• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

Proprietor Abhimanyu Maharana by Proprietor Abhimanyu Maharana
November 15, 2026
in ଓଡ଼ିଶା, ଗଜପତି, ହୋମ୍
0
କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡିଶା ତାଜା ନ୍ୟୁଜ ) ନି. ପ୍ର :-  ଗଜପତି ଜିଲ୍ଲା କାଶୀନଗର ଥାନା ଅଂଚଳରେ ଘଟିଥିବା ଏକ ଅତର୍କିତ ଭାବେ ଆକ୍ରମଣ କରି ଜୀବନରେ ମାରିଦେବା ଧମକ ଦେବା ଭଳି ଏକ ସଙ୍ଗିନ ମାମଲାର ଶୁଣାଣି କରି ଆଜି ଗଜପତି ଜିଲ୍ଲା କାଶୀନଗର ଗ୍ରାମ ନ୍ୟାୟଧିକାରୀ ତଥା ଜେଏମ୍ଏଫସି ସତ୍ୟଜିତ ପାଣି ଭାରତୀୟ ପିଙ୍ଗଳ କୋଡ଼ର ଧାରା ୩୨୩ରେ କାଶୀନଗର ଥାନା ଅନ୍ତର୍ଗତ କିଡିଗାଁର ଅଭିଯୁକ୍ତ ପଣସ ଧର୍ମା ରାଓ (୩୨ବର୍ଷ)ଙ୍କୁ ଦୋଷୀ ସାବ୍ୟସ୍ତ କରି ଚାରିମାସର ସଜା ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସହାୟକ ପବ୍ଲିକ ପ୍ରସିକ୍ୟୁଟର (ଏ ପି ପି) ଶ୍ରୀନିବାସ ରାଓ ଏହି ମାମଲାର ସଫଳ ପରିଚାଳନା କରିଥିବାର ଖବର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ସୂଚନା ଦେଇଛନ୍ତି l

ସୂଚନାଯୋଗ୍ୟ ଏହି କି ଯେ ୩୦.୦୩.୨୦୨୨ରିଖ ସକାଳ ପ୍ରାୟ ୬:୩୦ ସମୟରେ, ଏତଲାକାରି ଲିଙ୍ଗମ ନାନାଜୀ ନିଜର ନିତ୍ୟକର୍ମ ସାରି ଗାଈ ଦୁହୁଁଥିବା ବେଳେ, ତାଙ୍କ ଘର ପାଖରେ ଥିବା ସିତାୟାଙ୍କ ଦୋକାନ ସାମ୍ନାରେ ଏକ ବଡ଼ ‘ରେଞ୍ଚି’ ଧରି ଠିଆ ହୋଇଥିବା ଅଭିଯୁକ୍ତ ପଣସ ଧର୍ମା ରାଓ ଅତର୍କିତ ଭାବେ ପଛପଟୁ ଆସି ସେହି ରେଞ୍ଚି ସାହାଯ୍ୟରେ ତାଙ୍କ ମୁଣ୍ଡ ଉପରେ ଆକ୍ରମଣ କରି ତାଙ୍କୁ ଲହୁଲୁହାଣ କରିଦେଇଥିଲେ। ଏହାର ପ୍ରତିବାଦ କରିବାରୁ ଅଭିଯୁକ୍ତ ତାଙ୍କ ଛାତିକୁ କାମୁଡ଼ି କ୍ଷତାକ୍ତ ମଧ୍ୟ କରିଦେଇଥିଲେ। ସୂଚନାଯୋଗ୍ୟ, ଏହି ଘଟଣା ପୂର୍ବରୁ ବିନା କାରଣରେ ଅଭିଯୁକ୍ତ ଜଣକ ବାରମ୍ବାର ତାଙ୍କୁ ଆକ୍ରମଣ କରିଆସୁଥିଲେ ଏବଂ ତାଙ୍କୁ ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଧମକ ମଧ୍ୟ ଦେଉଥିଲେ।

ତେଣୁ ଏହି ଘଟଣାରେ ନିଜ ଜୀବନ ପ୍ରତି ବିପଦ ଥିବା କଥା ଭାବି ସେହି ଦିନ ଅଭିଯୁକ୍ତଙ୍କ ନାଁରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଏତଲାକାରୀ ଏକ ସଙ୍ଗିନ ମାମଲା ଦାୟର କରିଥିଲେ, ଯାହାକି ମାମଲା ନମ୍ବର ୩୭/୨୨ରେ ପଞ୍ଜିକୃତ ହୋଇଥିଲା। ଏହି ମାମଲାରେ ଏ.ଏସ.ଆଇ. ଶିବ ନାରାୟଣ ପୁରୋହିତ ତଦନ୍ତ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲେ। ଆଜି ୧୧ଜଣ ବଳିଷ୍ଠ ସାକ୍ଷୀ ପ୍ରମାଣ ତଥା ୪ଟି ଦସ୍ତାବିଜକୁ ଆଧାର କରି ମାନ୍ୟବର ବିଚାରପତି ଅଭିଯୁକ୍ତଙ୍କୁ ଚାରିମାସର କାରାବାସ ସଜା ଶୁଣାଇଛନ୍ତି। ସୂଚନାଯୋଗ୍ୟ, ଉକ୍ତ ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ଆଉ ଏକ ମାମଲା ଗତ ଅଗଷ୍ଟ ମାସରେ ଜିଲ୍ଲା ଓ ଦୌରା ବିଚାରପତିଙ୍କ ଅଦାଲତରେ ଶେଷ ହୋଇଥିଲା ଓ ଉକ୍ତ ମାମଲାରେ ତାଙ୍କୁ ଦୋଷୀ ଭାବେ ପ୍ରମାଣିତ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

November 15, 2026
ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

November 15, 2026
କଣ୍ଟାବାଞ୍ଜିରେ ଓଡ଼ିଶା ଜନତା କଂଗ୍ରେସର ରଣହୁଙ୍କାର : ପୌର ନିର୍ବାଚନ ପାଇଁ ପ୍ରତି ୱାର୍ଡରେ ହେବ ୱାର୍ଡ ସଭା

ବେଲପଡ଼ାରେ କନକଙ୍କ ବଡ଼ ଘୋଷଣା : କେହି ଯୋଗ୍ୟ ଲୋକ ଭତ୍ତାରୁ ବଞ୍ଚିତ ହେବେ ନାହିଁ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

November 15, 2026
ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

November 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version