କରି ଏଠାକାର ଶିକ୍ଷାଦାନ ପ୍ରଣାଳୀ ଓ ଗବେଷଣା ସମ୍ପର୍କରେ ଜାଣିବାକୁ ପାଇଥିଲେ ।

ଏହି ଅବସରରେ ସେମାନଙ୍କୁ ଆଜି କିଟ୍‍ ଓ କିସ୍‍ ପକ୍ଷରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। କିଟ୍‍ ଓ କିସ୍‍ ରେ ସେମାନଙ୍କର ଅନୁଭୂତି ନେଇ ପ୍ରତିନିଧିମଣ୍ଡଳୀର ସଦସ୍ୟମାନେ ଖୁସି ବ୍ୟକ୍ତ କରି କହିଲେ, ଏହା ସେମାନଙ୍କ ପାଇଁ ଏକ ସୁଖଦ ଅନୁଭୂତି। ସେମାନେ କହିଲେ, ଆମର ଏହି ଗସ୍ତ ସବୁଠାରୁ ସ୍ମରଣୀୟ ଅନୁଭୂତି ହୋଇ ରହିବ। ତାଜମହଲ ନୁହେଁ, ବରଂ ଏଠାକାର ପିଲାମାନେ ଓ ଅଧ୍ୟାପକମାନଙ୍କ ସହ ମିଶିବାର ସୁଯୋଗ ହେଉଛି ଆମ ଗସ୍ତର ସବୁଠାରୁ ବଡ଼ ଉପଲବ୍ଧି। କିଟ୍‍ ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗରେ ଅଧ୍ୟୟନରତ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାଙ୍କ ସହ ମିଶିବା, ଭାବ ବିନିମୟ କରିବା, ପରସ୍ପରଠାରୁ ଶିଖିବା ଏବଂ ନିଜ ନିଜର ଅନୁଭୂତି ବାଣ୍ଟିବାର ସୁଯୋଗ ମିଳିଥିଲା ବୋଲି ସେମାନେ କହିଥିଲେ।

ଏହା ହିଁ ଆମର ଏହି ଗସ୍ତର ସବୁଠାରୁ ସ୍ମରଣୀୟ ଅନୁଭୂତି ବୋଲି ପ୍ରତିନିଧିମଣ୍ଡଳୀ ସଦସ୍ୟମାନେ ପ୍ରକାଶ କରିଥିଲେ। କିସ୍‍ ବିଶ୍ୱର ଏକ ଅନନ୍ୟ ମଡ଼େଲ ଏବଂ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଭଳି ଜଣେ ଦୂରଦୃଷ୍ଟି, ସମ୍ପନ୍ନ ବ୍ୟକ୍ତିଙ୍କ ନିଷ୍ଠା, ପରିଶ୍ରମ ଓ ତ୍ୟାଗର ପ୍ରତିଫଳନ ବୋଲି ସେମାନେ କହିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରତିଷ୍ଠାତା ଶ୍ରୀ ସାମନ୍ତ ଯୋଗଦେଇ ଇସ୍ରାଏଲ୍‍ ପ୍ରତିନିଧିମଣ୍ଡଳୀର ଏହି ଗସ୍ତ କିଟ୍‍ ଓ କିସ୍‍କୁ ଶିକ୍ଷା, ଗବେଷଣା, ସାଂସ୍କୃତିକ ଭାବ ବିନିମୟ ଓ ଅନ୍ୟାନ୍ୟ କ୍ଷେତ୍ରରେ ଅନେକ ସମ୍ଭାବନା ଆଣିଦେବ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ୍‍ ସିଂହ, ଉପକୁଳପତି ତଥା କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ଓ ଇଣ୍ଟରନ୍ୟାସ୍‍ନାଲ ରିଲେସନସ ମହାନିର୍ଦ୍ଦେଶକ ଦେବରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଧାନମନ୍ତ୍ରୀ ଚୌକି ଛାଡ଼ିବା ପଛରେ ସୋନିଆଙ୍କ ଭାବପ୍ରବଣ ଖୁଲାସା କାର୍ ଦୁର୍ଘଟଣା ପରେ ହ୍ୱାଇଟ୍ ହାଉସରେ ଲକଡାଉନ୍‌

ପ୍ରଧାନମନ୍ତ୍ରୀ ଚୌକି ଛାଡ଼ିବା ପଛରେ ସୋନିଆଙ୍କ ଭାବପ୍ରବଣ ଖୁଲାସା କାର୍ ଦୁର୍ଘଟଣା ପରେ ହ୍ୱାଇଟ୍ ହାଉସରେ ଲକଡାଉନ୍‌

November 12, 2026
କିଟ୍‍ ଓ କିସ୍‍ରୁ ସୁଖଦ ଅନୁଭୂତି ନେଇ ଫେରିଲେ ଇସ୍ରାଏଲ୍‍ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ

କିଟ୍‍ ଓ କିସ୍‍ରୁ ସୁଖଦ ଅନୁଭୂତି ନେଇ ଫେରିଲେ ଇସ୍ରାଏଲ୍‍ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ

November 12, 2026
ଓଡ଼ିଶାରେ ଷ୍ଟାର୍ଟଅପ୍ ବିପ୍ଳବ: ନଭେମ୍ବର ୧୪ ଏବଂ ୧୫ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ହେବ ସ୍କେଲଅପ୍ ଇଣ୍ଡିଆ ସମ୍ମିଟ୍ ୨୦୨୬

ScaleUp India Summit 2026 to bring startup founders, investors to Bhubaneswar on November 14-15

November 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଧାନମନ୍ତ୍ରୀ ଚୌକି ଛାଡ଼ିବା ପଛରେ ସୋନିଆଙ୍କ ଭାବପ୍ରବଣ ଖୁଲାସା କାର୍ ଦୁର୍ଘଟଣା ପରେ ହ୍ୱାଇଟ୍ ହାଉସରେ ଲକଡାଉନ୍‌

ପ୍ରଧାନମନ୍ତ୍ରୀ ଚୌକି ଛାଡ଼ିବା ପଛରେ ସୋନିଆଙ୍କ ଭାବପ୍ରବଣ ଖୁଲାସା କାର୍ ଦୁର୍ଘଟଣା ପରେ ହ୍ୱାଇଟ୍ ହାଉସରେ ଲକଡାଉନ୍‌

November 12, 2026
କିଟ୍‍ ଓ କିସ୍‍ରୁ ସୁଖଦ ଅନୁଭୂତି ନେଇ ଫେରିଲେ ଇସ୍ରାଏଲ୍‍ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ

କିଟ୍‍ ଓ କିସ୍‍ରୁ ସୁଖଦ ଅନୁଭୂତି ନେଇ ଫେରିଲେ ଇସ୍ରାଏଲ୍‍ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ

November 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version