• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନୟାଗଡ ବନଖଣ୍ଡ ଏବଂ ବନ୍ୟପ୍ରାଣୀ ଡିଭିଜନ ତରଫରୁ ; ୬୬ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 7, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ନୟାଗଡ ବନଖଣ୍ଡ ଏବଂ ବନ୍ୟପ୍ରାଣୀ ଡିଭିଜନ ତରଫରୁ ; ୬୬ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୭ ଅକ୍ଟୋବର ବୁଧବାର ) ନୟାଗଡ :- ନୟାଗଡ ବନ ବିଭାଗ ଟେରିଟୋରି ଏବଂ ବନ୍ୟପ୍ରାଣୀ ବିଭାଗର ମିଳିତ ଆନୁକୂଲ୍ୟରେ ୬୬ ତମ ବନ୍ୟପ୍ରାଣୀ ସପ୍ତାହ କୋଭିଡ ଆଇନ ଅନୁଯାୟୀ ଶାନ୍ତି ଶଙ୍ଖଳାର ସହ ଅନୁଷ୍ଠିତ ହୋଇଯାଇଛି|ଏହିଉପଲକ୍ଷ ସମସ୍ତେ ପ୍ଳାଜ଼ମା ଦାନ କରିବା ସହ ବନ୍ୟଜନ୍ତୁଙ୍କର ସୁରକ୍ଷା ପାଇଁ ସମସ୍ତଙ୍କୁ ଜିଲ୍ଲାପାଳ ଡ.ପୋମା ଟୁଡୁ ଆହ୍ୱାନ ଦେଇଥିଲେ|ଏହି ଅବସରରେ ୮ କିମି ବ୍ୟାପି ଏକ ସାଇକେଲ ସଚେତନତା ରାଲିକୁ ଜିଲ୍ଲାପାଳ ଡ. ଟୁଡୁ ପତାକା ହଲାଇ ଉଦଘାଟନ କରିଥିଲେ|ଏହି ଅବସରରେ ଉପସ୍ଥିତ ସମସ୍ତଙ୍କୁ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସଚେତନ କରାଇଥିଲେ |

ଏସିଫଓ ଅରବିନ୍ଦ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଟେରିଟୋରି ଡିଫଓ ଧନରାଜ ହନୁମନ୍ତଜୀ ଧନ ନ୍ଧିରେ, ଡିଫଓ ବନ୍ୟପ୍ରାଣୀ ହର୍ଷବର୍ଦ୍ଧନ ଉଦ୍ଗାତା ବ୍ୟକ୍ତିଗତ ଭାବେ ଉପ ସ୍ଥିତ ରହି ଏହି ସଚେତନତା ଧର୍ମୀ କାର୍ଯ୍ୟକ୍ରମକୁ ଅତି ସୁନ୍ଦର ଭାବେ ସମାପନ କରଥିଲେ|ଏହି ଅବସରରେ ଫ୍ରେଣ୍ଡ ହେଲ୍ପ ଗ୍ରୁପର ଜ୍ଞାନ ରଞ୍ଜନ ପଣ୍ଡାଙ୍କୁ ଘର ଚଟିଆ ସରଙ୍ଖ୍ୟାଣ ଏବଂ ବନ୍ୟଜନ୍ତୁ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟ ଅତିଥି ଡ. ଟୁଡୁ ପାଞ୍ଚ ହଜାର ଟଙ୍କାର ଆର୍ଥିକ ପୁରସ୍କାର ସହ ସାର୍ଟିଫିକେଟ ପ୍ରଦାନ କରିଥିଲେ|

ଉକ୍ତ ସଚେତନତା ରାଲିରେ ବହୁ ସ୍ବେଛାସେବୀ,ସାମ୍ବାଦିକ ଅନିଲ ପଣ୍ଡାଙ୍କ ସମେତ ବହୁ ଗଣମାଧ୍ୟମ ପ୍ରତିନିଧି, ଅତିରକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ପୀ.ଡି଼.ଡି.ଆର.ଡି.ଏ, ସୁବାସ ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ,ଏସ.ପି ପ୍ରତ୍ୟୁଷ କୁମାର ଦିବାକରଙ୍କ, ଡି.ଆଇ.ପି ଆର.ଓ ଡ ପ୍ରମୋଦ କୁମାର ନାୟକ, ଏ.ସି.ଫ.ଓ ଶ୍ଵେତାଲୀନା ସାହୁ ସମେତ ପ୍ରାୟ ଏକ ସହ ଯୁବ ଛାତ୍ର ଯୋଗ ଦେଇଥିଲେ|ଏହି କାର୍ଯ୍ୟକ୍ରମରେ ଉଭୟ ଜଙ୍ଗଲ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳତାର ସହ ଆଗେଇନେଇ ଥିଲେ|ତେବେ ନୟାଗଡ ଜଙ୍ଗଲ ବିଭାଗର ଏଭଳି ସଚେତନତା ଧର୍ମୀ କାର୍ଯ୍ୟକ୍ରମକୁ ସାଧାରଣରେ ପ୍ରଂଶସା କରାଯାଇଛି| (ରିପୋର୍ଟ – ରାମକୃଷ୍ଣ ରଥ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version