• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ରେ ସୁନା ଖଣି, ସର୍ବାଧିକ ଭଣ୍ଡାର ଦେବଗଡ଼ରେ

Proprietor Abhimanyu Maharana by Proprietor Abhimanyu Maharana
November 20, 2026
in ଓଡ଼ିଶା, କଳାହାଣ୍ଡି, କେନ୍ଦୁଝର, ଝାରସୁଗୁଡା, ଦେବଗଡ଼, ମୟୁରଭଞ୍ଜ, ହୋମ୍
0
କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ରେ ସୁନା ଖଣି, ସର୍ବାଧିକ ଭଣ୍ଡାର ଦେବଗଡ଼ରେ
Share on FacebookShare on TwitterWhatsapp

କେନ୍ଦୁଝର ଜିଲ୍ଲା (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :- ଓଡ଼ିଶା ମାଟି ତଳେ ସୁନା, ରୂପା ଓ ମୂଲ୍ୟବାନ ମାଣିକ୍ୟର ଭଣ୍ଡାର । ରାଜ୍ୟର ୩ଟି ଜିଲ୍ଲାରେ ରହିଛି ୩ ହଜାର ୩୩୮ କେଜିରୁ ଅଧିକ ସୁନା । ଦେବଗଡ଼ ଓ ସୁନ୍ଦରଗଡ଼ରେ ରହିଛି ରୂପାର ସନ୍ଧାନ । ସେହିପରି କଳାହାଣ୍ଡିରେ ମିଳିଛି ମୂଲ୍ୟବାନ ମାଣିକ୍ୟ ପଥରର ଭଣ୍ଡାର । ବିଧାନସଭାରେ ବିଧାୟକ ସୌଭିକ୍ ବିଶ୍ୱାଳଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ ଏହି ତଥ୍ୟ ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଓଡ଼ିଶା ମାଟି ତଳେ ଲୁଚି ରହିଛି ମୂଲ୍ୟବାନ ଖଣିଜ ସମ୍ପଦ ।

ରାଜ୍ୟର ୩ଟି ଜିଲ୍ଲାରେ ସୁନା ଖଣିର ସନ୍ଧାନ ମିଳିଛି । କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ରେ ରହିଛି ସୁନାର ଭଣ୍ଡାର । କେନ୍ଦୁଝର ଜିଲ୍ଲାର ଗୋପୁର-ଜଳଡିହାରେ ୧୯୧.୦୬ କେଜି ସୁନା ମହଜୁଦ ଥିବାବେଳେ ମୟୂରଭଞ୍ଜର ମଦନସାହି-କଞ୍ଜିଆରେ ୧୪୬୨.୭୩ କେଜି ସୁନା ରହିଛି । ସେହିପରି ଦେବଗଡ଼ ଜିଲ୍ଲାର ଅଡ଼ଶ ଠାରେ ୧୬୮୫ କେଜି ସୁନା ମହଜୁଦ ଥିବା ତଥ୍ୟ ଦିଆଯାଇଛି । ଏହି ତିନି ଜିଲ୍ଲାରେ ମୋଟ ୩୩୩୮.୭୯ କେଜି ସୁନା ରହିଛି । ଅନ୍ୟପଟେ ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ରହିଛି ରୂପାର ଭଣ୍ଡାର ।

ଦେବଗଡ଼ର ଅଡ଼ଶରେ ୦.୬୩୮ ମେଟ୍ରିକ୍ ଟନ୍ ଏବଂ ସୁନ୍ଦରଗଡ଼ର ସରଗିପାଲିରେ ୧.୭୪୯ ମେଟ୍ରିକ୍ ଟନ୍ ରୂପା ମହଜୁଦ ଅଛି । ଦୁଇ ଜିଲ୍ଲାରେ ମୋଟ ୨.୩୮୭ ମେଟ୍ରିକ୍ ଟନ୍ ରୂପା ରହିଛି । କେବଳ ସୁନା ଓ ରୂପା ନୁହେଁ, କଳାହାଣ୍ଡିରେ ମଧ୍ୟ ମିଳିଛି ମୂଲ୍ୟବାନ ମାଣିକ୍ୟ ବା ରୁବିର ସନ୍ଧାନ । ଜିଲିଙ୍ଗଧର-ହିଞ୍ଜିଲିବାହାଲ ଅଞ୍ଚଳରେ ୫ ହଜାର ୩୪୯ କେଜି ମାଣିକ୍ୟ ପଥର ଗଚ୍ଛିତ ଥିବା ତଥ୍ୟ ସାମ୍ନାକୁ ଆସିଛି । ବିଧାୟକ ସୌଭିକ୍ ବିଶ୍ୱାଳଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ତଥ୍ୟ ଦେଇଛନ୍ତି । ରାଜ୍ୟର ଖଣିଜ ସମ୍ପଦକୁ ନେଇ ଏହି ତଥ୍ୟ ଏବେ ଚର୍ଚ୍ଚାର ବିଷୟ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନଭେମ୍ବର ୨୨ରେ ଜୀ ସାର୍ଥକରେ ୱାର୍ଲ୍ଡ ଟେଲିଭିଜନ ପ୍ରିମିୟର ହେବ ବହୁଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ‘ଦି ମିଲେଟ୍ ଡାଏରୀ’

ନଭେମ୍ବର ୨୨ରେ ଜୀ ସାର୍ଥକରେ ୱାର୍ଲ୍ଡ ଟେଲିଭିଜନ ପ୍ରିମିୟର ହେବ ବହୁଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ‘ଦି ମିଲେଟ୍ ଡାଏରୀ’

November 20, 2026
ମମତା ଚାରିଟେବୁଲ ଟ୍ରଷ୍ଟ ର ୨୬ତମ ପ୍ରତିଷ୍ଠା ଦିବସ ପାଳିତ

ମମତା ଚାରିଟେବୁଲ ଟ୍ରଷ୍ଟ ର ୨୬ତମ ପ୍ରତିଷ୍ଠା ଦିବସ ପାଳିତ

November 20, 2026
ସଡ଼କ ଦୁର୍ଘଟଣାରେ ବର୍ଷକୁ ଯାଉଛି ୫,୭୮୨ ଜୀବନ : ବିଭୂତି ଜେନା

ସଡ଼କ ଦୁର୍ଘଟଣାରେ ବର୍ଷକୁ ଯାଉଛି ୫,୭୮୨ ଜୀବନ : ବିଭୂତି ଜେନା

November 20, 2026
ସାଇବର ଠକେଇ ମାମଲାରେ ୧୬ ଗିରଫ, ୩ ମହିଳା ସାମିଲ

ସାଇବର ଠକେଇ ମାମଲାରେ ୧୬ ଗିରଫ, ୩ ମହିଳା ସାମିଲ

November 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନଭେମ୍ବର ୨୨ରେ ଜୀ ସାର୍ଥକରେ ୱାର୍ଲ୍ଡ ଟେଲିଭିଜନ ପ୍ରିମିୟର ହେବ ବହୁଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ‘ଦି ମିଲେଟ୍ ଡାଏରୀ’

ନଭେମ୍ବର ୨୨ରେ ଜୀ ସାର୍ଥକରେ ୱାର୍ଲ୍ଡ ଟେଲିଭିଜନ ପ୍ରିମିୟର ହେବ ବହୁଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ‘ଦି ମିଲେଟ୍ ଡାଏରୀ’

November 20, 2026
ମମତା ଚାରିଟେବୁଲ ଟ୍ରଷ୍ଟ ର ୨୬ତମ ପ୍ରତିଷ୍ଠା ଦିବସ ପାଳିତ

ମମତା ଚାରିଟେବୁଲ ଟ୍ରଷ୍ଟ ର ୨୬ତମ ପ୍ରତିଷ୍ଠା ଦିବସ ପାଳିତ

November 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version