ପଡ଼ିଆ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକରେ ନୂତନ ଭାବେ ମଞ୍ଜୁର ହେଇଥିବା ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ଏହି ଅବସରରେ ପଡ଼ିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ସାଂସଦ ପ୍ରତିନିଧି ପି. ଭେଙ୍କେଟେଶ୍ଵର ରାଓ , ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଦେବେ ମାଡି, ବ୍ଲକ୍ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅରବିନ୍ଦ ପ୍ରଧାନ, ବ୍ଲକ ବିଜେପି ସଭାପତି କୋଟାମ ଵାଲାୟା, ବିଧାୟକ ପ୍ରତିନିଧି ମନ ଦୀପଙ୍କର ରାୟ,

















